ଅବକାରୀ ଚଢାଉ, ୪ ଗିରଫ

ବଇଣ୍ଡା,୫।୧୦(ଡି.ଏନ.ଏ.): ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ଶନିବାର ଠାକୁରଗଡ଼ ଥାନା ତଲେଇପଥର ଓ ଖମାର ଗ୍ରାମରେ ଚଢାଉ କରାଯାଇ ୭୮ ଲିଟର ଚୋରା ଦେଶୀ ମହୁଲି ମଦ ଜବତ କରାଯାଇଛି। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ତଲେଇପଥର ଗ୍ରାମର ପ୍ରମୋଦ ଭୋଇ, ମୁରଲି ଭୋଇ, ଚୈତନ୍ୟ ସାହୁ, ଖମାର ଗ୍ରାମର ନିର୍ମଳ ବେହେରା। ସେମାନେ ଚୋରାରେ ମଦ ବିକ୍ରି କରୁଥିବା ଖବରପାଇ ଆଠମଲ୍ଲିକ ଅବକାରୀ ବିଭାଗର ସୁମତି ତ୍ରିପାଠୀ, ସବ୍‌ଇନ୍ସପେକ୍ଟର ପ୍ରଫୁଲ୍ଲ କୁମାର ପତି, ଏଏସଆଇ ରମାକାନ୍ତ ଚାନ୍ଦ, ହରିହର ପରିଡ଼ାଙ୍କ ସମେତ କର୍ମଚାରୀ ଚଢାଉ କରିଥିଲେ।


All Right Reserved By Dharitri.Com

ଲଘୁଚାପ ବର୍ଷାରେ ବେହାଲ ବ୍ରହ୍ମପୁର: ରାସ୍ତାରେ ଲହଡ଼ି ମାରୁଛି ବର୍ଷାଜଳ, ଘରେ ପଶିଲା ନର୍ଦ୍ଦମା ପାଣି

ବ୍ରହ୍ମପୁର ଅଫିସ, ୫।୯-ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ବୁଧବାର ବିଳମ୍ବିତ ରାତିରୁ ବର୍ଷା ଲାଗି ରହିଛି। ଭୋରରୁ...

ଅନ୍ତର୍ଜାତୀୟ ପର୍ଯ୍ୟାୟ ସାରଣୀ ବର୍ଷ ପାଳନ

ବଲାଙ୍ଗୀର ଅଫିସ, ୨୦।୮: ବଲାଙ୍ଗୀର ନବଜୀବନ ବିଦ୍ୟାପୀଠ ପରିସରରେ ବଲାଙ୍ଗୀର ବିଜ୍ଞାନ ସାହିତ୍ୟ ପରିଷଦ ପକ୍ଷରୁ ନବଜୀବନ ବିଦ୍ୟାପୀଠ ଓ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ...

ମା’ଙ୍କ ଅନ୍ତିମ ସଂସ୍କାର ପାଇଁ ପୁଞ୍ଜିଲାଲଙ୍କ ଜାମିନ ଆବେଦନ

ବଲାଙ୍ଗୀର ଅଫିସ, ୧୧।୧- ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ମା’ ଇନ୍ଦୁମତୀ ମେହେର(୭୨)ଙ୍କ ଶୁକ୍ରବାର ରାତିରେ ବଲାଙ୍ଗୀର ଭୀମଭୋଇ...

ହାତୀ ଆକ୍ରମଣରେ ବୃଦ୍ଧ ମୃତ, ମହିଳା ଗୁରୁତର

ଦେବଗଡ଼,୧୧।୧୧(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ଅଞ୍ଚଳରେ ହାତୀ ଆକ୍ରମଣରେ ସୋମବାର ସକାଳେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ହେଲେ...

ସରିଲା ରାଜ୍ୟସ୍ତରୀୟ ଯୁବ ମହୋତ୍ସବ

ଭଦ୍ରକ ଅଫିସ, ୨୨।୧୨- ଭଦ୍ରକ ନେହେରୁ ଷ୍ଟାଡିୟମରେ ଚାଲିଥିବା ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସଭାରେ ୧୮ଟି ବିଭାଗରେ ୩ଟି ଲେଖାଏ...

ଛାତ୍ରଙ୍କ ଅଜାଣତରେ କଲେଜ କର୍ତ୍ତୃପକ୍ଷ ବ୍ୟାଙ୍କରୁ ଋଣ ଉଠାଇବା ଘଟଣା: ତଦନ୍ତ ପାଇଁ ସ୍ବତନ୍ତ୍ର ଟିମ୍‌ ଗଠନ କଲେ ଜିଲାପାଳ

ବାରିପଦା ଅଫିସ,୨୫ା୯- ମୟୂରଭଞ୍ଜ ଜିଲା ଚିତ୍ରଡା ସ୍ଥିତ ଏକ ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରମାନଙ୍କ ଅଜାଣତରେ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ବ୍ୟାଙ୍କରୁ ଋଣ ଉଠାଇ ଆଣିବା ଘଟଣା...

ଶିକ୍ଷକ କର୍ମଶାଳା ଉଦ୍‌ଯାପିତ

ସବ୍‌ଡ଼େଗା, ୨୬।୪ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ସବ୍‌ଡେଗା ବ୍ଲକ ଅନ୍ତର୍ଗତ ସମସ୍ତ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଏବଂ ଜଣେ ଲେଖାଏଁ ସହକାରୀ...

ମା’ କନକଦୂର୍ଗାଙ୍କ ସିଂହବାହିନୀ ବେଶ ଅନୁଷ୍ଠିତ

କାକଟପୁର, ୫।୧୦(ଡି.ଏନ୍‌.ଏ.): ପୁରୀ ଜିଲା ତୁଳସୀପୁର ବ୍ରାହ୍ମଣ ଶାସନସ୍ଥିତ ମା’ କନକଦୂର୍ଗାଙ୍କର ଶାରଦୀୟ ପାର୍ବଣ ପୂଜା ପାରମ୍ପରିକ ପ୍ରଥାନୁସାରେ ଚାଲିଥିବା ବେଳେ ଶନିବାର ମହାଷ୍ଠମୀ ତିଥି...

Leave a comment

Your email address will not be published. Required fields are marked *