ଆଲୋକମାଳାରେ ଝଲସୁଛି ବଇଣ୍ଡା ପୂଜା ମଣ୍ଡପ

ବଇଣ୍ଡା,୬ା୧୦(ଡି.ଏନ.ଏ)-କିଶୋରନଗର ବ୍ଲକ ବଇଣ୍ଡା ହାଇସ୍କୁଲ ରୋଡ ଓ ଡେବେରାପାଲି ଗ୍ରାମରେ ଶନିବାରଠାରୁ ଦୁର୍ଗାପୂଜା ଆରମ୍ଭ ହୋଇଛି। ଏଥିପାଇଁ ଗାଁ ଦାଣ୍ଡ ଉତ୍ସବ ମୁଖର ହୋଇପଡ଼ିଛି। ଶୁକ୍ରବାର ଅପରାହ୍ନରେ ଚନ୍ଦନ ପୋଖରୀରୁ କଳସରେ ପାଣି ଆଣିବା ପରେ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା। ରଙ୍ଗବେରଙ୍ଗ ଆଲୋକମାଳାରେ ପୂଜା ମଣ୍ଡପ ଗୁଡ଼ିକ ଝଲସି ଉଠୁଛି। ସାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଉଛି। ଡେବେରାପାଲି ପୂଜା କମିଟି ସଭାପତି ହରମୋହନ ମହାପାତ୍ର, ସମ୍ପାଦକ ପ୍ରଶାନ୍ତ ମହାପାତ୍ର, ଦୁର୍ଗାଚରଣ ମିଶ୍ର, ସୁରେଶ ଚନ୍ଦ୍ର ମିଶ୍ର, କୈଳାସ ଚନ୍ଦ୍ର ମିଶ୍ର, ରାଜେନ୍ଦ୍ର ରାଉତ, ରମେଶ ଘିଓ୍ବାଲା, ସୁବାଷ ଶତପଥୀ, ବୀରକିଶୋର ଶତପଥୀ ପ୍ରମୁଖ ସହଯୋଗ କରିଥିଲେ।


All Right Reserved By

ଆଇନଗତ ଆଳରେ ଘୁଞ୍ଚି ଚାଲିଛି ନିର୍ବାଚନ

ଯାଜପୁର ଅଫିସ,୧୩ା୮: ପୌର ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥାକୁ ନେଇ ଲାଗି ରହିଥିବା ଆଇନଗତ ବିବାଦକୁ ଆଳ କରି ନିର୍ବାଚନର ଦିନ ଗଡ଼ି ଗଡ଼ି ଚାଲିଛି। ହେଲେ...

ମହିଳାଙ୍କ ମଦ ବିରୋଧୀ ସଚେତନତା ଶୋଭାଯାତ୍ରା

ବାହାନଗା,୧୨ା୯(ଡି.ଏନ.ଏ.)-ବାହାନଗା ବ୍ଲକ କୁଚିଆକୋଇଲି ଗ୍ରାମରେ ବୁଧବାର ଅପରାହ୍ନରେ ଚୋରା ମଦ କାରବାର ବିରୋଧରେ ମହିଳାମାନେ ଅଣ୍ଟା ଭିଡିଛନ୍ତି। ମହିଳାମାନେ ଏକ ସଚେତନତା ଶୋଭାଯାତ୍ରାରେ ବାହାରି ମଦ...

ଭଞ୍ଜନଗରରେ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭଞ୍ଜନଗର, ୧୭।୪(ଡି.ଏନ୍‌.ଏ.): ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ବୁଧବାର ପାଳିତ ହୋଇଯାଇଛି। ଏ ନେଇ ଗଞ୍ଜାମ ଜିଲା ବାଉଁଶଲୁଣ୍ଡି...

ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବେତନଟୀ,୧।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ କେଶିପୁର ଫାଣ୍ଡି ଅଞ୍ଚଳ ସରୁଶୋଳ ଗ୍ରାମ ନିକଟରୁ ରବିବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି।...

ସମୟ ପୂର୍ବରୁ ବନ୍ଦ ହେଉଛି ସ୍କୁଲ: ୬୦ ଶିକ୍ଷକଙ୍କୁ କୈଫିୟତ ତଲବ

ପଟ୍ଟାଙ୍ଗି,୧୮ା୭(ଡି.ଏନ୍‌.ଏ.): ଖରା ଛୁଟି ପରେ ଜୁନ୍‌ ୨୨ ତାରିଖ ରାଜ୍ୟର ସମସ୍ତ ସ୍କୁଲ ଖୋଲିଥିଲା। କିନ୍ତୁ ପାଠପଢ଼ାରେ କମ୍‌ ସମୟ ଦେଇ ଛୁଟି ହେବାର ନିର୍ଦ୍ଧାରିତ...

ଭୁଶୁଡ଼ିଲା ସ୍କୁଲ ସଭାକକ୍ଷ

କଣିହାଁ, ୮ା୯(ଡି.ଏନ.ଏ.) – ଲଗାଣ ବର୍ଷା ଯୋଗୁ ଅନୁଗୋଳ ଜିଲା କଣିହାଁ ବ୍ଲକର ସର୍ବପୁରାତନ ପବିତ୍ରମୋହନ ହାଇସ୍କୁଲର ସଭାକକ୍ଷ କୋଠା ଶୁକ୍ରବାର ବିଳମ୍ବିତ ରାତିରେ ଭୁଶୁଡି...

ସ୍କୁଟି ଡିକିରୁ ଲୁଟିନେଲେ ୪୦ହଜାର

ବଡ଼ସାହି,୧୯ା୯(ସ୍ବ.ପ୍ର): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ମାଣତ୍ରୀ ବଜାରରେ ଥିବା ବ୍ୟାଙ୍କ ସମ୍ମୁଖ ଏକ ସ୍କୁଟି ଡିକିରୁ ବୁଧବାର ଦୁବୃର୍ତ୍ତମାନେ ୪୦ହଜାର ଟଙ୍କା ଲୁଟି...

କଲଭର୍ଟ ଦବିଲା: କରଡ଼ା-ବାଲାପାଙ୍କା ଯାତାୟାତ ବନ୍ଦ

ରାଇକିଆ,୮ା୯(ଡ଼ି.ଏନ.ଏ)-କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା ଲଗାଣ ବର୍ଷା ଜାରି ରହିଛି । ଶନିବାର ବର୍ଷାରେ କରଡ଼ାରୁ ବାଲାପାଙ୍କାକୁ ସଂଯୋଗ କରୁଥିବା ରାସ୍ତାରେ ଏକ କଲଭର୍ଟ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *