ଓଡିଏମ୍‌କୁ ଭାରତର ଶ୍ରେଷ୍ଠ ପଞ୍ଚମ ସ୍କୁଲ ମାନ୍ୟତା

ଭୁବନେଶ୍ୱର,୪।୧୦(ବ୍ୟୁରୋ): ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲକୁ ଶିକ୍ଷା କ୍ଷେତ୍ରରେ ପ୍ରଯୁକ୍ତି ବିଦ୍ୟାର ପ୍ରାୟୋଗିକ ସଫଳତା ଏବଂ ଗ୍ରାଣ୍ଡ୍‌ ଜୁରି ର଼୍ୟାଙ୍କିଂରେ ୨୦୧୯-୨୦ ଶିକ୍ଷାବର୍ଷ ନିମନ୍ତେ ସର୍ବଭାରତୀୟ ସ୍ତରରେ ଶ୍ରେଷ୍ଠ ପଞ୍ଚମ ସ୍କୁଲର ମାନ୍ୟତା ପ୍ରଦାନ କରାଯାଇଛି। ନୂଆଦିଲ୍ଲୀସ୍ଥିତ ‘ଏଜୁକେଶନ୍‌ ୱାଲର୍‌ଡ’ ତରଫରୁ ଅଭିଜ୍ଞ ବିଶେଷଜ୍ଞ ମଣ୍ଡଳୀଙ୍କ ଦ୍ୱାରା ବିଭିନ୍ନ ମାନଦଣ୍ଡରେ ମୂଲ୍ୟାୟନ କରାଯାଇ ଓଡିଏମ୍‌କୁ ଏଥିପାଇଁ ମନୋନୀତ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଓଡିଏମ୍‌ ଶିକ୍ଷାନୁଷ୍ଠାନ ସମୂହର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଡ.ସତ୍ୟବ୍ରତ ମୀନକେତନ ଶନିବାର ଗୁରୁଗାଁଓସ୍ଥିତ ଏକ ହୋଟେଲରେ ଅନୁଷ୍ଠିତ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ଏହି ପୁରସ୍କାର ଗ୍ରହଣ କରିଛନ୍ତି।


All Right Reserved By Dharitri.Com

ଦାଦାବଟିକୁ ନେଇ ସୋ’ରୁମ୍‌ରେ ଭଙ୍ଗାରୁଜା: ଇଟାମାଡ଼ରେ ସୋ’ରୁମ୍‌ ମାଲିକଙ୍କ ସମ୍ପର୍କୀୟ ଆହତ

ପୁରୀ ଅଫିସ,୧୫ା୭: ଦାଦାବଟିକୁ ନେଇ ପୁରୀ ଟାଉନ ଥାନା ଅଧୀନ ନରେନ୍ଦ୍ରକୋଣସ୍ଥିତ ଏକ ଗଦି ସୋ’ ରୁମ୍‌ରେ ସୋମବାର କେତେଜଣ ଦୃର୍ବୃତ୍ତ ବ୍ୟାପକ ଭଙ୍ଗାରୁଜା କରିଛନ୍ତି।...

ବ୍ରିଜ୍‌ ତଳକୁ ଖସିଲା ବସ୍‌: ୩ ମୃତ, ୨୭ରୁ ଊର୍ଦ୍ଧ୍ୱ ଆହତ

ବ୍ରହ୍ମପୁର ଅଫିସ,୨୯।୧: ଗଞ୍ଜାମ ଜିଲା ତପ୍ତପାଣି ଘାଟି ପାଳୁଖୋଳା ନିକଟରେ ବୁଧବାର ଭୋରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ବ୍ରିଜ୍‌ ତଳକୁ...

ନୃତ୍ୟରେ ଡି.ଲିଟ୍‌. ପାଇଲେ ଶ୍ରୀନିବାସ ଘଟୁଆରୀ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଜଣାଶୁଣା ଓଡ଼ିଶୀ ନୃତ୍ୟଶିଳ୍ପୀ ତଥା ନୃତ୍ୟ ସଂଯୋଜକ ଡ. ଶ୍ରୀନିବାସ ଘଟୁଆରୀ ଆଉଏକ ସଫଳତା ହାସଲ କରିଛନ୍ତି। ସେ ୟୁନିଭର୍ସିଟି ଅଫ୍‌ ସେଣ୍ଟ୍ରାଲ ଆମେରିକାରୁ ନୃତ୍ୟରେ...

ଅଧିକ ସହାୟତା ଦାବି କଲା ଆଇନସେବା ପ୍ରାଧିକରଣ

ଢେଙ୍କାନାଳ ଅଫିସ,୧୧ା୬ଢେଙ୍କାନାଳ ଅଳସୁଆ ହାଟଠାରେ ରବିବାର ଏକ ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରି ଭୁଶୁଡି ୪ଜଣ ପରିବା ବ୍ୟବସାୟୀଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟ ୫ଜଣ ଆହତ...

ହୋଲ୍ଡିଂ ଟ୍ୟାକ୍ସ ଆଦାୟ କରିବେ କିନ୍ନର

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ସାଧାରଣ ଲୋକଙ୍କ ଭଳି ଏଣିକି କିନ୍ନରମାନେ ମଧ୍ୟ ଉଚ୍ଛେଦରେ ସାମିଲ ହେବା ସହ ହୋଲ୍ଡିଂ ଟ୍ୟାକ୍ସ ଓ ଟ୍ରେଡ଼ ଲାଇସେନ୍ସ ଆଦାୟ କରିବେ। ଏ...

ଆହୁରି ୨ ଦିନ ବର୍ଷିବ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଲଘୁଚାପ ପ୍ରଭାବରେ ଆଗାମୀ ୨ ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୪ ଜିଲାରେ ବର୍ଷା...

ଦସ୍ତାବିଜ ଦେବ ନାଗରିକତ୍ୱର ପ୍ରମାଣ

ଭୁବନେଶ୍ୱର, ୫।୯ (ବ୍ୟୁରୋ): ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ପ୍ରସ୍ତୁତ ଆସାମର ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)ର ଚୂଡ଼ାନ୍ତ ତାଲିକା ୩୧ ଅଗଷ୍ଟ ୨୦୧୯ରେ ପ୍ରକାଶ ପାଇଛି। ଏଥିରେ...

କାଳରାତ୍ରି ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା

ନିରାକାରପୁର,୫।୧୦(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନୂଆଗଡ ପଞ୍ଚାୟତ ଅନ୍ତର୍ଗତ ମୂଳିଝର ନିକଟସ୍ଥ ହାତୀଆଶୁଣି ପାହାଡ଼ ପାଦଦେଶରେ ବିଜେ ମା’ ଉଗ୍ରତାରାଙ୍କ ଶାକ୍ତପୀଠରେ ଶୁକ୍ରବାର ପାର୍ବଣର ସପ୍ତମୀ ତିଥିରେ...

Leave a comment

Your email address will not be published. Required fields are marked *