ଉଚ୍ଚରକ୍ତଚାପରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ…

ପରିବର୍ତ୍ତିତ ଜୀବନ ଶୈଳୀରେ ବିଭିନ୍ନ କାରଣରୁ କେତେକଙ୍କ କ୍ଷେତ୍ରରେ ରକ୍ତଚାପ ଦେଖାଯାଇଥାଏ। ଆୟୁର୍ବେଦରେ ରକ୍ତଚାପରୁ ଦୂରେଇ ରହିବା ପାଇଁ ଅନେକ ସହଜ ଘରୋଇ ଉପଚାର ସମ୍ପର୍କରେ ଉଲ୍ଲେଖ ରହିଛି। ରକ୍ତଚାପ ରୋଗୀଙ୍କ ପାଇଁ ପଣସ ବେଶ୍‌ ଉପକାରୀ ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ଲୌହସାର ରହିଥାଏ। କଞ୍ଚା ପଣସକୁ ସିଝାଇ ଏହାର ପାଣି ପିଇଲେ ଏହା ରକ୍ତ ସଞ୍ଚାଳନକୁ ସ୍ବାଭାବିକ କରେ। ଫଳରେ ଧମନୀରେ ରକ୍ତ ଚାପ ନିୟନ୍ତ୍ରିତ ହୋଇପାରିଥାଏ। ସେହିପରି ପଣସ ଭାଜି ଅବା ତରକାରି କରି ଖାଇଲେ ମଧ୍ୟ ସୁଫଳ ମିଳିଥାଏ।


All Right Reserved By

ବିରୋଧୀ ଏକତାକୁ ଝଟକା

ନୂଆଦିଲ୍ଲୀ,୨୪-୫- :ଭାଜପାକୁ କ୍ଷମତାଠାରୁ ଦୂରେଇ ରଖିବା ଲାଗି ବିରୋଧୀ ଦଳଗୁଡିକ ପକ୍ଷରୁ ଶେଷ ପର୍ଯ୍ୟନ୍ତ ଉଦ୍ୟମ ଜାରି ରହିଥିଲା। ନିର୍ବାଚନ ପୂର୍ବରୁ ବିଭିନ୍ନ ମଞ୍ଚରେ କଂଗ୍ରେସ ସମେତ...

ଆନ୍ଧ୍ରରେ ଓ୍ବାଇଏସ୍‌ଆରସିପି ସରକାର: ୩୦ରେ ଶପଥ ନେବେ ଜଗନମୋହନ

ଅମରାବତୀ,୨୩ା୫: ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନରେ ଓ୍ବାଇଏସ୍‌ଆର୍‌ ଜଗନମୋହନ ରେଡ୍ଡୀଙ୍କ ଦଳ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟି ନିରଙ୍କୁଶ ସଂଖ୍ୟାଗରିଷ୍ଠତା ସହ ସରକାର ଗଢ଼ିବାକୁ ଯାଉଛି। ଜଗନମୋହନ ଆସନ୍ତା...

ବିହାରରେ ମହିଳା ଅସୁରକ୍ଷିତ: ରାବ୍ରି

ପାଟନା,୧୬।୯: ଆର୍‌ଜେଡି ନେତ୍ରୀ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀ କହିଛନ୍ତି ବିହାରରେ ଏବେ ମହିଳା ଅସୁରକ୍ଷିତ। କାରଣ ନୀତୀଶ ସରକାରଙ୍କ ଶାସନରେ ଏବେ...

ଉମା ଭାରତୀଙ୍କୁ ଭେଟି ଭାବୁକ ହେଲେ ସାଧ୍ୱୀପ୍ରଜ୍ଞା

ଭୋପାଳ,୨୯।୪: ଲୋକ ସଭା ନିର୍ବାଚନକୁ ନେଇ ମଧ୍ୟ ପ୍ରଦେଶର ଭୋପାଳ ଆସନରେ ଏକ ରୋମାଞ୍ଚକର ଲଢେଇ ଦେଖିବାକୁ ମିଳିଛି। ଏଠାରେ ଭାଜପା ଟିକେଟରୁ ସାଧ୍ୱୀ ପ୍ରଜ୍ଞା...

ମୋଦି ପୁଣି ଦେଲେ ଝଟ୍‌କା: ଲୋକ ସଭା ବାଚସ୍ପତି ହେବେ ଓମ୍‌ ବିର୍ଲା

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ଝଟ୍‌କା ଦେଇଛନ୍ତି। ଲୋକ ସଭା ବାଚସ୍ପତି ପଦ ପାଇଁ ବହୁ ଚର୍ଚ୍ଚା ଲାଗି ରହିଥିଲା। ତେବେ ରାଜସ୍ଥାନ କୋଟା...

ବିହାରରେ ଜାପାନୀ ଜ୍ୱର ଆତଙ୍କ: ଗଲାଣି ୩୧ ଶିଶୁଙ୍କ ଜୀବନ

ପାଟନା, ୧୨।୬: ବିହାରରେ ଏବେ ଜାପାନୀ ଜ୍ବର ବା ଏନ୍ସେଫାଲାଇଟିସ ଜ୍ବର ଆତଙ୍କ ସୃଷ୍ଟି କରିଛି। ଏଥିରେ ଆକ୍ରାନ୍ତ ହୋଇ ୩୧ ଶିଶୁ ପ୍ରାଣ ହରାଇଲେଣି।...

କମଲନାଥଙ୍କୁ ମାୟାବତୀଙ୍କ ସମର୍ଥନ ପ୍ରତ୍ୟାହାର ଧମକ

ଭୋପାଳ,୧ା୫: ମଧ୍ୟପ୍ରଦେଶର କମଲନାଥ ସରକାରଙ୍କୁ ବିଏସ୍‌ପି ସୁପ୍ରିମୋ ମାୟାବତୀ ସମର୍ଥନ ପ୍ରତ୍ୟାହାର ଧମକ ଦେଇଛନ୍ତି। ଗୁନା ଆସନରୁ ଏସ୍‌ପି-ବିଏସ୍‌ପି ପ୍ରାର୍ଥୀ ହୋଇଥିବା ଲୋକେନ୍ଦ୍ର ସିଂ ରାଜପୁତ...

୨୪୩ ଯାତ୍ରୀଙ୍କ ସହ ଜାହାଜ ନିଖୋଜ

ନୂଆଦିଲ୍ଲୀ,୨୨ା୬ : କେରଳର ଏର୍ନାକୁଲମ୍‌ ଜିଲାର ଏକ ବନ୍ଦରରୁ ଯାତ୍ରାରମ୍ଭ କରିଥିବା ଏକ ଯାତ୍ରୀବାହୀ ଜାହାଜ ନିଖୋଜ ହୋଇଯାଇଛି। ଏଥିରେ ୨୪୩ ଯାତ୍ରୀ ଥିଲେ। ପ୍ରଶାନ୍ତ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *