ରାଜଧାନୀରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍‌: ଆଜି ଚିହ୍ନଟ ହେଲେ ୯୮୮, ଜାଣନ୍ତୁ କେଉଁଠୁ କେତେ…

ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜଧାନୀରେ ତଳମୁହାଁ କରୋନା। ଦୀର୍ଘଦିନ ପରେ ହଜାରରୁ କମ୍‌ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଭୁବାନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୯୮୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୬୬ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୮୨୨ ଲୋକାଲ କେସ୍‌ ରହିଛି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମଣ ୫୯,୧୬୩କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୪୭,୪୩୫ଜଣ ସୁସ୍ଥ ହୋଇଥିବା ବେଳେ ୨୮୯ଜଣଙ୍କ ମୃତ୍ୟୁ ଘଟିଛି। ଏବେ ୧୧୪୧୮ ଆକ୍ଟିଭ୍‌ କେସ୍‌ ରହିଛି। ଏନେଇ ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri