ପ୍ରଫୁଲ୍ଲ ମଲ୍ଲିକ ୮୫୩୪ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୬ତମ ରାଉଣ୍ଡ ଫଳାଫଳ ପଦାକୁ ଆସିଛି। ୩୭,୮୭୦ ଖଣ୍ଡ ଭୋଟ ସହ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଆଗୁଆ ରହିଛନ୍ତି। ଭାଜପାର ଶତ୍ରୁଘ୍ନ ଜେନା ୨୯,୩୩୬ ଭୋଟ ସହ ଦ୍ୱିତୀୟ ଏବଂ କଂଗ୍ରେସ ପ୍ରାର୍ଥୀ ଭବାନୀ ଶଙ୍କର ମହାପାତ୍ର ୩୪୮୫ ଖଣ୍ଡ ଭୋଟ ସହ ତୃତୀୟ ସ୍ଥାନରେ ଅଛନ୍ତି। ପ୍ରଫୁଲ୍ଲ ଭାଜପା ପ୍ରାର୍ଥୀଙ୍କ ଠାରୁ ୮,୫୩୪ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି।


All Right Reserved By

ଏନ୍‌ଜେନ ମନମୁଖି କାର୍ଯ୍ୟକୁ ନେଇ ତେଜୁଛି ଅସନ୍ତୋଷ: ଉପଭୋକ୍ତାଙ୍କ ଉପରେ ବଢ଼ୁଛି ବିଦ୍ୟୁତ୍‌ ବୋଝ

ତାଳଚେର, ୨୬ା୬ – କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ମୃତ୍ୟୁ ଓ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିକୁ ନେଇ ତାଳଚେର ବିଦ୍ୟୁତ୍‌ ସେବାରେ ସୃଷ୍ଟି ହୋଇଛି...

ଚା’ ଦୋକାନୀଙ୍କ ଝିଅ ଜିଲା ଟପ୍ପର

ବନ୍ତଳା, ୨୪ା୬ (ଡି.ଏନ.ଏ.) ପାଠ ପଢାରେ ଅର୍ଥାଭାବ ବାଧକ ସାଜିଥିଲେ ବି ପରିଶ୍ରମ ଦ୍ୱାରା ଏହାକୁ ଦୂରେଇ ସଫଳତା ପାଇପାରିଛନ୍ତି ଚା’ ଦୋକାନୀଙ୍କ ଝିଅ ମଧୁସ୍ମିତା ବେହେରା।...

ମାଡ଼ ଭୟରେ ସ୍କୁଲ ଛାଡ଼ି ଦେଇଥିଲେ

(ଉପେନ୍ଦ୍ର ରାଉତ) ବଅଁରପାଳ,୨୭ା୫: ଜନ୍ମରୁ ଭିନ୍ନକ୍ଷମ। ମାଡ଼ ଭୟରେ ସ୍କୁଲ ଛାଡ଼ିଥିବାରୁ ଶିକ୍ଷାଗତ ଯୋଗ୍ୟତା ମଧ୍ୟ ବେଶୀ ନାହିଁ। ହେଲେ ଜୀବନ ସଂଗ୍ରାମରେ ସେ ହାରି ଯାଇନାହାନ୍ତି।...

ବାଲିପଟା ଗ୍ରାମବାସୀଙ୍କ ଶପଥ: ନିଯୁକ୍ତି, ଥଇଥାନ ନ ହେଲେ ଛଡାଯିବନି ଜମି

କଣିହାଁ, ୧୯।୮(ଡି.ଏନ.ଏ.) କଣିହାଁ ବ୍ଲକ କାକୁଡିଆ ପଞ୍ଚାୟତ ବାଲିପଟ୍ଟା ଗ୍ରାମର ୨ ସାହିରେ କୋଇଲା ଖଣି ପ୍ରକଳ୍ପ ପାଇଁ ଏନ୍‌ଟିପିସି ପକ୍ଷରୁ ଜମି ଅଧିଗ୍ରହଣ ନିମନ୍ତେ ବିଜ୍ଞପ୍ତି...

ଆଠମଲ୍ଲିକରେ ରମେଶ ସାଏ ୧୪୫୫୧ ଭୋଟରେ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୧୫ ରାଉଣ୍ଡ ଶେଷସୁଦ୍ଧା ୧୪୫୫୧ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର...

ପ୍ରି-ଲିଟିଗେଶନ୍‌ ଡେସ୍କ ଉଦ୍‌ଘାଟିତ: ମାମଲା ହ୍ରାସ ସହ କମିବ ଅଭିଯୋଗକାରୀଙ୍କ ଖର୍ଚ୍ଚ

ଅନୁଗୋଳ ଅଫିସ, ୧।୬: ଅନୁଗୋଳ ଜିଲା ଆଇନ ସେବା ପ୍ରାଧିକରଣ କାର୍ଯ୍ୟାଳୟରେ ପ୍ରାକ୍‌ ବିବାଦ ସମାଧାନ କେନ୍ଦ୍ର ବା ପ୍ରି-ଲିଟିଗେଶନ୍‌ ଡେସ୍କ ଶୁକ୍ରବାର ପୂର୍ବାହ୍ନରେ ଉଦ୍‌ଘାଟିତ...

ମଦ ଭାଟି ମ୍ୟାନେଜରଙ୍କଠାରୁ ୫ ଲକ୍ଷ ଲୁଟ୍‌ ଘଟଣା : ଡକାୟତି ଗ୍ୟାଙ୍ଗର ୪ ଗିରଫ, ୩ ଫେରାର

ବଅଁରପାଳ, ୭।୭ (ଡି.ଏନ୍‌.ଏ) – ହିନ୍ଦୋଳ ମଦଭାଟି ମ୍ୟାନେଜର ସୌରଭ ଯାଦବଙ୍କଠାରୁ ୫ଲକ୍ଷ ଟଙ୍କା ଲୁଟ୍‌ ଘଟଣାରେ ସମ୍ପୃକ୍ତ ଡକାୟତି ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡ୍‌ଙ୍କ ସମେତ...

ଅନୁଗୋଳରେ ରଜନୀକାନ୍ତ ୧୫୪୨ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୧୨ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରଜନୀକାନ୍ତ ସିଂ ୧୫୪୨ ଭୋଟରେ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *