Posted inଜାତୀୟ

୯୯ ପ୍ରତିଶତ ଜଗଦୀଶ ଶେଟ୍ଟାରଙ୍କୁ ମିଳିବ ଟିକେଟ୍‌: ୟେଦୁରପ୍ପା

ବେଙ୍ଗାଲୁରୁ,୧୨।୪: ଆସନ୍ତା ମେ’୧୦ କର୍ନାଟକ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ମଙ୍ଗଳବାର ଭାଜପା ୧୮୯ ଜଣିଆ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥର ୫୨ଜଣ ନୂଆ ମୁହଁଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ଏଥିରେ ୮ ଜଣ ମହିଳାଙ୍କୁ ସୁଯୋଗ ଦିଆଯାଇଛି। ଇତି ମଧ୍ୟରେ ଭାଜପାରେ ଚାଲିଥିବା ରାଜନୌତିକ ସଙ୍କଟ ମଧ୍ୟରେ ଦଳର ବରିଷ୍ଠ ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ ୟେଦୁରପ୍ପା ବୁଧବାର କହିଛନ୍ତି ଯେ, ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ଶେଟ୍ଟାରଙ୍କୁ ୯୯ ପ୍ରତିଶତ ନିଶ୍ଚିତ ନିର୍ବାଚନ ଟିକେଟ୍‌ ମିଳିବ।

ମଙ୍ଗଳବାର ଭାଜପା ଜାରି କରିଥିବା ପ୍ରଥମ ପ୍ରାର୍ଥୀ ତାଲିକାରେ ଜଗଦୀଶ ଶେଟ୍ଟାରଙ୍କ ନାଁ ନାହିଁ। ଏହାକୁ ନେଇ ଶେଟ୍ଟାର ଦଳକୁ ଚ୍ୟାଲେଞ୍ଜ ଦେଇଛନ୍ତି। ହୁବ୍ବାଲ୍ଲି ଆସନରୁ ୬ ଥର ଜିତିଥିବା ଶେଟ୍ଟାର ୨୦୧୮ ନିର୍ବାଚନରେ କଂଗ୍ରେସର ମହେଶ ନଲଓ୍ବାଡ୍‌ଙ୍କୁ ୨୧,୦୦୦ରୁ ଊର୍ଦ୍ଧ୍ୱ ଭୋଟରେ ହରାଇଥିଲେ। ମୋ କ୍ୟାରିୟରରେ କେଣସି ଦାଗ ନାହିଁ। ମୋ ବିରୋଧରେ କେଣସି ଅଭିଯୋଗ ମଧ୍ୟ ନାହିଁ। ତଥାପି ମୋତେ ଟିକେଟ କାହିଁକି ମିଳିଲାନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri