Posted inଜାତୀୟ

ଜେଲରେ ଥିବା ଇନ୍ଦ୍ରାଣୀ ମୁଖାର୍ଜୀ ଏବଂ ପିଟର ମୁଖାର୍ଜୀଙ୍କ ମଧ୍ୟରେ ଛାଡ଼ପତ୍ର

ନୂଆଦିଲ୍ଲୀ,୪।୧୦: ଶୀନା ବୋରା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଇନ୍ଦ୍ରାଣୀ ମୁଖାର୍ଜୀ ଏବଂ ପିଟର ମୁଖାର୍ଜୀଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଛି। ଉଭୟ ଏବେ ଜେଲରେ ବନ୍ଦୀ ଜୀବନ ବିତାଉଥିବାବେଳେ ମୁମ୍ବାଇର ଏକ କୋର୍ଟ ତାଙ୍କ ଛାଡ଼ପତ୍ରକୁ ମଞ୍ଜୁରୀ ଦେଇଛନ୍ତି। ୨୦୦୨ରେ ଉଭୟଙ୍କ ଦ୍ୱିତୀୟ ବିବାହ ହୋଇଥିଲା। ପିଟର ମୁଖାର୍ଜୀଙ୍କ ପୂର୍ବରୁ ଇନ୍ଦ୍ରାଣୀ ମୁଖାର୍ଜୀ କୋଲକାତାର ସଞ୍ଜୀବ ଖାନ୍ନାଙ୍କୁ ବିବାହ କରିଥିଲେ। ଏପ୍ରିଲ ୨୦୧୨ରେ ଇନ୍ଦ୍ରାଣୀ ମୁଖାର୍ଜୀଙ୍କ ଝିଅ ଶୀନା ବୋରାଙ୍କର ହତ୍ୟା ହୋଇଥିଲା। ମା’ ଇନ୍ଦ୍ରାଣୀ ମୁଖାର୍ଜୀ ହିଁ ହତ୍ୟା କରିଥିବା କୋର୍ଟ କହିଥିଲେ।


All Right Reserved By Dharitri.Com

ମୋଦିଙ୍କ ବିମାନ ପାକିସ୍ତାନ ଆକାଶରେ ଉଡିବାକୁ ମିଳିବ ଅନୁମତି

ନୂଆଦିଲ୍ଲୀ,୧୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବତନ୍ତ୍ର ବିମାନ କିରଗିଜସ୍ତାନ ଯାତ୍ରା କରିବା ସମୟରେ ପାକିସ୍ତାନ ଆକାଶ ପତକୁ ବ୍ୟବହାର କରିପାରିବ ବୋଲି ସୂଚନା ମିଳିଛି। ଏ...

ମସ୍ତିଷ୍କ ଜ୍ୱରରେ ପୀଡିତ ଶିଶୁଙ୍କୁ ଭେଟିବାକୁ ଯାଇ ସମାଲୋଚନାର ଶିକାର ହେଲେ ନେତା

ମୁଜାଫରପୁର,୨୦।୬: ବିହାରରେ ଏବେ ମସ୍ତିଷ୍କ ଜ୍ୱରରେ ପାଖାପାଖି ୧୧୭ ଜଣ ଶିଶୁଙ୍କର ମୃତ୍ୟୁ ହେଲାଣି। ତେବେ ମହାମାରୀ ଭଳି ବ୍ୟାପିଥିବା ଏହି ରୋଗ ଏବେ ସମସ୍ତଙ୍କ...

ନିମନ୍ତ୍ରଣ କାର୍ଡ ଛାପୁଥିବା ବ୍ୟକ୍ତିଙ୍କୁ ଦେବାକୁ ପଡ଼ିବ କନ୍ୟା-ବରଙ୍କ ବୟସ ପ୍ରମାଣ !

ରାଞ୍ଚି,୨୫।୨: ଝାଡ଼ଖଣ୍ଡର କେତେକ ଅଞ୍ଚଳରେ ବାଲ୍ୟ ବିବାହ ଘଟଣା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଚାଇଲ୍ଡ ଲାଇନ୍‌ ପକ୍ଷରୁ ଏଭଳି ବିବାହ ରୋକିବା ଲାଗି...

ଭାରତରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଖାଇବର ପାସ୍ତୁନଖ୍ବାରେ ୪୫ ଅଲ୍‌ ବଦର ସଦସ୍ୟଙ୍କୁ ତାଲିମ୍‌ ଦେଉଛି ପାକିସ୍ତାନ

ନୂଆଦିଲ୍ଲୀ,୨୯।୮: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ଜାରି ରଖିଛି। ଏବେ ଅଲ୍‌ ବଦର ଆତଙ୍କବାଦୀ ସଂଗଠନ ସଦସ୍ୟଙ୍କୁ ପାକିସ୍ତାନ ସୈନ୍ୟ ବାହିନୀ ତାଲିମ୍‌...

ଗାନ୍ଧୀ ଲିଗାସିକୁ ନେଇ ଭାଜପା-ବିରୋଧୀ ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୩ା୧୦(ପି.ଟି.): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ସାରା ଦେଶ ସମେତ ବିଦେଶରେ ପାଳନ କରାଯାଉଥିବାବେଳେ ତାଙ୍କ ଲିଗାସୀକୁ ନେଇ ଭାଜପା ଓ ବିରୋଧୀ ଦଳ ମଧ୍ୟରେ...

ଭିଡିଓ ମେସେଜ୍‌ ଦେଇ ୩-୪ଦିନ ପରେ ଆତ୍ମସମର୍ପଣ କରିବାକୁ କହିଲେ ବିଧାୟକ

ପାଟନା,୧୯।୮: ବିହାରର ବାହୁବଳୀ ବିଧାୟକ ଅନନ୍ତ ସିଂ ସୋମବାର ଏକ ଭିଡିଓ ମେସେଜ୍‌ ଜାରି କରିଛନ୍ତି। ଏଥିରେ ସେ କହିଛନ୍ତି ଗିରଫକୁ ସେ ଭୟ କରୁ...

ରାଜ୍ୟ ସଭା ନିର୍ବାଚନ: ୪ ଟିଏମ୍‌ସି ପ୍ରାର୍ଥୀଙ୍କ ନାମ ଘୋଷଣା କଲେ ମମତା

କୋଲକାତା,୮।୩: ରାଜ୍ୟ ସଭା ନିର୍ବାଚନ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୪ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ତାଲିକାରେ ଅର୍ପିତା ଘୋଷ,...

ଆନ୍ଧ୍ର ସୀମାରେ ୧୦୦୦ ଲୋକ

ଅମରାବତୀ,୨୭ା୩ (ପି.ଟି.): ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦରୁ ଫେରିଥିବା ୧୦୦୦ରୁ ଊର୍ଦ୍ଧ୍ୱ ଲୋକ ବୁଧବାର ଅପରାହ୍ନରୁ ଗରିକାପାଡୁ ଚେକ୍‌ପୋଷ୍ଟରେ ଅଟକି ରହିଛନ୍ତି। କରୋନା ସଂକ୍ରମଣ ଭୟରେ ଆନ୍ତଃରାଜ୍ୟ...

Leave a comment

Your email address will not be published. Required fields are marked *