ପ୍ରଫୁଲ୍ଲ ମଲ୍ଲିକ ୯୫୭୫ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୮ତମ ରାଉଣ୍ଡ ଫଳାଫଳ ପଦାକୁ ଆସିଛି। ୪୩,୩୪୦ ଖଣ୍ଡ ଭୋଟ ସହ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଆଗୁଆ ରହିଛନ୍ତି। ଭାଜପାର ଶତ୍ରୁଘ୍ନ ଜେନା ୩୩,୭୬୫ ଭୋଟ ସହ ଦ୍ୱିତୀୟ ଏବଂ କଂଗ୍ରେସ ପ୍ରାର୍ଥୀ ଭବାନୀ ଶଙ୍କର ମହାପାତ୍ର ୩୮୧୩ ଖଣ୍ଡ ଭୋଟ ସହ ତୃତୀୟ ସ୍ଥାନରେ ଅଛନ୍ତି। ପ୍ରଫୁଲ୍ଲ ଭାଜପା ପ୍ରାର୍ଥୀଙ୍କ ଠାରୁ ୯୫୭୫ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି।


All Right Reserved By Dharitri.Com

ଯୌତୁକ ଦାବିରେ ମହିଳାଙ୍କୁ ହତ୍ୟା ଅଭିଯୋଗ

ତାଳଚେର, ୩ା୬(ନି.ପ୍ର.) ତାଳଚେର ବ୍ଲକ ବିକ୍ରମପୁର ଥାନା ଅନ୍ତର୍ଗତ ଭଞ୍ଜ କଲୋନୀରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏହା ଯୌତୁକଜନିତ ହତ୍ୟା ବୋଲି ପରିବାର ପକ୍ଷରୁ ଥାନାରେ...

ସ୍ତ୍ରୀଙ୍କୁ ନେଇଗଲେ ବାପଘର ଲୋକେ: ସ୍ବାମୀ ଥାନାର ଦ୍ୱାରସ୍ଥ

ଅନୁଗୋଳ ଅଫିସ, ୧୩।୭ – ଅନୁଗୋଳ ଜିଲା କଲିୟରୀ ଥାନା ଅଞ୍ଚଳର ରବି ବିଶ୍ୱାଳଙ୍କ ସ୍ତ୍ରୀଙ୍କୁ ବାପଘର ଲୋକେ ଜବରଦସ୍ତ ନେଇଯାଇଥିବା ରବି ଥାନାରେ ଅଭିଯୋଗ...

୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ବଢ଼ାଇଛି ସମସ୍ୟା: ପାଉଁଶଗୁଣ୍ଡରେ ଅଣନିଃଶ୍ୱାସୀ

ପରଜଙ୍ଗ, ୨୯।୪(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ବ୍ୟବହୃତ ପାଉଁଶଗୁଣ୍ଡ ଚିନ୍ତା ବଢ଼ାଇଛି। ରାସ୍ତା ନିର୍ମାଣକାରୀ ସଂସ୍ଥା ଆଇନକୁ...

କୋଚିଂ ସେଣ୍ଟରରେ ଅଗ୍ନିଶମ ଅଧିକାରୀ

ଅନୁଗୋଳ ଅଫିସ, ୧୩।୬- ଅନୁଗୋଳ ସହରର ବିଭିନ୍ନ କୋଚିଂ ସେଣ୍ଟରଗୁଡ଼ିକରେ ବୁଧବାର ଅଗ୍ନିଶମ ଅଧିକାରୀମାନେ ସଦଳବଳ ପହଞ୍ଚତ୍ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ଅନୁଗୋଳର...

ଭାଗବତ ଟୁଙ୍ଗି ନିର୍ମାଣ କଲେ ମହିଳା

ବନ୍ତଳା, ୯।୭ (ଡି.ଏନ୍‌.ଏ.)ଅନୁଗୋଳ ବ୍ଲକ ବଡ଼କେରା ପଞ୍ଚାୟତ ପାଞ୍ଜିଆସାହି ଗ୍ରାମବାସୀଙ୍କ ଦୀର୍ଘ ବର୍ଷର ସ୍ବପ୍ନ ସାକାର ହୋଇଛି। ଗ୍ରାମ୍ୟ ମହିଳା ପରିଚାଳନା କମିଟି ସଦସ୍ୟାମାନେ ଗ୍ରାମରେ...

୪ର୍ଥ ରାଉଣ୍ଡ ଶେଷ: ହିନ୍ଦୋଳରେ ବିଜେଡି ଆଗୁଆ

ହିନ୍ଦୋଳ, ୧୩।୫(ଡି.ଏନ୍‌.ଏ.)-ହିନ୍ଦୋଳ ବିଧାନସଭା ଆସନରେ ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡିର ସୀମାରାଣୀ ନାୟକ ଆଗୁଆ ଅଛନ୍ତି। ତାଙ୍କୁ ୮୮୨୩ ଭୋଟ ମିଳିଛି। ସେହିପରି ଭାଜପାର ଅଶୋକ...

ଏମ୍‌ସିଏଲ୍‌ ସିଏମ୍‌ଡିଙ୍କ ସୂଚନା: ୫ ବର୍ଷରେ ହେବ ୩ଶହ ମିଲିୟନ ଟନ୍‌ ଉତ୍ପାଦନ

ତାଳଚେର,୧୬ା୬(ନି.ପ୍ର.)- ଆଗାମୀ ୫ ବର୍ଷରେ ଏମ୍‌ସିଏଲ୍‌ ୩ଶହ ମିଲିୟନ ଟନ୍‌ କୋଇଲା ଉତ୍ପାଦନ କରିବ ବୋଲି ସିଏମ୍‌ଡି ଭୋଳାନାଥ ଶୁକ୍ଳା ପ୍ରକାଶ କରିଛନ୍ତି। ଡେରା ସିଏମ୍‌ଡି...

ବିଭୂତି ପ୍ରଧାନ ୧୮୬୮ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୧୨ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୨୭,୩୨୮ଭୋଟ ପାଇଛନ୍ତି। ତାଙ୍କ ପଛକୁ...

Leave a comment

Your email address will not be published. Required fields are marked *