ବରଗଡ଼ରେ ଥମୁନି କରୋନା: ଆଜି ୯୯ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୪ରେ ପହଞ୍ଚିଲା

ବରଗଡ଼ ଅଫିସ,୧୨ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୋମବାର ଜିଲାରେ ପୁଣି ୯୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୋହେଲା ବ୍ଲକର ୧୦,
ଭେଡେନ ବ୍ଲକର ୮, ବରଗଡ଼ ପୌରାଞ୍ଚଳରେ ୧୧, ବରଗଡ଼ ବ୍ଲକର ୯, ଅତାବିରା ବ୍ଲକର ୭, ଅତାବିରା ଏନ୍‌ଏସିର ୧୧, ବରପାଲି ବ୍ଲକର ୪, ପଦ୍ମପୁର ବ୍ଲକର ୧୦, ପଦ୍ମପୁର ଏନ୍‌ଏସିର ୭, ଭଟଲି ବ୍ଲକର ୬, ପାଇକମାଳ ବ୍ଲକର ୨, ଅମ୍ବାଭୋନା ୩, ବିଜେପୁର ବ୍ଲକର ୨, ଗାଇସିଲେଟ ବ୍ଲକର ୮, ଝାରବନ୍ଧ ବ୍ଲକର ଜଣେ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ, ଜିଲାରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୪ ଜଣକର ମୃତ୍ୟୁ ଘଟିଥିବା ବେଳେ ୬୭୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ଅନ୍ୟ ୭୮୪ ଜଣ ଚକିତ୍ସିତ ହେଉଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri