କଂଗ୍ରେସର ବୁଦ୍ଧିଜୀବୀ ସମ୍ମିଳନୀ, ଭବିଷ୍ୟତ ପାଇଁ ଲୋଡ଼ାଗଲା ମତ

ଭୁବନେଶ୍ୱର,୪।୧୦(ବ୍ୟୁରୋ): ସ୍ଥାନୀୟ କଂଗ୍ରେସ ଭବନରେ ଶୁକ୍ରବାର ବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ କଂଗ୍ରେସ ପ୍ରଭାରୀ ଜିତେନ୍ଦ୍ର ସିଂ ଏବଂ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଏହାବ୍ୟତିତ ସମାଜର ବିଭିନ୍ନ ବର୍ଗର ଲୋକଙ୍କ ସହ ବରିଷ୍ଠ କଂଗ୍ରେସ ନେତାମାନେ ଉପସ୍ଥିତ ଥିଲେ। ବୈଠକରେ ଦଳର ଭବିଷ୍ୟତ ପାଇଁ ବୁଦ୍ଧିଜୀବୀଙ୍କ ମତ ଲୋଡ଼ାଯାଇଥିବା ଜଣାପଡ଼ିଛି।


All Right Reserved By Dharitri.Com

୨୨ ମାଓବାଦୀଙ୍କ ନାଁରେ ପୁରସ୍କାର ରାଶି ଘୋଷଣା

ବାଲିଗୁଡା,୩୦ା୧୦(ଡି.ଏନ୍‌.ଏ.):ରାଜ୍ୟ ସରକାରଙ୍କ ଦ୍ବାରା ୨୨ ଜଣ କେକେବିଏନ୍‌ (କଳାହାଣ୍ଡି-କନ୍ଧମାଳ-ବୌଦ୍ଧ-ନୟାଗଡ) କ୍ୟାଡର ମାଓବାଦୀଙ୍କ ପାଇଁ ପୁରସ୍କାର ରାଶି ମଙ୍ଗଳବାର ଘୋଷଣା କରାଯାଇଛି। ଏନେଇ କନ୍ଧମାଳ ପୋଲିସ ପକ୍ଷରୁ...

ଫନୀ କ୍ଷତିଗ୍ରସ୍ତ ସ୍କୁଲ ସ୍ଥିତିର ସମୀକ୍ଷା ପ୍ରତି ବ୍ଲକରେ ହେବ ମଡେଲ ହାଇସ୍କୁଲ

ପୁରୀ ଅଫିସ, ୮ା୧୨: ବାତ୍ୟା ଫନୀରେ ପୁରୀ ଜିଲାରେ ବହୁ ସ୍କୁଲ କ୍ଷତିଗ୍ରସ୍ତ ହୋଇଥିଲା। ସେହି ସ୍କୁଲଗୁଡ଼ିକର ବର୍ତ୍ତମାନ ସ୍ଥିତି ଏବଂ କ’ଣ ଆବଶ୍ୟକତା ରହିଛି...

ଦାରିଙ୍ଗବାଡ଼ିରେ ତଳକୁ ଖସିଲା ପାରଦ: ଚାରିଆଡ଼େ ତୁଷାରପାତ, ବଢ଼ୁଛି ଶୀତ

ଦାରିଙ୍ଗବାଡ଼ି,୨୯।୧୨(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ରବିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ତାପମାତ୍ରା ତଳକୁ ଖସି ତୁଷାରପାତ ହେବା ସହ ଶୀତ...

ରାଜ୍ୟ ସଭା: ଏମ୍‌ପି ଭାବେ ଅମର, ସସ୍ମିତଙ୍କ ଶପଥଗ୍ରହଣ

ଭୁବନେଶ୍ୱର,୫।୭(ବ୍ୟୁରୋ): ସଦ୍ୟ ସମାପ୍ତ ହୋଇଥିବା ରାଜ୍ୟ ସଭା ନିର୍ବାଚନରେ ବିଜେଡି ଆଇଟି ସେଲ୍‌ ମୁଖ୍ୟ ଅମର ପଟ୍ଟନାୟକ ଏବଂ ମୁଖପାତ୍ର ସସ୍ମିତ ପାତ୍ର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ...

ପୌରାଧ୍ୟକ୍ଷ ଓ ବିଧାୟକଙ୍କ ମଧ୍ୟରେ ଶୀଳତଯୁଦ୍ଧ : ଯାତ୍ରୀ ବିଶ୍ରାମାଗାର ଉଦ୍‌ଘାଟନ ବନ୍ଦ

ପାରାଦୀପ,୨୦ା୬(ସ୍ବ.ପ୍ର.): ଦୀର୍ଘଦିନର ନୀରବତା ପରେ ଏବେ ପୁଣି ଥରେ ପାରାଦୀପ ବିଜେଡି ରାଜନୀତି ସରଗରମ ହୋଇଛି। ପୂର୍ବରୁ ଦୀର୍ଘ ୨ ଦଶନ୍ଧୀ ଧରି ବରିଷ୍ଠ ନେତା...

ସେନା ଚାକିରି ପାଇଁ ୨୨୦ କି.ମି. ଦୌଡ଼ିଲେ ସୌରଭ

ପୁରୀ ଅଫିସ, ୨୧।୨:ଭାରତୀୟ ସେନାରେ ଯୋଗଦେବାକୁ ପିଲାଟି ଦିନରୁ ରହିଛି ଆଗ୍ରହ। ବାପା ବି ଚାହୁଁଛନ୍ତି ତାଙ୍କ ପୁଅ ସୈନ୍ୟ ବାହିନୀରେ ଯୋଗଦେଇ ଦେଶ ମାତୃକାର...

ମାଣ ବସେଇଲେ ୧୦୦ ମହିଳା

ଭୁବନେଶ୍ୱର,୬।୧୨(ବ୍ୟୁରୋ):ଲକ୍ଷ୍ମୀପୁରାଣର ବାର୍ତ୍ତାକୁ ବିଶ୍ୱସ୍ତରରେ ପହଞ୍ଚାଇବା ଏବଂ ଯୁବପିଢ଼ି ତଥା ସହରବାସୀଙ୍କ ମଧ୍ୟରେ ମାଣବସା ଗୁରୁବାରର ଲୋକପ୍ରିୟତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ‘ଶ୍ରୀ ଉତ୍ସବ’ ଅନୁଷ୍ଠାନ ପକ୍ଷରୁ...

ବିମାନରେ ଯାନ୍ତ୍ରିକ ତ୍ରୁଟି: ଆଜି ପହଞ୍ଚିବ ଶହୀଦ ଅଜିତ୍‌ଙ୍କ ମରଶରୀର

କାମାକ୍ଷାନଗର, ୧୯।୬(ଡି.ଏନ୍‌.ଏ.): ବିମାନରେ ଯାନ୍ତ୍ରିକ ତ୍ରୁଟି କାରଣରୁ ଶହୀଦ ଅଜିତ୍‌ ସାହୁଙ୍କ ମରଶରୀର ଓଡ଼ିଶା ଆସିବାରେ ବିଳମ୍ବ ହେଉଛି। ଗୁରୁବାର ତାଙ୍କ ମୃତଦେହ ଭୁବନେଶ୍ୱରେ ପହଞ୍ଚିବ।...

Leave a comment

Your email address will not be published. Required fields are marked *