ଅନୁଗୋଳରେ ପ୍ରତାପ ପ୍ରଧାନ ୮୩୬ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୬ଷ୍ଠ ରାଉଣ୍ଡ ଶେଷ ସୁଦ୍ଧା ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୮୩୬ ଭୋଟରେ ଆଗରେ ରହିଛନ୍ତି। ବିଜେଡିର ରଜନୀକାନ୍ତ ସିଂ ୧୪୦୧୨ ଓ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୧୪୮୪୮ଭୋଟ ପାଇଛନ୍ତି। କଂଗ୍ରେସର ବିଳ୍ପବ ଜେନା ୬୬୪୬ ଖଣ୍ଡ ଭୋଟ ପାଇଛନ୍ତି।


All Right Reserved By Dharitri.Com

ଭଞ୍ଜନଗରରେ ମତଦାନ ଆରମ୍ଭ

ଭଞ୍ଜନଗର,୧୮।୪(ଡି.ଏନ.ଏ): ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏହି ମତଦାନ ଚାଲିବ। ଭୋଟରମାନେ ବହୁ...

ଢେଙ୍କାନାଳ ବିଧାନସଭା: ସୁଧୀର ସାମଲ ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ବିଧାନସଭା ଆସନରେ ଶାନ୍ତିଶୃଙ୍ଖଳାର ସହ ଭୋଟଗଣତି ପ୍ରକ୍ରିୟା ଜାରିରହିଛି। ଏଠାରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବିଜେଡିର ସୁଧୀର କୁମାର ସାମଲ ୭୧୦୬ ଭୋଟ...

ଢେଙ୍କାନାଳରେ ଭାଜପାର ବିଜୟ ସଂକଳ୍ପ ଶୋଭାଯାତ୍ରା: ବିଜେଡି, କଂଗ୍ରେସକୁ ଟାର୍ଗେଟ କଲେ ଅମିତ ଶାହ

ଢେଙ୍କାନାଳ ଅଫିସ, ୧୭।୪-ଢେଙ୍କାନାଳ ଜିଲା ମହିଷାପାଟ ପଡ଼ିଆରେ ବୁଧବାର ଭାଜପାର ବିଜୟ ସଂକଳ୍ପ ସମାବେଶ ଅନୁଷ୍ଠିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଯୋଗଦେଇ ବିଜେଡି...

ତାଳଚେରରେ ବ୍ରଜକିଶୋର ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୧ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ଆଗୁଆ ଅଛନ୍ତି। ସେ ୨୫୪୪ ଖଣ୍ଡ ଭୋଟ ପାଇଛନ୍ତି।...

ପ୍ରଫୁଲ୍ଲ ମଲ୍ଲିକ ୮୨୩୫ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨୩ତମ ରାଉଣ୍ଡ ଫଳାଫଳ ପଦାକୁ ଆସିଛି। ୫୪,୫୨୫ ଖଣ୍ଡ ଭୋଟ ସହ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ...

୫ମ ରାଉଣ୍ଡ ସୁଦ୍ଧା ମୁକେଶ ପାଲ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୫ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୧୩୯୭ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଭାଜପାର ଅଶୋକ...

ଦିଲ୍ଲୀରେ ସରକାର ଗଢିବ ଭାଜପା: ମନୋଜ ତିଓ୍ବାରୀ

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଚାଲିଥିବା ବେଳେ ଏବେ ଏହାର ଫଳାଫଳକୁ ନେଇ ଅଙ୍କକଷା ଆରମ୍ଭ ହୋଇଗଲାଣି। ଦିଲ୍ଲୀର ଭାରତୀୟ ଜନତା ପାର୍ଟି(ଭାଜପା) ମୁଖ୍ୟ ମନୋଜ...

ଆଳିରେ ପ୍ରତାପ ଦେବ ଆଗରେ

ଆଳି, ୨୩।୫ (ଡି.ଏନ୍‌.ଏ.)- ଆଳି ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ପ୍ରତାପ ଦେବ କଂଗ୍ରେସ ପ୍ରାର୍ଥୀ ଦେବେନ୍ଦ୍ର ଶର୍ମାଙ୍କଠାରୁ ୫,୯୭୬ ବ୍ୟବଧାନରେ ଆଗରେ ଅଛନ୍ତି। ପ୍ରତାପ...

Leave a comment

Your email address will not be published. Required fields are marked *