ସୁଧହାର କମାଇଲା ଆରବିଆଇ

ନୂଆଦିଲ୍ଲୀ,୪।୧୦: ମୁଦ୍ରାନୀତି ସମୀକ୍ଷା ପରେ ଶୁକ୍ରବାର ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ୦.୨୫ ବେସିସ୍‌ ପଏଣ୍ଟ ହ୍ରାସ କରିଛି। ଫଳରେ ୫.୧୫ ପ୍ରତିଶତକୁ ରେପୋ ରେଟ ହ୍ରାସ ପାଇଛି। ମୁଦ୍ରାନୀତି ସମୀକ୍ଷା ପରେ ଆରବିଆଇର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏହି ଘୋଷଣା କରିଛନ୍ତି। ରେପୋ ରେଟ ହ୍ରାସ ପାଇବା ପରେ ଗୃହ, ଅଟୋମୋବାଇଲ ଓ କର୍ପୋରେଟ ଋଣ ଶସ୍ତା ହେବ। ସୂଚନାଯୋଗ୍ୟ, ଗତ ଅଗଷ୍ଟ ମାସରେ ଆରବିଆଇ ୦.୩୫ ବେସିସ୍‌ ପଏଣ୍ଟ ରେପୋ ରେଟ୍‌ ହ୍ରାସ୍‌ କରିଥିଲା।


All Right Reserved By Dharitri.Com

ଘରୋଇ ଡିଜିଟାଲ କରେନ୍ସିକୁ ଆର୍‌ବିଆଇର ନା

ମୁମ୍ବାଇ,୬-୧୨: ରିଜର୍ଭ ବ୍ୟାଙ୍କ ବତ୍ତର୍ମାନ ଡିଜିଟାଲ କରେନ୍ସି ଆଣିବା ନେଇ ସ୍ପଷ୍ଟ ଭାବେ କହି ହେବ ନାହିଁ ବୋଲି ଗଭର୍ନର ଶକ୍ତିକାନ୍ତ ଦାସ କହିଛନ୍ତି। ଏ...

ଗୋଦାବରୀରେ ବୁଡିଲା ପର୍ଯ୍ୟଟକଙ୍କ ବୋଟ୍‌

ପୂର୍ବ ଗୋଦାବରୀ,୧୫।୯: ଆନ୍ଧ୍ର ପ୍ରଦେଶ ପୂର୍ବ ଗୋଦାବରୀ ଜିଲା ଦେବୀପାଟନମଠାରେ ଗୋଦାବରୀ ନଦୀରେ ପର୍ଯ୍ୟଟକଙ୍କର ଏକ ବୋଟ୍‌ ବୁଡିଯାଇଥିବା ସୂଚନା ମିଳିଛି। ଏଥିରେ ପ୍ରାୟ ୬୦ଜଣ...

ଭୁଲ ସ୍ବୀକାର କଲେ ଶାହା: ଦିଲ୍ଲୀ ନିର୍ବାଚନ ନେଇ ମୋର ଆକଳନ ନ ଥିଲା ଠିକ

ନୂଆଦିଲ୍ଲୀ,୧୩।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭାଜପାର ପରାଜୟ ପରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ନିଜର ଭୁଲ ସ୍ବୀକାର କରିଛନ୍ତି। ସେ କହିଛନ୍ତି ଦିଲ୍ଲୀ ନିର୍ବାଚନ...

୫୬ କର୍ମଚାରୀଙ୍କୁ ଛଟେଇ କଲା ଓ୍ବାଲ୍‌ମାର୍ଟ

ନୂଆଦିଲ୍ଲୀ,୧୪-୧: ବିଶ୍ୱର ସର୍ବବୃହତ୍ତ ରିଟେଲର ଓ୍ବାଲମାର୍ଟ ଇଙ୍କ ଭାରତରେ କାର୍ଯ୍ୟରତ ଏହାର ୫୬ ଏକଜିକ୍ୟୁଟିଭଙ୍କୁ ଛଟେଇ କରି ଦେଇଛି। ବ୍ୟବସାୟ ପୁନର୍ଗଠନ ଯୋଜନା ମୁତାବକ କମ୍ପାନୀ...

ବିବାହ ବନ୍ଧନରେ ବାନ୍ଧିହେଲେ ଦଙ୍ଗଲ ଗର୍ଲ

ଚଣ୍ଡିଗଡ଼,୨।୧୨: ଅନ୍ତରାଷ୍ଟ୍ରୀୟ ପଦକ ବିଜେତା ତଥା ଦଙ୍ଗଲ ଗର୍ଲ ନାଁରେ ବେଶ୍‌ ପରିଚିତ ଥିବା ରେସ୍‌ଲର ବବିତା ଫୋଗଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ହରିୟାଣା...

ଅରବିନ୍ଦ ସାଓ୍ବନ୍ତଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୨।୧୧: କେନ୍ଦ୍ରମନ୍ତ୍ରୀ ପଦରୁ ସୋମବାର ଇସ୍ତଫା ଦେଇଥିବା ଶିବସେନା ଏମ୍‌ପି ଅରବିନ୍ଦ ସାଓ୍ବନ୍ତଙ୍କ ଇସ୍ତଫା ପତ୍ରକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ଗ୍ରହଣ କରି ନେଇଛନ୍ତି।...

ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଲେ ସିଦ୍ଧୁ

ନୂଆଦିଲ୍ଲୀ,୧୫।୭: ପଞ୍ଜାବ କ୍ୟାବିନେଟର ମନ୍ତ୍ରୀ ଥିବା ନବଜୋତ ସିଂ ସିଦ୍ଧୁ ସୋମବାର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ପାଖକୁ ତାଙ୍କ ଇସ୍ତଫା ପତ୍ର ପଠାଇଥିବା ଟୁଇଟ୍‌...

ବ୍ରୁ ଶରଣାର୍ଥୀ ଚୁକ୍ତି: ୩୪ ହଜାରଙ୍କୁ ମିଳିବ ଭାରତୀୟ ନାଗରିକତା

ନୂଆଦିଲ୍ଲୀ,୧୬।୧: ବ୍ରୁ ଶରଣାର୍ଥୀଙ୍କୁ ନେଇ ଏକ ଚୁକ୍ତି କରାଯାଇଛି। ଏହାଦ୍ୱାରା ପ୍ରାୟ ୩୪ ହଜାର ବ୍ରୁ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତା ମିଳିପାରିବ। ଆୟୋଜିତ ଏକ ବୈଠକରେ...

Leave a comment

Your email address will not be published. Required fields are marked *