ସାପ କାମୁଡ଼ାରେ ଚାଷୀଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ, ୬।୧୦ (ଡି.ଏନ.ଏ.) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ରାମଚନ୍ଦ୍ରପୁର ପଞ୍ଚାୟତ ଖଡ଼ିସିଂହା ଗ୍ରାମର ଚାଷୀ ଉଦ୍ଧବ ଜେନା(୪୨) ସାପ କାମୁଡ଼ାରେ ପ୍ରାଣ ହରାଇଛନ୍ତି। ସେ ରବିବାର ଧାନକ୍ଷେତକୁ ସାର ପକାଇବାକୁ ଯାଇଥିବା ବେଳେ ବିଷଧର ସାପ କାମୁଡ଼ି ଦେଇଥିଲା। ପରିବାର ଲୋକ ତାଙ୍କୁ ଚିକିତ୍ସା ପାଇଁ ପ୍ରଥମେ ଯାଜପୁର ଡାକ୍ତରଖାନାକୁ ନେଇଥିଲେ। ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। କଟକରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।


All Right Reserved By Dharitri.Com

ଦୁର୍ନୀତିର ଚେର ବଡ଼ ଗହୀର

ପରଜଙ୍ଗ, ୭।୨(ଡି.ଏନ.ଏ.) – ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ଠାରୁ ଆରମ୍ଭ କରି ଗ୍ରାମୀଣ ଆବାସ ଯୋଜନା। ଭତ୍ତାଠୁ ଆରମ୍ଭ କରି ରାଶନକାର୍ଡ। ଯେଉଁ ଆଡ଼େ ଚାହିଁଲେ ପୁଳାପୁଳା ଦୁର୍ନୀତି। ବିଭିନ୍ନ...

ମନ୍ଥର ଗତିରେ ମେଡ଼ିକାଲ ଗୃହ ନିର୍ମାଣ

ସଜନାଗଡ଼, ୧୭।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଏକ ଆଦିବାସୀ ବହୁଳ ଅଞ୍ଚଳ। ଉକ୍ତ ଅଞ୍ଚଳର ସମସ୍ତ ଲୋକ ଏହି ଚିକିତ୍ସାଳୟ ଉପରେ ନିର୍ଭର କରନ୍ତି। ଉପଖଣ୍ଡ...

ହୁଗୁଳା ଉନ୍ନୟନ

ଜନମଙ୍ଗଳ ରାଷ୍ଟ୍ରରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଭଳି ଦିଗ ପ୍ରତି ବିଶେଷ ଧ୍ୟାନ ଦିଆଯାଇଥାଏ । ଏହାକୁ ହିଁ ଉନ୍ନୟନ ବୋଲି କୁହାଯାଏ । ଏଥିରେ...

ନାହାସୋଲ ଜଙ୍ଗଲରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ବାରିପଦା ଅଫିସ,୧୫।୬: ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ ସୁରେଇଡିହି ପଞ୍ଚାୟତ ନାହାସୋଲ ଜଙ୍ଗଲରୁ ଶନିବାର ସକାଳେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। ଶିଶୁର...

ବରଗଡ଼ ଜିଲାରେ କୁଆପଥର ବର୍ଷା: ପରିବା ଫସଲ ନଷ୍ଟ

ବରଗ ଅଫିସ,୭।୪- ବରଗଧ ଜିଲାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୫ଟାରୁ ସାଢେ ୫ଟା ମଧ୍ୟରେ ପ୍ରବଳ କୁଆପଥର ବୃଷ୍ଟି(କରାମାଡ) ହୋଇଛି। ଜିଲାର ଗ୍ରୀଣ୍ଡୋଲା,...

କୋଟପାଡ଼ରେ ବିଜେଡି ଆଗୁଆ

କୋଟପାଡ଼, ୨୩।୫(ଡି.ଏନ୍‌.ଏ.)- କୋଟପାଡ଼ ବିଧାନସଭା ଆସନରେ ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ପଦ୍ମିନୀ ଦିଓ୍ବାନ ୩୧୨୬ ଭୋଟ ପାଇଥିବାବେଳେ କଂଗ୍ରେସର...

୨୩ରୁ ଭିତରକନିକାରେ ପକ୍ଷୀଗଣନା ଆରମ୍ଭ

ରାଜନଗର,୧୬।୮(ଡି.ଏନ୍‌.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ସମାଗମ ହୋଇଥିବା ଦେଶୀୟ ପକ୍ଷୀଙ୍କ ଗଣନା ଆସନ୍ତା ୨୩ ତାରିଖରୁ ଆରମ୍ଭ ହେବ। ୭ ଦିନ ଧରି ଏହି...

ଘାତ ପ୍ରତିଘାତରେ ଝଲସିଛି ପ୍ରତିଭା

ବନ୍ତ, ୨୮।୫ (ଡି.ଏନ.ଏ.) – ପିଲାଟି ବେଳୁ ବହୁ ଘାତପ୍ରତିଘାତ ମଧ୍ୟରେ ସଂଗ୍ରାମ କରି ନିଜ ପ୍ରତିଭାର ବିକାଶ ପାଇଁ କାର୍ଯ୍ୟ କରିଆସୁଛନ୍ତି ଜଳଧର। ହାରମୋନିୟମ...

Coronavirus Update


selfi corner

Archives

Model This Week

Why Dharitri

Leave a comment

Your email address will not be published. Required fields are marked *