ନୟାଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ନୟାଗଡ଼ ଅଫିସ,୪।୧୦: ନୟାଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଦ୍ୱିତୀୟ ମହଲା ସାଧାରଣ ଓ ବିବିଧ ଉପବିଭାଗ ( ଜେନେରାଲ ଆଣ୍ଡ ମିସ୍‌ ସେକ୍ସନ)ରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଟିଏ କମ୍ପ୍ୟୁଟର ଓ ପ୍ରିଣ୍ଟର ପୋଡ଼ି ନଷ୍ଟ ହୋଇଯାଇଥିବା ବେଳେ ଫାଇଲଗୁଡ଼ିକ ସୁରକ୍ଷିତ ରହିଥିବା ଜଣାପଡିଛି।
ମିଳିଥିବା ସୂଚନା ଅନୁଯାୟୀ, ସକାଳୁ) ଉକ୍ତ କୋଠରିରେ ବିସ୍ଫୋରଣ ଶଦ୍ଦ ହୋଇଥିଲା। ପରେ ସେଠାରେ ଥିବା ରାତି ଜଗୁଆଳ ଚାରିଆଡ଼େ ଧୂଆଁ ବାହାରୁଥିବା ନୟାଗଡ଼ ଅଗ୍ନିଶମ କର୍ମଚାରୀଙ୍କୁ ଖବରଦେଇଥିଲେ। କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ସର୍ଟଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଅତିରିକ୍ତ ଜିଲାପାଳ ବିଧାନ ଚନ୍ଦ୍ର ରାୟ କହିଛନ୍ତି।


All Right Reserved By

ବୃକ୍ଷରୋପଣ ପାଲଟିଛି ପ୍ରହସନ

ଚମ୍ପୁଆ, ୨।୧୦(ଡି.ଏନ.ଏ.)-ଜୀବ ଜଗତ ବଞ୍ଚିରହିବା ତଥା ପରିବେଶର ସୁରକ୍ଷା ପାଇଁ ଜଙ୍ଗଲ ସୃଷ୍ଟି କରିବା ଅତ୍ୟନ୍ତ ଆବଶ୍ୟକ ହୋଇ ପଡିଥିବା ବେଳେ ସରକାରୀ ଓ ବେସରକାରୀ...

ସିଗାରେଟ୍‌ ପିଇବାକୁ ମନା କରିବାରୁ ଆକ୍ରମଣ, ୨ ଗିରଫ

ବ୍ରହ୍ମପୁର ଅଫିସ,୪ା୯: ସେଲୁନ ଭିତରେ ସିଗାରେଟ ପିଇବାକୁ ମନା କରିବାରୁ ସେଠାରେ କାମ କରୁଥିବା କର୍ମଚାରୀ ଚନ୍ଦନ ବେହେରାଙ୍କୁ ସୋମବାର ଆକ୍ରମଣ କରାଯାଇଥିଲା। ଉକ୍ତ ଘଟଣାରେ...

ପୋତି ହୋଇପଡ଼ିଛି ଡ୍ରେନ: ପୌରନିର୍ବାହୀ ଅଧିକାରୀଙ୍କୁ ଭେଟିଲେ ମହିଳା

ବାସୁଦେବପୁର, ୧୦।୭ (ଡି.ଏନ.ଏ.): ବାସୁଦେବପୁର ପୌରପାଳିକାର ବିଭିନ୍ନ ଡ୍ରେନ ପୋତି ହୋଇପଡ଼ିଛି। ବର୍ଷାଦିନ ପୂର୍ବରୁ ଏହି ଡ୍ରେନଗୁଡ଼ିକ ସଫା କରାଯାଇ ନ ଥିବାରୁ ଚଳିତବର୍ଷ ସହରାଞ୍ଚଳବାସୀ...

ସରକାରୀ ପୋରଛାହନ୍‌ର ଅଭାବ୍‌:ଦୁରଦିନ୍‌ରେ ମୁରଦୁଁଗ୍‌ କାରିଗର

ଗୁଡଭେଲିପଦର, ୧୯।୫ (ଡି.ଏନ.ଏ): ଭାରତୀୟ ସଂସ୍କୃତି ଆର ପରମ୍ପରାରେ ଅନେକ ପରକାର ବାଦ୍ୟର ପରଚଲନ ଅଛେ। ପୂଜାପାଠ୍‌ନୁ ମୂଲ କରି ବିହାବରପନ, ଉଛବ୍‌, ପରବ୍‌, ଜାନୀଯାତରାରେ...

ଚୋରି ବାଇକ ଉଦ୍ଧାର, ଦୁଇ କୋର୍ଟ ଚାଲାଣ

ବଡ଼ବିଲ,୨୬ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଷ୍ଟେଶନରୋଡ୍‌ରୁ ଗତ ସୋମବାର ଚୋରି ହୋଇଥିବା ବାଇକକୁ ପୋଲିସ ଉଦ୍ଧାର କରି ଘଟଣାରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ...

ଭଡ଼ା ଟଙ୍କା ଆଦାୟରେ ଅନିୟମିତତା: ଭିଜିଲାନ୍ସ ଏସ୍‌ପିଙ୍କ ନିକଟରେ ଅଭିଯୋଗ

ପୁରୀ ଅଫିସ,୧୪ା୯ : ପୁରୀ ଗୋପବନ୍ଧୁ ଆର୍ୟୁବେଦ କଲେଜ ଓ ଚିକିତ୍ସାଳୟ ପରିସରରେ ରହିଥିବା କନ୍‌ଫ୍ରେନ୍ସ ହଲର ଭଡ଼ା ଆଦାୟରେ ଲକ୍ଷାଧିକ ଟଙ୍କା ହେରଫେର ହୋଇଥିବା...

ଟ୍ରେନ୍‌ରେ ଯାତ୍ରୀ ଛାଡିଥିବା ବ୍ୟାଗ ଦେଲା ଆରପିଏଫ୍‌

ଛତ୍ରପୁର,୨ା୯(ଡି.ଏନ.ଏ)- ଟ୍ରେନ୍‌ରେ ଜଣେ ଯାତ୍ରୀ ଛାଡି ଯାଇଥିବା ବ୍ୟାଗକୁ ଛତ୍ରପୁର ଆର୍‌ପିଏଫ୍‌ ଆଉଟପୋଷ୍ଟ ପକ୍ଷରୁ ତାଙ୍କୁ ହସ୍ତାନ୍ତର କରାଯାଇଛି ା ସୋମବାର ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲା...

ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା

ଉଲୁଣ୍ଡା, ୨୭ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ସଦର ଥନାପତି ପଡାରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୨ପରିବାରର ୫ ବଖରା ଘର ପୋଡି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *