Posted inଜାତୀୟ

ଫ୍ରାନ୍ସରେ ରାଫାଲ ଉଡ଼ାଇବେ ରାଜନାଥ

ନୂଆଦିଲ୍ଲୀ,୪-୧୦(ଆଇଏଏନ୍‌ଏସ୍‌):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ୮ ତାରିଖରେ ଫ୍ରାନ୍ସ ଯାଇ ପ୍ରଥମ ରାଫାଲ ଯୁଦ୍ଧବିମାନକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିବେ। ଏହି ଅବସରରେ ସେ ରାଫାଲ ବିମାନ ଉଡ଼ାଇବେ ବୋଲି ଗୁରୁବାର ପ୍ରତିରକ୍ଷା ବିଭାଗର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ୩୬ଟି ରାଫାଲ ଯୁଦ୍ଧବିମାନ କିଣିବା ଲାଗି ଫ୍ରାନ୍ସର ଡାସଲ୍ଟ ଆଭିଏଶନ ସହ ଚୁକ୍ତିନାମା ହୋଇଥିଲା। ୮ ତାରିଖ ଦଶହରାରେ ପ୍ରଥମ ରାଫାଲକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିବା ଲାଗି ନିଷ୍ପତ୍ତି ହୋଇଛି। ସେହିଦିନ ବାୟୁସେନା ଦିବସ ମଧ୍ୟ ପାଳିତ ହେଉଛି। ସେପ୍ଟେମ୍ବର ୩୦ରେ ରାଜନାଥ ବେଙ୍ଗାଲୁରୁରେ ତେଜସ ଯୁଦ୍ଧବିମାନ ଉଡ଼ାଇଥିଲେ।


All Right Reserved By Dharitri.Com

ହରିୟାଣାରେ ସୋନିଆଙ୍କ ରାଲି ବାତିଲ୍‌: ଏବେ ରାହୁଲ ସମ୍ଭାଳିବେ ମୋର୍ଚ୍ଚା

ଚଣ୍ଡିଗଡ଼,୧୮।୧୦: ହରିୟାଣା ମହେନ୍ଦ୍ରଗଡ଼ରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ହେବାକୁ ଥିବା ରାଲିକୁ ବାତିଲ୍‌ କରାଯାଇଛି। ସୋନିଆ ଗାନ୍ଧୀ ଏବେ ଏହି ରାଲିକୁ ସମ୍ବୋଧିତ...

ଲିଭରର ବିଭିନ୍ନ ସମସ୍ୟାରୁ ଦୂରେଇ ରଖେ ଏହି ପତ୍ର…

ଅଶ୍ୱତ୍ଥ(ଓସ୍ତ)ପତ୍ରର ଅନେକ ଔଷଧୀୟ ଗୁଣ ରହିଛି। ଏହା ବିଭିନ୍ନ ଲିଭର ସମସ୍ୟାରୁ ଦୂରେଇ ରଖେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଅଶ୍ୱତ୍ଥ ପତ୍ରକୁ ଶୁଖାଇ ସେଥିରେ...

୯ ବର୍ଷର ବାଳିକା ହେଲେ ‘ ଚିଫ୍‌ ମିନିଷ୍ଟରର୍ସ ଗ୍ରୀନ ମଣିପୁର ମିଶନ’ର ଆମ୍ବାସାଡର

କାକଚିଙ୍ଗ,୧୦।୮: ମଣିପୁର କାକଚିଙ୍ଗ ଜିଲାର ହିୟାଙ୍ଗଲମ୍‌ ମାଖା ଲେଇକାଇର ୯ ବର୍ଷୀୟା ବାଳିକା ଭାଲେଣ୍ଟିନା ଏଲାଙ୍ଗବମଙ୍କୁ ‘ ଚିଫ୍‌ ମିନିଷ୍ଟରର୍ସ ଗ୍ରୀନ ମଣିପୁର ମିଶନ’ର ଆମ୍ବାସାଡର...

ଏୟାରପୋର୍ଟରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଆଲର୍ଟ ଜାରି

ଶ୍ରୀନଗର, ୧୭।୫: ଜମ୍ମୁ-କଶ୍ମୀରରର ଶ୍ରୀନଗର ଏବଂ ଅବନ୍ତିପୋରା ଏୟାରବେସ୍‌ରେ ଆତଙ୍କବାଦୀଙ୍କ ଯୋଜନା ରହିଛି। ସୁରକ୍ଷା ଏଜେନ୍ସୀ ପକ୍ଷରୁ ଏନେଇ ଆଲର୍ଟ ଜାରି କରାଯାଇଛି। ଏୟାରପୋର୍ଟରେ ସୁରକ୍ଷା...

କଂଗ୍ରେସକୁ ହାଇକୋର୍ଟଙ୍କ ନୋଟିସ: କହିଲେ ମତଦାତାଙ୍କୁ ଦିଆଯାଉନିି କି ଲାଞ୍ଚ!

ଆହ୍ଲାବାଦ,୨୦।୪: ଲୋକ ସଭା ନିର୍ବାଚନରେ କଂଗ୍ରେସର ଘୋଷଣା ପତ୍ରରେ ଗରୀବଙ୍କୁ ବର୍ଷକୁ ୭୨ହଜାର ଟଙ୍କା ଦେବାନେଇ ଘୋଷଣା ଉପରେ ନୋଟିସ୍‌ ଜାରି କରାଯାଇଛି। ଆହ୍ଲାବାଦ ହାଇକୋର୍ଟ...

କାର୍‌ ଛାତ ଭାଙ୍ଗି ପଶିଲା ବ୍ଲାଷ୍ଟିଂ ପଥର: ଘଟଣାସ୍ଥଳରେ ବ୍ୟକ୍ତିଙ୍କ ମୃତ୍ୟୁ

ଭୋପାଳ,୧୫।୧୦: କୁହାଯାଏ ମୃତ୍ୟୁ କେଉଁଠାରେ ଓ କିଭଳି ଆସିବ ତାହା କେହି ଭାବି ବି ନ ଥିବେ। କିଛି ଏଭଳି ଘଟଣା ସାମ୍ନାକୁ ଆସିଛି ମଧ୍ୟପ୍ରଦେଶରୁ।...

ତେଲେଙ୍ଗାନାରେ କେସିଆର୍‌ଙ୍କ ଦ୍ୱାରା ପରିଚାଳିତ ହେଉଛି ଭାଜପା: କଂଗ୍ରେସ

ହାଇଦ୍ରାବାଦ,୨।୮: ତେଲେଙ୍ଗାନା କଂଗ୍ରେସର କାର୍ଯ୍ୟକାରୀ ସଭାପତି ପୁନମ ପ୍ରଭାକର ଗୌଡ ଶୁକ୍ରବାର କହିଛନ୍ତି ତେଲେଙ୍ଗାନାରେ ଭାରତୀୟ ଜନତା ପାର୍ଟି(ଭାଜପା) ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ଦ୍ୱାରା...

ଆତଙ୍କବାଦୀ ଆକ୍ରମଣ ସୂଚନା: ପଞ୍ଜାବରେ ହାଇ ଆର୍ଲଟ

ଚଣ୍ଡିଗଡ଼,୧୨।୧୦: ଆତଙ୍କବାଦୀ ଆକ୍ରମଣ ସୂଚନା ମିଳିବା ପରେ ପଞ୍ଜାବରେ ହାଇ ଆର୍ଲଟ ଜାରି କରାଯାଇଛି। ଚଣ୍ଡିଗଡ଼, ପଠାନକୋଟ, ଗୁରୁଦାସପୁର ଓ ଅମୃତସରରେ ଆତଙ୍କବାଦୀ ଆକ୍ରମଣ ହେବା...

Leave a comment

Your email address will not be published. Required fields are marked *