ବିଭୂତି ପ୍ରଧାନ ୧୪୨୪ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୨୦ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୪୬,୭୨୩ ଭୋଟ ପାଇଛନ୍ତି। ତାଙ୍କ ପଛକୁ ବିଜେଡିର ଡା. ନୃସିଂହ ଚରଣ ସାହୁ ୪୫,୨୯୯ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ଅଛନ୍ତି। କଂଗ୍ରେସର ଯଶସ୍ବିନୀ ରାଉତ ୪୩୫୩ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି। ନୃସିଂହଙ୍କଠାରୁ ବିଭୂତି ୧୪୨୪ ଖଣ୍ଡ ଭୋଟରେ ଆଗରେ ଅଛନ୍ତି।


All Right Reserved By Dharitri.Com

ଛେଣ୍ଡିପଦା ଥାନାରେ ନୂତନ ଅଧିକାରୀଙ୍କ ଯୋଗଦାନ

ଛେଣ୍ଡିପଦା,୨୭।୬(ଡି.ଏନ୍‌.ଏ.)- ଅନୁଗୋଳ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଛେଣ୍ଡିପଦା ଥାନାର ନୂତନ ଅଧିକାରୀ ଭାବେ ଇନସ୍ପେକ୍ଟର ସତ୍ୟବ୍ରତ ରାଉତ ଗୁରୁବାର ଯୋଗଦାନ କରିବା ସହ କାର୍ଯ୍ୟଭାର...

ରାଜନଗରରେ ବିଜେଡିର ବାଜିମାତ, ଧ୍ରୁବ ବିଜୟୀ

ରାଜନଗର, ୨୩।୫(ଡି.ଏନ୍‌.ଏ.)- ରାଜନଗର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ଧ୍ରୁବ ଚରଣ ସାହୁ କଂଗ୍ରେସର ଅଂଶୁମାନ ମହାନ୍ତିଙ୍କୁ ହରାଇ ବିଜୟୀ ହୋଇଛନ୍ତି। ଧ୍ରୁବ ପ୍ରାୟ ୧୬,୭୨୫...

ମହେଶ ସାହୁ ୨୦୨୬୩ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ଆସନରେ ୧୬ତମ ରାଉଣ୍ଡ ଭୋଟ ଗଣତି ଫଳାଫଳ ପ୍ରକାଶ ପାଇଛି। ୭ ଲକ୍ଷ ୫୮ ହଜାର ୧୯୨ଟି ଭୋଟ...

ଅଳସୁଆ ହାଟ କାନ୍ଥ ଭୁଶୁଡ଼ିବା ଘଟଣା : ଗୁରୁତର କିଣାଙ୍କ ଅବସ୍ଥା ବିଗୁଡୁଛି

ଢେଙ୍କାନାଳ ଅଫିସ, ୨୭।୬ – ଅଳସୁଆ ହାଟ ନିକଟରେ ପରିତ୍ୟକ୍ତ ରାଇସ୍‌ ମିଲ୍‌ କାନ୍ଥ ଭୁଶୁଡ଼ିବା ଘଟଣାକୁ ଇତିମଧ୍ୟରେ ବିତିଛି ୧୭ ଦିନ। ପ୍ରଚଣ୍ଡ ଖରାରୁ...

ଆହତ ହାତୀର ଚିକିତ୍ସା କରୁନି ବନବିଭାଗ

ବନ୍ତଳା, ୧୫ା୬(ଡି.ଏନ.ଏ.)ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପମ୍ପାସର ରେଞ୍ଜ ଲବଙ୍ଗୀ ବିଟ ଜୋକୁବୁ ନାଳ ନିକଟରେ ଏକ ଅଣ୍ଡିରା ହାତୀ ଆହତ ଅବସ୍ଥାରେ ବୁଲୁଛି। ଏହାର...

ବିଭୂତି ପ୍ରଧାନ ୮୨ ଖଣ୍ଡ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ବିଜେଡି-ଭାଜପା ମଧ୍ୟରେ କଡ଼ା ମୁକାବିଲା ଜାରି ରହିଛି। ୩୩ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ମାତ୍ର ୮୨...

ବ୍ୟାଙ୍କ ଲୁଟ୍‌ ଉଦ୍ୟମ ବିଫଳ : ସାଇରନ ବାଜିବାରୁ ଛାଡ଼ି ପଳାଇଲେ ଲୁଟେରା

ଢେଙ୍କାନାଳ ଅଫିସ, ୨୪ା୬: ଢେଙ୍କାନାଳ ଗ୍ରାମ୍ୟ ବ୍ୟାଙ୍କ ମୁଖ୍ୟ ଶାଖାରୁ ରବିବାର ବିଳମ୍ବିତ ରାତିରେ ଲୁଟ୍‌ ଉଦ୍ୟମବେଳେ ସାଇରନ୍‌ ବାଜିବାରୁ ଲୁଟେରାମାନେ ଛାଡ଼ି ପଳାଇଛନ୍ତି। ତାଲା...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ : ପ୍ରତିବାଦରେ ସିଡିପିଓଙ୍କ ଅଫିସ୍‌ ଘେରାଉ

ତାଳଚେର, ୧୩ା୬(ନି.ପ୍ର.) – ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରାଯାଇଥିବା ଅଭିଯୋଗ କରି ପ୍ରତିବାଦରେ ବୁଧବାର ତାଳଚେର ବ୍ଲକ ଅଙ୍ଗନଓ୍ବାଡି କର୍ମୀ ସଂଘ ପକ୍ଷରୁ...

Leave a comment

Your email address will not be published. Required fields are marked *