କୋରାପୁଟ ଜିଲାରେ କରୋନାର ସମାନ୍ତରାଳ ଗତି : ଆଉ ୯୯ ପଜିଟିଭ୍‌

କୋରାପୁଟ,୧୮।୯(ସ୍ବ.ପ୍ର.): କୋରାପୁଟ ଜିଲାରେ ଗତ କିଛି ଦିନ ହେଲା କରୋନାର ସମାନ୍ତରାଳ ଗତି ଦେଖିବାକୁ ମିଳିଛି । ଜିଲାରେ ବର୍ତ୍ତମାନ ୯୦ରୁ ୧୦୦ ମଧ୍ୟରେ ଦୈନିକ କରୋନା  ଆକ୍ରାନ୍ତ ଚିହ୍ନଟ ହେଉଥିବା ଜିଲା ପ୍ରଶାସନର ରିପୋର୍ଟରୁ ଜଣାପଡିଛି । ଶୁକ୍ରବାର ଜିଲାରେ ଆଉ ୯୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୨୦୪ କୁ ବୃଦ୍ଧିପାଇଛି । ଚିହ୍ନଟ ୯୯ ଜଣଙ୍କ ମଧ୍ୟରେ କ୍ୱାରାଣ୍ଟାଇନ ସେଣ୍ଟରରୁ ୭ ,ପୁର୍ବରୁ ପଜିଟିଭଙ୍କ ସଂସ୍ପର୍ଶରେ ଆସି ୩୯ ଓ ୫୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?