ମାଙ୍କଡ଼ା ପଥର ଟ୍ରକ୍‌ ଜବତ, ଡ୍ରାଇଭର ଗିରଫ

ଧର୍ମଶାଳା,୪ା୧୦(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅନ୍ତର୍ଗତ ହରିଦାସପୁର ରେଳଷ୍ଟେଶନ ନିକଟରୁ ବେଆଇନ ଭାବେ ପରିବହନ କରୁଥିବା ଏକ ମାଙ୍କଡ଼ା ବୋଝେଇ ଟ୍ରକ୍‌କୁ ପୋଲିସ ଜବତ କରିଛି। ଏଥିସହ ଡ୍ରାଇଭରଙ୍କୁ ଗିରଫ କରିଛି। ଗିରଫ ଡ୍ରାଇଭର ଜଣଙ୍କ ରମେଶ ପରମାଣିକ। ଏ ନେଇ ପୋଲିସ ଏକ ମାମଲା (ନ.ଂ ୪୪୩/୧୯) ରୁଜୁ କରିଛି। ରମେଶଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି। ପ୍ରକାଶ ଯେ, ଢେଙ୍କାନାଳ ଜିଲାରୁ ଓଆର-୦୯-ଏଫ-୪୩୭୫ ନମ୍ବର ଟ୍ରକ୍‌ରେ ମାଙ୍କଡା ପଥର ବୋଝେଇ କରି କୁଆଖିଆ ଅଞ୍ଚଳକୁ ନେଉଥିବା ବେଳେ ପୋଲିସ ଗାଡିକୁ ଜବତ କରିବା ସହିତ ରମେଶଙ୍କୁ ଗିରଫ କରିଥିଲା।


All Right Reserved By Dharitri.Com

ବିଜୁ ପଟ୍ଟନାୟକ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ

ବ୍ରହ୍ମପୁର ଅଫିସ୍‌,୧୦ା୬-ଖଲ୍ଲିକୋଟ କଲେଜ ଷ୍ଟାଡିୟମ୍‌ରେ ରବିବାର ନବମ ବିଜୁ ପଟ୍ଟନାୟକ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ଆସନ୍ତା ୧୩ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି...

ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ଜୀବନ ଗଲା

ଫୁଲବାଣୀ ଅଫିସ,୯।୬: କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକର ସାରଙ୍ଗଗଡ଼ ଥାନା ଅନ୍ତର୍ଗତ ପଟାଙ୍ଗି ପଞ୍ଚାୟତର ପଦାସାହିରେ ଶନିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି।...

ଘର ଘର ବୁଲି ସ୍ବାସ୍ଥ୍ୟବସ୍ଥା ଯାଞ୍ଚ ଆରମ୍ଭ: ୪୦ ଲକ୍ଷ ଲୋକଙ୍କ କରାଯିବ ସ୍କ୍ରିନିଂ

ଛତ୍ରପୁର,୯ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ସମସ୍ତ ଘରକୁ ଯାଇ ଗଠିତ ଟିମ୍‌ ଲୋକଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ତଥ୍ୟ ସଂଗ୍ରହ ଆରମ୍ଭ କରିଛନ୍ତି। ୩ ଦିନ ମଧ୍ୟରେ ଏହି...

ଉପଖଣ୍ଡ ରାଜସ୍ବ ସମୀକ୍ଷା ବୈଠକ , ପଟ୍ଟା ଦେବାରେ ଖିଲାପ କଲେ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର,୧୯ା୬(ଡି.ଏନ.ଏ)-ଛତ୍ରପୁର ଉପଖଣ୍ଡସ୍ତରୀୟ ରାଜସ୍ବ ସମୀକ୍ଷା ବୈଠକ ମଙ୍ଗଳବାର ସ୍ଥାନୀୟ ସର୍ବଶିକ୍ଷା ଅଭିଯାନ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଲକ୍ଷ୍ମୀକାନ୍ତ...

ପୋଖରୀରୁ ଜଣଙ୍କ ମୃତଦେହ ଉଦ୍ଧାର

ହାଟଡିହୀ,୧୬।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ନନ୍ଦିପଦା ଥାନା ହାଟଡିହୀ ବଣିଆସାହି ପୋଖରୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନିରଞ୍ଜନ ସାହୁ(୪୦)। ବୁଧବାର ସନ୍ଧ୍ୟାରୁ...

ଶିକ୍ଷାନୁଷ୍ଠାନ ମିଶ୍ରଣକୁ ବିରୋଧ

ଆରଡ଼ି, ୨୭।୭ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମଠଡିହ କ୍ଲଷ୍ଟର ଅଧୀନ ଚମ୍ପାସାହି ପ୍ରାଥମିକ ବିଦ୍ୟାଳୟ ଅନ୍ୟତ୍ର ମିଶ୍ରଣକୁ ବିରୋଧ କରାଯାଇଛି। ଏହାର...

ବୁଦ୍ଧଖୋଲ ମହୋତ୍ସବ ଉଦ୍‌ଘାଟିତ: ନାଚଗୀତରେ ଝୁମିଲେ ଦର୍ଶକ

ବୁଗୁଡ଼ା,୧୨ା୧(ଡି.ଏନ.ଏ.)-ବୁଗୁଡ଼ା ବୁଦ୍ଧଖୋଲ ମହୋତ୍ସବ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ବୁଦ୍ଧଖୋଲ ଉନ୍ନୟନ ସମିତି ସଭାପତି ତଥା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମହୋତ୍ସବକୁ ବିଜ୍ଞାନ ଓ...

‘ଧାନର ଏନ୍ତୁଡ଼ି ଶାଳ ଓଡ଼ିଶାର ମାଟି’

ବାଲେଶ୍ୱର ଅଫିସ,୫।୧-ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟର ନୂଆପାଢ଼ୀ ସ୍ଥିତ ନୂତନ ପରିସରରେ ସ୍ନାତକୋତ୍ତର ପରିଷଦ ତରଫରୁ ସ୍ବଦେଶୀ ପ୍ରଜାତିର ଖାଦ୍ୟଶସ୍ୟ, ପନିପରିବାର ଉପାଦେୟତା ଏବଂ ଏହାର ସଂରକ୍ଷଣ...

Coronavirus Update


selfi corner

Archives

Model This Week

Why Dharitri

Leave a comment

Your email address will not be published. Required fields are marked *