ବରଗଡ଼ରେ ଥମୁନି କରୋନା: ଆଜି ୯୯ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୪ରେ ପହଞ୍ଚିଲା

ବରଗଡ଼ ଅଫିସ,୧୨ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୋମବାର ଜିଲାରେ ପୁଣି ୯୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୋହେଲା ବ୍ଲକର ୧୦,
ଭେଡେନ ବ୍ଲକର ୮, ବରଗଡ଼ ପୌରାଞ୍ଚଳରେ ୧୧, ବରଗଡ଼ ବ୍ଲକର ୯, ଅତାବିରା ବ୍ଲକର ୭, ଅତାବିରା ଏନ୍‌ଏସିର ୧୧, ବରପାଲି ବ୍ଲକର ୪, ପଦ୍ମପୁର ବ୍ଲକର ୧୦, ପଦ୍ମପୁର ଏନ୍‌ଏସିର ୭, ଭଟଲି ବ୍ଲକର ୬, ପାଇକମାଳ ବ୍ଲକର ୨, ଅମ୍ବାଭୋନା ୩, ବିଜେପୁର ବ୍ଲକର ୨, ଗାଇସିଲେଟ ବ୍ଲକର ୮, ଝାରବନ୍ଧ ବ୍ଲକର ଜଣେ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ, ଜିଲାରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୪ ଜଣକର ମୃତ୍ୟୁ ଘଟିଥିବା ବେଳେ ୬୭୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ଅନ୍ୟ ୭୮୪ ଜଣ ଚକିତ୍ସିତ ହେଉଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

ଇଟାର ଜବାବ ଦେବୁ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ପତ୍ନୀ ଗୌରୀଙ୍କୁ ଏଭଳି ଉପହାର ଦେଲେ ଆମିର, ଯାହାକୁ ୧୩୧ ଜଣ କାରିଗର ମିଶି ୨୫୬ ଘଣ୍ଟାରେ କରିଛନ୍ତି ପ୍ରସ୍ତୁତ

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ଏବଂ ଗୌରୀ ସ୍ପ୍ରାଟ୍‌ ପରସ୍ପର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ନିକଟରେ ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ପରିବାର ଏବଂ କିଛି…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri