ମତ୍ସ୍ୟଜୀବୀଙ୍କ ଜାଲରେ ସାଙ୍କୁଚ

ମାଧପୁର, ୭।୧୦: ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କନ୍ଧପଡା ପଞ୍ଚାୟତ ବେଲଦୁଲା ଗ୍ରାମର ଜଣେ ମତ୍ସ୍ୟଜୀବୀ ରବିବାର ମହାନଦୀରୁ ବିରଳ ପ୍ରଜାତିର ସାଙ୍କୁଚ ମାଛ ଧରିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ସନ୍ଧ୍ୟା ୫ଟାରେ ମତ୍ସ୍ୟଜୀବୀ ପତି ଲୋଇ ନଦୀରୁ ମାଛ ଧରୁଥିବାବେଳେ ତାଙ୍କ ଜାଲରେ ସାଙ୍କୁଚ ପଡିଥିଲା। ସାଧାରଣତଃ ଏହା ସମୁଦ୍ରରେ ଦେଖାଯାଉଥିବାବେଳେ ମହାନଦୀରୁ ଧରା ପଡିବା ଖବର ଜଣାପଡିବା ପରେ ନଦୀକୂଳରେ ଲୋକଙ୍କ ଭିଡ଼ ଜମିଥିଲା। ଉକ୍ତ ମାଛର ଓଜନ ୨ କେଜିରୁ ଅଧିକ ହେବ ବୋଲି ମତ୍ସ୍ୟଜୀବୀ ପତି ଲୋଇ ସୂଚନା ଦେଇଛନ୍ତି।


All Right Reserved By Dharitri.Com

ଶିକ୍ଷା, ସ୍ବାସ୍ଥ୍ୟ ବିଭାଗର ଅବହେଳା: ପଡିରହିଛି ୭ ଲକ୍ଷର ସାନିଟାରି ନାପ୍‌କିନ

ଆଠମଲ୍ଲିକ, ୪ା୧୦ (ଡି.ଏନ.ଏ.)-ବିଦ୍ୟାଳୟ ଛାତ୍ରୀଙ୍କୁ ମାଗଣାରେ ସାନିଟାରି ନାପକିନ ଯୋଗାଇଦେବାର ବ୍ୟବସ୍ଥା କରାଯାଇଛି। ସମସ୍ତ ବିଦ୍ୟାଳୟରେ ଛାତ୍ରୀମାନେ ଯେପରି ଏହି ପ୍ୟାଡ ପାଇବେ ସେଥିପାଇଁ ସରକାରୀ...

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌: ଉଚ୍ଛେଦ ପ୍ରକ୍ରିୟା ଜାରି, ବାସେଳିସାହି ମୌଜାରେ ଭଙ୍ଗା ଯାଉଛି କୋଠା

ପୁରୀ ଅଫିସ,୧୯।୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ବୁଧବାର ଗଡ଼ନ୍ତି ଛକରେ ଥିବା ଦୁଇଟି ଲଜ୍‌ ଓ ଗୋଟିଏ ବ୍ୟକ୍ତିଗତ କୋଠା...

ବିସିସି ବ୍ୟାଙ୍କ କୃଷିଋଣ ପ୍ରଦାନ କରିଛି ୨୦୭.୧୭ କୋଟି

ବ୍ରହ୍ମପୁର ଅଫିସ,୨ା୮- ବ୍ରହ୍ମପୁର ସମବାୟ କେନ୍ଦ୍ର (ବିସିସି) ବ୍ୟାଙ୍କ ପକ୍ଷରୁ ଚଳିତ ବର୍ଷ ଖରିଫ ଧାନ ଚାଷ ନିମନ୍ତେ କୃଷିଋଣ ପ୍ରଦାନ ଜୁଲାଇ ୩୧ରେ ଶେଷ...

ସ୍ବର୍ଗଦ୍ୱାରରୁ ବିଜୁ ପଟ୍ଟନାୟକଙ୍କ ସମାଧି ହଟିବା ଘଟଣା: ଶ୍ରେୟ ପାଇଁ ପ୍ରତିଯୋଗିତା, ଦ୍ୱନ୍ଦ୍ୱରେ ଲୋକେ

ପୁରୀ ଅଫିସ, ୩।୧୧: ସ୍ବର୍ଗଦ୍ୱାରରୁ ହଟିବ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସମାଧି ସ୍ଥଳ। ସ୍ମାରକୀ ଭାବେ କେବଳ ସ୍ମୃତି ଫଳକ ହିଁ ରହିବ। ଶୁକ୍ରବାର...

ଜାତୀୟ ଏକଦା ଦିବସରେ ଗଣଦୌଡ଼

ସଜନାଗଡ଼,୩୧।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳିର ଭାଜପା ପକ୍ଷରୁ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୪୫ତମ ଜନ୍ମଦିବସ ପାଳିତ ହୋଇଯାଇଛି। ଏହି ଦିବସକୁ ଜାତୀୟ ଏକତା ଦିବସ...

ଗଞ୍ଜାମରେ ଚାଲିବ ଆଇଡିସିଏମ୍‌, ଏମ୍‌ଡିଡି ଅଭିଯାନ: ଲକ୍ଷ୍ୟ ‘ସୁସ୍ଥ ପରିବାର, ସୁସ୍ଥ ସମାଜ’

ବ୍ରହ୍ମପୁର ଅଫିସ୍‌,୨୬ା୬-ଝାଡ଼ାବାନ୍ତି, ମ୍ୟାଲେରିଆ କିମ୍ବା ଡେଙ୍ଗୁ ଯୋଗୁ କାହାର ଯେମିତି ମୃତ୍ୟୁ ନ ହୁଏ, ସେଦିଗରେ ତତ୍ପତ୍ର ହୋଇପଡ଼ିଛି ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ପ୍ରଶାସନ। ରୋଡ୍‌ମ୍ୟାପ୍‌...

ନୀଳାମ୍ବରପଲ୍ଲୀରେ ବିକାଶ ଅପହଞ୍ଚ

ପାତ୍ରପୁର ୧୮ା୧୧(ଡି.ଏନ୍‌.ଏ.)-ବ୍ରିଟିଶ ଅମଳର ଗାଁ, ହେଲେ ବିକାଶ ଅପହଞ୍ଚ। ଏଭଳି ଏକ ଗାଁ ରହିଛି ପାତ୍ରପୁର ବ୍ଲକ ଆମ୍ବପୁର ପଞ୍ଚାୟତରେ। ଜରଡ଼ା ରାଜାଙ୍କ ବଂଶଧରମାନେ ଦେଶ...

୨ ଲୋଧା ଶିଶୁଙ୍କ ଚିକିତ୍ସାରେ ଅର୍ଥ ବାଧକ

ଚିତ୍ରଡା,୧୭ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ହଳଦୀପାଳ ପଞ୍ଚାୟତ ଅନ୍ତର୍ଗତ ସମାଇଡ଼ିହି ଗ୍ରାମ ଲୋଧା ସମ୍ପ୍ରଦାୟର ରାଧି ନାୟକଙ୍କ ଦୁଇ ଶିଶୁ କନ୍ୟାଙ୍କ ଚିକିତ୍ସାରେ ଅର୍ଥ...

Leave a comment

Your email address will not be published. Required fields are marked *