Posted inଜାତୀୟ

ଆର୍‌ଜେଡି ଛାଡ଼ିଲେ ଫାତ୍‌ମି

ପାଟନା,୧୮ା୪(ପି.ଟି.): ବରିଷ୍ଠ ଆରଜେଡି ନେତା ମହମ୍ମଦ ଅଲି ଅଶ୍ରଫ୍‌ ଫାତ୍‌ମି ବୁଧବାର ଦଳର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ତେଜସ୍ବୀ ଯାଦବଙ୍କ ବ୍ୟବହାରକୁ ନେଇ ସେ ଅତିଷ୍ଠ ଥିଲେ । ଫାତ୍‌ମି ମଧୁବଣୀ ଲୋକ ସଭା ଆସନରୁ ପ୍ରାର୍ଥୀ ହେବାକୁ ଚାହୁଁଥିଲେ। ମହାମେଣ୍ଟ ଉକ୍ତ ଆସନରୁ ସହଯୋଗୀ ଦଳ ବିକାଶଶୀଳ ଇନ୍‌ଶାନ୍‌ ପାର୍ଟିରୁ ପ୍ରାର୍ଥୀ ଦେବା ଲାଗି ନିଷ୍ପତ୍ତି ନେବା ପରେ ସେ ଇସ୍ତଫା ଦେଇଛନ୍ତି।


All Right Reserved By

ବିଦ୍ରୋହୀଙ୍କୁ ମନାଇବାକୁ କସରତ

ବେଙ୍ଗାଲୁରୁ,୧୪ା୭(ପି.ଟି.): କର୍ନାଟକରେ ରାଜନୈତିକ ଅଚଳାବସ୍ଥା ଜାରି ରହିଥିବାବେଳେ ଇସ୍ତଫା ଦେଇଥିବା ବିଦ୍ରୋହୀ ବିଧାୟକମାନଙ୍କୁ ଦଳକୁ ଫେରାଇନେବା ଲାଗି କଂଗ୍ରେସ ପଛଦ୍ୱାର ବୁଝାମଣା ଚଳାଇଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ...

ଭୋଟର ପରିଚୟପତ୍ର ସହ ଆଧାର ଲିଙ୍କ୍‌ ପ୍ରସ୍ତାବ

ନୂଆଦିଲ୍ଲୀ,୧୭ା୮: ଆଧାର ନମ୍ବରକୁ ଭୋଟର ପରିଚୟପତ୍ର ସହ ତୁରନ୍ତ ସଂଯୋଗ କରିବା ଲାଗି ନିର୍ବାଚନ କମିଶନ (ଇସି) ଆଇନଗତ କ୍ଷମତା ଚାହୁଁଛନ୍ତି। ସେଥିପାଇଁ ବର୍ତ୍ତମାନର ଆଇନରେ ସଂଶୋଧନ...

ନୌସେନାର କ୍ଷେପଣାସ୍ତ୍ର ପରୀକ୍ଷା ସଫଳ

ନୂଆଦିଲ୍ଲୀ,୧୮ା୫: ଭାରତୀୟ ନୌସେନା ପକ୍ଷରୁ ଶୁକ୍ରବାର ଭୂପୃଷ୍ଠରୁ ଆକାଶ ମାର୍ଗକୁ ନିକ୍ଷେପ କରାଯାଇ ପାରୁଥିବା ମଧ୍ୟମ ଧରଣ କ୍ଷେପଣାସ୍ତ୍ର (ଏମ୍‌ଆର୍‌ଏସ୍‌ଏମ୍‌)ର ସଫଳ ପରୀକ୍ଷଣ କରାଯାଇଛି। ଏ...

ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନ ଅବଧି ବଢ଼ିଲା: ପ୍ରସ୍ତାବ ରାଜ୍ୟ ସଭାରେ ଗୃହୀତ

ନୂଆଦିଲ୍ଲୀ,୨ା୭(ପି.ଟି.): ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନ କାର୍ଯ୍ୟକାଳ ଆଉ ୬ ମାସ ବଢ଼ାଇବା ପ୍ରସ୍ତାବ ସୋମବାର ରାଜ୍ୟସଭାରେ ଗୃହୀତ ହୋଇଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ଉକ୍ତ...

ବିବାହ ନିମନ୍ତ୍ରଣ କାର୍ଡରେ ନିଶା ନିବାରଣ ପାଇଁ ସଚେତନତା ବାର୍ତ୍ତା

ଜୟପୁର,୨।୭: ନିଶା ନିବାରଣ ପାଇଁ ସରକାର ତଥା ବିଭିନ୍ନ ସଂଗଠନ ପକ୍ଷରୁ ଦେଶରେ ନାନା ଅଭିଯାନ ଜାରି ରହିଛି। ତେବେ ରାଜସ୍ଥାନର ଭିୟାଡ୍‌ ଗାଁ ଏହି...

ଭାଙ୍ଗିଲା ଚାରମିନାରର କିଛି ଅଂଶ

ହାଇଦ୍ରାବାଦ,୨।୫: ଆନ୍ଧ୍ର ପ୍ରଦେଶରେ ଥିବା ୪ଶହ ବର୍ଷ ପୁରୁଣା ଚାରମିନାରର କିଛି ଅଂଶ ଭାଙ୍ଗି ଯାଇଥିବା ଜଣାପଡିଛି। ବୁଧବାର ରାତିରେ ଏହାର ଏକ ଖମ୍ବର କିଛି...

ଅଟ୍ଟାଳିକାରେ ଲାଗିଲା ନିଆଁ: ୧୫-୨୦ ଜଣ ଲୋକ ଫଶିଥିବା ସନ୍ଦେହ

ଅହମଦାବାଦ୍‌, ୨୬।୭: ଗୁଜୁରାଟର ଅହମଦାବାଦରେ ଏକ ବିରାଟ ଅଟ୍ଟାଳିକାରେ ନିଆଁ ଲାଗିଯାଇଛି। ସେଠାରେ ୧୫ରୁ ଜଣଙ୍କ ଲୋକ ଫଶିଯାଇଥିବା ସନ୍ଦେହ କରାଯାଉଛି। ନିଆଁ ଲିଭାଇବା ପାଇଁ...

ସଡ଼କ ଦୁର୍ଘଟଣାରେ ଶିଶୁ କଳାକାର ମୃତ

ମୁମ୍ବାଇ: ‘ସଙ୍କଟମୋଚନ ହନୁମାନ’ ଓ ‘ସସୁରାଲ ସିମର କା’ ଭଳି ପ୍ରମୁଖ ସିରିୟଲରେ କାମ କରିଥିବା ଟେଲି ଶିଶୁ କଳାକାର ଶିବଲେଖ ସିଂହଙ୍କ ଏକ ସଡ଼କ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *