କବିସୂର୍ଯ୍ୟନଗରରେ ଲତିକା ଆଗୁଆ

ବେଗୁନିଆପଡ଼ା,୨୩।୫(ଡି.ଏନ୍‌.ଏ.)-ଦଶମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥନୀ ଲତିକା ପ୍ରଧାନ ୨୨,୫୬୯ ଭୋଟ ପାଇ ଆଗରେ ଥିବା ବେଳେ ଭାଜପା ପ୍ରାର୍ଥୀ ରଞ୍ଜନ ପଲାଇ ୧୨,୭୪୯ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ବିଜୟ କୁମାର ସାହେୁ ୧୮୪୪ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି। ଲତିକା ୯୮୨୦ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି।


All Right Reserved By

ସପ୍ତାହକ ମଧ୍ୟରେ ଓଭରବ୍ରିଜ ନିର୍ମାଣ ସମ୍ପୂର୍ଣ୍ଣ କର

ବ୍ରହ୍ମପୁର ଅଫିସ,୧୬ା୧୦-ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଛକରୁ ଆଙ୍କୁଲି ଶିଳ୍ପାଞ୍ଚଳ ପର୍ଯ୍ୟନ୍ତ ନିର୍ମାଣ କରାଯାଉଥିବା ରେଲୱେ ଓଭରବ୍ରିଜ ଅସମ୍ପୂର୍ଣ୍ଣ ରହିଛି। ଫଳରେ ପ୍ରତିଦିନ ହଜାର ହଜାର ଲୋକଙ୍କୁ...

ଉଚ୍ଛେଦକୁ ନେଇ ନୀଳଗିରି ବିଧାୟକ-ତହସିଲଦାର ମୁହାଁମୁହିଁ: ପ୍ରତିବାଦରେ ଅନଶନରେ ବସିଲେ ବିଧାୟକ

ସଜନାଗଡ଼, ୪।୧୦(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ବିଧାୟକ ସୁକାନ୍ତ ନାୟକ ଓ ତହସିଲଦାର ସୁଶ୍ରୀତା ଟୁଡ଼ୁଙ୍କ ମଧ୍ୟରେ ଶୁକ୍ରବାର ମୁହାଁମୁହିଁ ହୋଇଛି। ତହସିଲ କଚେରି ପରିସରରେ...

ଜାତିସଂଘ ମୁଖ୍ୟାଳୟରେ ପ୍ରଦର୍ଶିତ ହେଲା ‘ଦି ଲାଷ୍ଟ କଲର’

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମ ପ୍ରଯୋଜକ ଓ ପ୍ରମୋଟର ଜିତେନ୍ଦ୍ର ମିଶ୍ର ପୁଣିଥରେ ଓଡ଼ିଶାକୁ ବିଶ୍ୱସ୍ତରରେ ଗୌରବାନ୍ବିତ କରିଛନ୍ତି। ନିକଟରେ...

ହିଞ୍ଜିଳି ପୋଲିସ ଦ୍ୱାରା ଗଞ୍ଜେଇ ଚୋରାଚାଲାଣ ର଼୍ୟାକେଟ ଠାବ: ୨ବସ୍ତା ଗଞ୍ଜେଇ ଜବତ, ୩ ଗିରଫ

ହିଞ୍ଜିଳିକାଟୁ,୨୨ା୭(ଡି.ଏନ୍‌.ଏ): କନ୍ଧମାଳଠାରୁ ରାଜଧାନୀ ନୂଆଦିଲୀ ପର୍ଯ୍ୟନ୍ତ ଲମ୍ବିଥିବା ଏକ ଗଞ୍ଜେଇ ଚୋରା ଚାଲାଣ ର଼୍ୟାକେଟକୁ ରବିବାର ସନ୍ଧ୍ୟାରେ ହିଞ୍ଜିଳି ପୋଲିସ ଠାବ କରିବା ସହ ଗ୍ୟାଙ୍ଗର...

ବିଏମ୍‌ସିର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ: ବିକୃତ ହେଉଛି ରାଜଧାନୀ

ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ରୁ ଏବେ ଦୈନିକ ୬୦୦ ମେଟ୍ରିକ ଟନ୍‌ରୁ ଊର୍ଦ୍ଧ୍ୱ ଆବର୍ଜନା ବାହାରୁଛି। ବିଭିନ୍ନ ସ୍ଥାନରେ ଛୋଟବଡ଼ ଡଷ୍ଟବିନ୍‌ ରଖାଯାଇ ଆବର୍ଜନା ସଂଗ୍ରହ...

ସେଣ୍ଟ୍ରିଙ୍ଗ୍‌ ଖୋଲିବା ବେଳେ ଦୁର୍ଘଟଣା: ବିଦ୍ୟୁତ୍‌ ଆଘାତରେ ୨ ଘର ମାଲିକଙ୍କ ସମେତ ମିସ୍ତ୍ରି ମୃତ

ବ୍ରହ୍ମପୁର ଅଫିସ/କୁକୁଡ଼ାଖଣ୍ଡି,୨୨ା୭(ଡି.ଏନ.ଏ.)-ବ୍ରହ୍ମପୁର ଅଳକାପୁରୀ ୬ଷ୍ଠ ଲେନ୍‌ରେ ଏକ ନିର୍ମାଣାଧୀନ ଘର ଛାତ ସେଣ୍ଟ୍ରିଙ୍ଗ୍‌ ଖୋଲିବା ବେଳେ ରବିବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ୧୧ କେଭି...

ଡୁଙ୍ଗୁରୁଗୁଡା ଗ୍ରାମରେ ତିନି ଭାଇଙ୍କୁ ବାସନ୍ଦ ଘଟଣା: ବିଇଓଙ୍କ ସହ ଆଲୋଚନା କଲେ ବାସନ୍ଦ ପରିବାର

ପାତ୍ରପୁର,୧୭ା୯(ଡି.ଏନ୍‌.ଏ.)- ଜରଡ଼ା ଥାନା ପାତ୍ରପୁର ବ୍ଲକ ଡୁଙ୍ଗୁରୁଗୁଡା ଗ୍ରାମରେ ସାମାନ୍ୟ କଥାକୁ ନେଇ ୩ଭାଇଙ୍କୁ ଗ୍ରାମରୁ ବାସନ୍ଦ ଘଟଣା ଦିନକୁ ଦିନ ବଢିବାରେ ଲାଗିଛି। ମଙ୍ଗଳବାର...

ବଦଳିଲା ସମୟ: ଏଣିକି ୯ଟାରୁ ସାଢ଼େ ୪ଟା ଯାଏ ସ୍କୁଲରେ ରହିବେ ଶିକ୍ଷୟିତ୍ରୀ-ଶିକ୍ଷକ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ସ୍କୁଲ ସମୟରେ ପରିବର୍ତ୍ତନ କରାଯାଇଛି। ଏଥିସହ ବଦଳିଛି ଶିକ୍ଷକ ଏବଂ ଶିକ୍ଷୟିତ୍ରୀଙ୍କ କାର୍ଯ୍ୟ ସମୟ। ପୂର୍ବରୁ ୧୦ଟାରୁ ୪ଟା ଯାଏ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *