Posted inଖେଳ

ଆଝାରୁଦ୍ଦିନଙ୍କ ପୁଅ-ସାନିଆଙ୍କ ଭଉଣୀ

ହାଇଦ୍ରାବାଦ,୭।୧୦: ଭାରତୀୟ ଷ୍ଟାର ମହିଳା ଟେନିସ ଖେଳାଳି ସାନିଆ ମିର୍ଜାଙ୍କ ଭଉଣୀ ଆନମ ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ ମହମ୍ମଦ ଆଝାରୁଦ୍ଦିନଙ୍କ ପୁଅ ଅସଦଙ୍କୁ ବିବାହ କରିବେ। ଏ ନେଇ ସ୍ପଟ କରିଛନ୍ତି ସାନିଆ। ଆନମ ବ୍ୟାଚଲର ପାର୍ଟି ମଧ୍ୟ ଦେଇସାରିଛନ୍ତି। ଏହି ବିବାହ ନେଇ ସମସ୍ତେ ଉତ୍ସୁକ ବୋଲି ସାନିଆ କହିଛନ୍ତି। ତାଙ୍କ ବିବାହ ଡିସେମ୍ବରରେ ହେବ। ଭଉଣୀ ଅମାନ ଓ ଅସାଦଙ୍କ ସହ ଏକ ଫଟୋକୁ ସୋସିଆଲ ମିଡିଆରେ ଶେୟାର କରି କ୍ୟାପଶନରେ ‘ଫ୍ୟାମିଲି’ ଲେଖିଥିଲେ ସାନିଆ।


All Right Reserved By Dharitri.Com

Posted inଖେଳ View All

ରାଜ୍ୟ ସ୍କୁଲ୍ସ ଓପନ୍‌ ଚେସ୍‌: ହର୍ଷିତଙ୍କୁ ଟାଇଟଲ୍‌

ଭୁବନେଶ୍ୱର, ୨୫।୧୧ (ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶା ସେକ୍ରେଟାରୀଏଟ ରିକ୍ରେସନ କ୍ଲବ ଆନୁକୂଲ୍ୟରେ ଅନୁଷ୍ଠିତ ରାଜ୍ୟ ସ୍କୁଲ୍ସ ଓପନ୍‌ ଚେସ୍‌ ଚାମ୍ପିୟନଶିପ୍‌ ରବିବାର ଉଦ୍‌ଯାପିତ ହୋଇଯାଇଛି। ୭...

ଓ୍ବେଟରଙ୍କୁ ଖୋଜୁଛନ୍ତି ସଚିନ

ଚେନ୍ନାଇ,୧୫।୧୨- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଚେନ୍ନାଇର ଏକ ହୋଟେଲର ଜଣେ ଓ୍ବେଟରଙ୍କୁ ଖୋଜୁଛନ୍ତି। ୨୪ ବର୍ଷର ଲମ୍ବା କ୍ୟାରିୟରରେ ଏଲବୋ ଗାର୍ଡ ବ୍ୟବହାର ଯୋଗୁ...

ଦେଶର ଡୋପ ଟେଷ୍ଟ ଲାବ୍‌ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୨୩।୮(ପି.ଟି.): ବିଶ୍ୱ ଆଣ୍ଟି ଡୋପିଂ ଏଜେନ୍ସି (ଓ୍ବାଡା) ଶୁକ୍ରବାର ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ)କୁ ଭର୍ତ୍ସନା କରି ଦେଶରେ ଥିବା ଏକମାତ୍ର ଓ୍ବାଡା ସ୍ବୀକୃତି ପ୍ରାପ୍ତ...

ଖାତା ଖୋଲିପାରିଲେ ନାହିଁ କୋହଲି; ଶତକ ମୁହାଁ ଅଗ୍ରଓ୍ବାଲ

ଇନ୍ଦୋର,୧୫ା୧- ସ୍ଥାନୀୟ ହୋଲ୍‌କାର ଷ୍ଟାଡିୟମରେ ଚାଲିଥିବା ବାଂଲାଦେଶ ବିପକ୍ଷ ପ୍ରଥମ ଟଷ୍ଟରେ ଭାରତୀୟ ଦଳ ପ୍ରଥମ ଇନିଂସ ଅଗ୍ରଣୀ ହାସଲ କରିଛି। ବାଂଲାଦେଶ ୧୫୦ ରନ୍‌...

ଅସାଧାରଣ ପାଣିପାଗ: ସନ୍ଦେହରେ ଭାରତ- ପାକିସ୍ତାନ ମ୍ୟାଚ୍‌

ମାଞ୍ଚେଷ୍ଟର,୧୫।୬: ଏଠାରେ ରବିବାର ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ବିଶ୍ୱକପ୍‌ ମ୍ୟାଚ୍‌ ଖେଳାଯିବ। ଏହି ହାଇଭୋଲଟେଜ ମ୍ୟାଚ୍‌ ଉପରେ ଅସାଧାରଣ ପାଣିପାଗ ଯୋଗୁ...

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ଗ୍ରୀଷ୍ମପ୍ରବାହ ଯୋଗୁ ଅତିରିକ୍ତ ବିରତି

ଭୁବନେଶ୍ୱର,୧୨।୬(ପିଟି): ଅତ୍ୟନ୍ତ ଗ୍ରୀଷ୍ମପ୍ରବାହ ଯୋଗୁ କଳିଙ୍ଗ ଷ୍ଟାଡିୟମ୍‌ରେ ଚାଲିଥିବା ଏଫ୍‌ଆଇଏଚ୍‌ ସିରିଜ୍‌ ଫାଇନାଲ୍ସରେ ଖେଳାଳିଙ୍କୁ ଅତିରିକ୍ତ ବିରତି ମିଳିଛି। ପ୍ରବଳ ଖରା ପାଇଁ ଆୟୋଜକ କମିଟି...

ଲୋକି ଫର୍ଗୁସନଙ୍କ ଚିନ୍ତା ବଢ଼ିଲା

ମେଲବୋର୍ନ,୧୪।୩- ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଦିନିକଆ ମ୍ୟାଚ୍‌ରେ ଖେଳିଥିବା ନ୍ୟୁଜିଲାଣ୍ଡ ପେସର ଲୋକି ଫର୍ଗୁସନଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ପ୍ରଥମ ମ୍ୟାଚ୍‌ ପରେ ତଣ୍ଟି ଦରଜ...

ଏସିଆ କପ୍‌ରୁ ଭାରତ ଓହରିଲେ, ଆମେ ୨୦୨୧ ଟି୨୦ ବିଶ୍ୱକପ୍‌ରେ ଖେଳିବୁ ନାହିଁ: ପିସିବି

ଲାହୋର,୨୫।୧- ଟି୨୦ ଫର୍ମାଟରେ ହେବାକୁ ଥିବା ଏସିଆ କପ୍‌ ଟୁର୍ନାମେଣ୍ଟ ଆୟୋଜନ ଅଧିକାର ପାକିସ୍ତାନ ଛାଡ଼ିଦେଇଥିବା ରିପୋର୍ଟକୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମୁଖ୍ୟ କାର୍ଯ୍ୟକାରୀ...

Leave a comment

Your email address will not be published. Required fields are marked *