ବିଦ୍ୟୁତ ଆଘାତରେ ଜଣଙ୍କ ଜୀବନ ଗଲା

ସମ୍ବଲପୁର, ୬।୧୦(ବ୍ୟୁରୋ)- ସମ୍ବଲପୁର ଜିଲା ଯୁଯୁମୁରା ଥାନା ଧଦୁଲୁମୁଣ୍ଡା ଗ୍ରାମର ପଦ୍ମନାଭ ବିଶ୍ୱାଳଙ୍କ ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଛି । ଜିଲା ସଦର ଡାକ୍ତରଖାନାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ସୂଚନାଯୋଗ୍ୟ,ପଦ୍ମନାଭ ରବିବାର ସକାଳୁ ନିଜ ଘରର ଟୁଲୁପମ୍ପ ଚଲାଇବା ପାଇଁ ଯାଇଥିଲେ। ସେ ସମୟରେ ଭାରସାମ୍ୟ ହରାଇ ଛିଣ୍ଡି ଯାଇଥିବା ବିଦ୍ୟୁତ ତାର ଉପରେ ପଡିଯାଇଥିଲେ। ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ନେଇଥିଲେ।


All Right Reserved By Dharitri.Com

‘ବ୍ରହ୍ମୋସ୍‌’ର ଦୁଇଥର ସଫଳ ବ୍ୟାବହାରିକ ପରୀକ୍ଷଣ: ଶତ୍ରୁପକ୍ଷର ଯେକୌଣସି କ୍ଷେପଣାସ୍ତ୍ରକୁ ଧ୍ୱଂସ କରିଦେବାର ରଖିଛି କ୍ଷମତା

ବାଲେଶ୍ୱର ଅଫିସ, ୧୭।୧୨-ବାଲେଶ୍ୱର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ ଟେଷ୍ଟ ରେଞ୍ଜ(ଆଇଟିଆର) ପକ୍ଷରୁ ମଙ୍ଗଳବାର ସୁପରସୋନିକ୍‌ କ୍ରୁଜ୍‌ ମିଶାଇଲ୍‌ ‘ବ୍ରହ୍ମୋସ’ର ଦୁଇଥର ବ୍ୟାବହାରିକ ପରୀକ୍ଷଣ କରାଯାଇଛି। ପୂର୍ବାହ୍ନ ୮ଟା...

ସରକାରୀ ଜମି ଜବରଦଖଲ: ଉଚ୍ଛେଦ ଲାଗି ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଭବାନୀପାଟଣା,୨୫।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅର୍ତ୍ତଳ ପଞ୍ଚାୟତ କାନ୍ଦୁଲଝର ଗାଁର କିଛି ପ୍ରଭାବଶାଳୀ ବ୍ୟକ୍ତି ପ୍ରାୟ ୫ ଏକର ସରକାରୀ ଜମିକୁ ଜବରଦଖଲ...

୧୧ ପ୍ରବାସୀଙ୍କୁ ଛତିଶଗଡ଼ ପଠାଇଲେ ସ୍ବେଚ୍ଛାସେବୀ: ଆଉ କେବେ ବାହାରକୁ କାମ ପାଇଁ ଆସିବୁ ନାହିଁ କହିଲେ ଶ୍ରମିକ

ଭଟଲି,୯ା୫(ଡି.ଏନ୍‌.ଏ.): ଦେଶରେ ମହାମାରୀ କରୋନା ଭୂତାଣୁ ଦ୍ରୁତଗତିରେ ମାଡ଼ିଚାଲିଛି। ଏଥିଲାଗି ଚାରିଆଡ଼େ ଲକ୍‌ଡାଉନ୍‌ ଜାରି କରାଯାଇଛି। ଫଳରେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ଓଡ଼ିଆ ଶ୍ରମିକଙ୍କୁ...

ସାଧାରଣତନ୍ତ୍ର ଦିବସ ଆଜି: ବାରିପଦା ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବାରିପଦା ଅଫିସ,୨୬।୧-ମୟୂରଭଞ୍ଜ ଜିଲା ସଦରମହକୁମା ବାରିପଦାରେ ରବିବାର ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ରିଜର୍ଭ ପୋଲିସ ପରେଡ୍‌ ପଡ଼ିଆରେ ପାଳନ କରାଯିବ। ରାଜ୍ୟ ସରକାରଙ୍କ ସୂଚନା ଓ...

ବାଲୁକା କଳାରେ ପ୍ଲାଷ୍ଟିକ ବର୍ଜନର ବାର୍ତ୍ତା

ପୁରୀ ଅଫିସ, ୨୫ା୧୨: ପ୍ଲାଷ୍ଟିକ ପ୍ରଦୂଷଣକୁ ନେଇ ସାରା ବିଶ୍ୱବାସୀ ଚିନ୍ତିତ। ପ୍ଲାଷ୍ଟିକ କେବଳ ପରିବେଶକୁ ପ୍ରଦୂଷଣ କରୁଛି ତା’ ନୁହେଁ ମଣିଷ, ପଶୁପକ୍ଷୀ ସମସ୍ତଙ୍କ...

ଓଜନରେ କମିଲା ପିଡ଼ିଏସ୍‌ ଚାଉଳ: ତଦନ୍ତ କଲେ ଯୋଗାଣ ଅଧିକାରୀ

ଚିତ୍ରଡା,୧୩ା୪(ଡ଼ି.ଏନ୍‌.ଏ.): କରୋନା ଯୋଗୁ ଲକ ଡାଉନ ଚାଲି ଥିବାରୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଖାଦ୍ୟ ସୁରକ୍ଷା ଯୋଜନାରେ ରାଶନକାର୍ଡଧାରୀ ପରିବାରର ସଦସ୍ୟଙ୍କ ମୁଣ୍ଡ...

କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମଙ୍ଗଳବାର ଭଞ୍ଜନଗର ବନ୍ଦ ଡାକରା

ଭଞ୍ଜନଗର,୧୮।୫(ଡି.ଏନ.ଏ)-ଭଞ୍ଜନଗର ଓଏସ୍‌ଆରଟିସି ଜୋନରୁ ସମସ୍ତ ବସ୍‌ ଅନ୍ୟ ଜୋନକୁ ସ୍ଥାନାନ୍ତର ପାଇଁ ପ୍ରଶାସନ କଡା ଆଭିମୁଖ୍ୟ ଆପଣାଇଛି। ବସ୍‌ ସ୍ଥାନାନ୍ତର ସମୟରେ ବିବାଦ ଉପୁଜିବା ଆଶଙ୍କାରେ...

ତ୍ରିପାକ୍ଷିକ ଆଲୋଚନା ପରେ ସଫେଇ କର୍ମଚାରୀଙ୍କ ଧର୍ମଘଟ ପ୍ରତ୍ୟାହୃତ

ବାଲେଶ୍ୱର ଅଫିସ, ୩୦।୭-ବାଲେଶ୍ୱର ପୌର ଠିକା ସଫେଇ କର୍ମଚାରୀମାନଙ୍କର ଗତ ୨୫ତାରିଖଠାରୁ ଚାଲିଥିବା ଧର୍ମଘଟ ପ୍ରତ୍ୟାହୃତ ହୋଇଛି। ମଙ୍ଗଳବାର ସହରରେ ସଫେଇ କାର୍ଯ୍ୟ ସ୍ବାଭାବିକ ଚାଲିଥିବା...

Leave a comment

Your email address will not be published. Required fields are marked *