କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରଖେ ଏହି ପରିବା…

କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରହିବା ପାଇଁ ଆୟୁର୍ବେଦରେ ଅନେକ ଘରୋଇ ସହଜ ଉପାୟ ସମ୍ପର୍କରେ ବର୍ଣ୍ଣନା କରାଯାଇଛି। ନିୟମିତ କଲରା ଖାଇବା ଦ୍ୱାରା ଅନେକ ଉପକାର ମିଳିଥାଏ। ଏହା ଦ୍ୱାରା ବିଭିନ୍ନ କିଡ୍‌ନୀ ସମସ୍ୟା ଦୂର ହୁଏ । କଲରାରେ ମ୍ୟାଗ୍ନେସିୟମ ଓ ଫସଫରସ ରହିଥାଏ। ଏହା କିଡ୍‌ନୀ ଷ୍ଟୋନ ରୋଗୀଙ୍କ ପାଇଁ ଖୁବ ଭଲ। ପ୍ରତିଦିନ କଲରା ଭଜା ଅବା କଲରା ତରକାରି ଖାଇଲେ କିଡ୍‌ନୀ ଷ୍ଟୋନ୍‌ରୁ ମୁକ୍ତି ମିଳେ। ଏଥିରେ ଭିଟାମନ ବି-୬ ଓ ଭିଟାମିନ-ବି ରହିଥାଏ। ନିୟମିତ ଭାବେ ଏହାର ରସ ଖାଲି ପେଟରେ ସକାଳୁ ପିଇଲେ ଉପକାର ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।


All Right Reserved By Dharitri.Com

ଜିତିବା ପରେ ମଧ୍ୟ ସଂସଦରେ ଏକାଠି ବସିବେନି ହେମାମାଳିନୀ-ସନ୍ନି ଦେଓଲ

ନୂଆଦିଲ୍ଲୀ,୨୮।୫: ଭାଜପା ଟିକେଟରୁ ଏଥର ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି ବଲିଉଡ୍‌ ଅଭିନେତ୍ରୀ ହେମାମାଳିନୀ ଓ ଅଭିନେତା ସନ୍ନି ଦେଓଲ। ଏମାନେ ସମ୍ପର୍କରେ ମା’ପୁଅ। ହେଲେ...

ଅଗଷ୍ଟ ୧୩ରେ ଏନ୍‌ଏଲ୍‌ଏଫ୍‌ଟି ଉଗ୍ରବାଦୀ ସଂଗଠନର ୮୮ ସଦସ୍ୟ କରିବେ ଆତ୍ମ ସମର୍ପଣ

ନୂଆଦିଲ୍ଲୀ/ଅଗରତଲା,୧୧।୮: ଅଗଷ୍ଟ ୧୩ରେ ତ୍ରିପୁରାର ଏନ୍‌ଏଲ୍‌ଏଫ୍‌ଟି ଉଗ୍ରବାଦୀ ସଂଗଠନର ୮୮ ସଦସ୍ୟ ଆତ୍ମ ସମର୍ପଣ କରିବେ। ଏନେଇ କେନ୍ଦ୍ର ସରକାର ଏବଂ ଏନ୍‌ଏଲ୍‌ଏଫ୍‌ଟି ମଧ୍ୟରେ ଶାନ୍ତି...

ସୀମାରେ ବଢିଲା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୧୫।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଓ ୩୫-ଏ ହଟାଇ ଦିଆଯିବା ପରଠାରୁ ଯଦିଓ ସେଠାରେ ସେମତିି କିଛି ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇ ନାହିଁ ତଥାପି...

ମଦୁରାଇରେ ମଲ୍ଲୀ ଫୁଲର ଦାମ୍‌ ୩ହଜାର ଟଙ୍କା

ମଦୁରାଇ,୩।୧୨: ତାମିଲନାଡୁର ମଦୁରାଇରେ ଏବେ ମଲ୍ଲୀ ଫୁଲର କିଲୋ ପିଛା ଦାମ୍‌ ୩ ହଜାର ଟଙ୍କା ଛୁଇଁଛି। ଅଦିନିଆ ବର୍ଷା ଯୋଗୁ ମଲ୍ଲୀ ଫୁଲର ଦରବୃଦ୍ଧି...

ମହିଳା ସମେତ ୨ ଖଲିସ୍ତାନୀ ଆତଙ୍କବାଦୀ ଗିରଫ

ଚଣ୍ଡିଗଡ଼,୧୨।୧୧: ପଞ୍ଜାବ ପୋଲିସର ଅପରେଶନ୍‌ ସେଲ୍‌ ପକ୍ଷରୁ ୨ ଖଲିସ୍ତାନୀ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଆତଙ୍କବାଦୀଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ଉକ୍ତ...

ଚନ୍ଦ୍ରୟାନ-୨ରୁ ଅଲଗା ହେଲା ବିକ୍ରମ ଲ୍ୟାଣ୍ଡର

ବେଙ୍ଗାଲୁରୁ,୨।୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋର)ର ବୈଜ୍ଞାନିକ ସୋମବାର ଅର୍ଥାତ ସେପ୍ଟେମ୍ବର ୨ ଦିନ ପ୍ରାୟ ୧ଟା ୩୦ରେ ଚନ୍ଦ୍ରୟାନ-୨ର ଅର୍ବିଟରରୁ ବିକ୍ରମ ଲ୍ୟାଣ୍ଡରକୁ ଅଲଗା...

ଭାଜପା ଏମ୍‌ପିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ: ବୁଥ୍‌କୁ ଯିବା ଉପରେ ଲାଗିଲା କଟକଣା

ବୁଲନ୍ଦସହର,୧୮।୪: ଉତ୍ତରପ୍ରଦେଶରେ ୮ଟି ଆସନ ପାଇଁ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। ଏହି ନିର୍ବାଚନ ସମୟରେ କେତେକ ସ୍ଥାନରେ ନିର୍ବାଚନୀ...

ଆକାଶ ମାର୍ଗରୁ କର୍ନାଟକ ବନ୍ୟାସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୫।୮: କର୍ନାଟକ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ବିଏସ୍‌ ୟେଦୁରପ୍ପା ସୋମବାର ଆକାଶ ମାର୍ଗରୁ କର୍ନାଟକ ବନ୍ୟା ପରିସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟା ପରିସ୍ଥିତିକୁ...

Leave a comment

Your email address will not be published. Required fields are marked *