ଉପରସୁମଠ ଜଙ୍ଗଲରେ ଅସୁସ୍ଥ ମାଈହାତୀର ମୃତ୍ୟୁ

କେନ୍ଦୁଝର,୭।୧୦(ଡି.ଏନ୍‌.ଏ.): କେନ୍ଦୁଝର ବନଖଣ୍ଡ ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜ ଅଧୀନ ଉପରସୁମଠ ଜଙ୍ଗଲରେ ଅସୁସ୍ଥ ଥିବା ମାଈହାତୀର ସୋମବାର ମୃତ୍ୟୁ ଘଟିଛି।
ପ୍ରକାଶ ଯେ, ୩୦ ବର୍ଷ ବୟସ୍କା ଉକ୍ତ ମାଈହାତୀ ୧୦ ଦିନ ହେବ ଅସୁସ୍ଥ ଥିଲା। ପ୍ରାଣୀ ଚିକିତ୍ସକ ବନ୍ଦିତା ମିଶ୍ରଙ୍କ ନେତୃତ୍ୱରେ ଶିମିଳିପାଳରୁ ଏକ ତିନିଜଣିଆ ଡାକ୍ତରୀ ଦଳ ଉକ୍ତ ହାତୀର ଚିକିତ୍ସା କରୁଥିଲେ।


All Right Reserved By Dharitri.Com

ବନ ବିଭାଗ ପକ୍ଷରୁ ଚଢ଼ାଉ: ବାର୍‌ହା ମାଂସ ଜବତ

ସୋର/ଔପଦା, ୧୩ା୧୨(ଡି.ଏନ.ଏ.): ସୋର ଥାନା ଅଧୀନ ଔପଦା ରେଞ୍ଜ ଖୁଣ୍ଟାପାଟଣା ବିଟ୍‌ ବାଘଆମ୍ପୁଡା ଜଙ୍ଗଲରେ ଶୁକ୍ରବାର ପୂର୍ବାହ୍ନରେ ବନବିଭାଗ ପକ୍ଷରୁ ପାଟ୍ରୋଲିଂ କରାଯାଉଥିବା ବେଳେ ବାର୍‌ହା...

ନିଶାସକ୍ତ ବାଇକ୍‌ ଚାଳକଙ୍କୁ କୋର୍ଟ ଚାଲାଣ

ପାଟପୁର,୯ା୧୨(ଡି.ଏନ.ଏ.)-ପାଟପୁର ପୋଲିସ ସୋମବାର ଅପରାହ୍ନରେ ଜଣେ ନିଶାସକ୍ତ ବାଇକ୍‌ ଚାଳକଙ୍କୁ ନନ ଏଫ୍‌ଆଇଆର୍‌ ମାମଲା ନଂ. ୧୨୧/୧୯ରେ କୋର୍ଟ ଚାଲାଣ କରିଛି। ସେ ହେଲେ ଶେରଗଡ଼...

ଜେରିଆଟିକ ୱାର୍ଡରେ ତାଲା: ବୟସ୍କ ରୋଗୀଙ୍କ ମଧ୍ୟରେ ଅସନ୍ତୋଷ

ଅନୁଗୋଳ ଅଫିସ, ୧୧।୧୦-ବୟସ୍କ ରୋଗୀ ବା ବରିଷ୍ଠ ନାଗରିକଙ୍କ ଚିକିତ୍ସା ପାଇଁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜେରିଆଟିକ ୱାର୍ଡ ଖୋଲାଯାଇଛି। କିନ୍ତୁ ଗତ ସପ୍ତାହେ...

ବାରାହା ଆକ୍ରମଣରେ ମହିଳା ମୃତ

ରାଜନଗର,୫।୧୨(ଡି.ଏନ.ଏ): କେନ୍ଦ୍ରାପଡା ଜିଲା ତନ୍ତିଆପାଳ ମେରାଇନ ଥାନା ଅନ୍ତର୍ଗତ ନରସିଂହପୁର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ବାରହା ଆକ୍ରମଣରେ ଉକ୍ତ ଗଁାର ଜଣେ ମହିଳାଙ୍କ...

ଛୁରାମାଡ଼ରେ ଯୁବକ ଗୁରୁତର: ପୋଲିସର ତଦନ୍ତ ଆରମ୍ଭ

ଭଦ୍ରକ ଅଫିସ,୬।୧୧: ଭଦ୍ରକରେ କାଳୀପୂଜା ପାଇଁ ଯାତ୍ରା ଚାଲିଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତିରେ ଚରମ୍ପାରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ସେ ହେଲେ ଚରମ୍ପାର...

ଭାସିଗଲା ଭୁଟୁଭୁଟି : ଉଦ୍ଧାର କଲା ଓଡ୍ରାଫ୍‌ ଟିମ୍‌

ଆରଡ଼ି,୧୨।୮(ଡି.ଏନ୍‌.ଏ.): ଭଦ୍ରକ ଜିଲାର ଶୈବପୀଠ ଆରଡ଼ି ନିକଟସ୍ଥ ମୁଆଁ ଘାଟରେ କାଉଡ଼ିଆମାନେ ଭର୍ତ୍ତି ହୋଇ ଏକ ଭୁଟୁଭୁଟିରେ ଯାଉଥିବା ବେଳେ ପ୍ରାୟ ଦେଢ କିମି ପର୍ଯ୍ୟନ୍ତ...

ଅଂଶୁଘାତରେ କନିଷ୍ଠ ଯନ୍ତ୍ରୀଙ୍କ ମୃତ୍ୟୁ ଅଭିଯୋଗ

ବେଗୁନିଆପଡା,୧୨।୬(ଡି.ଏନ୍‌.ଏ.)- କ୍ଷେତ୍ର ପରିଦର୍ଶନ କରି ଫେରୁଥିବାବେଳେ ବୁଧବାର ବେଗୁନିଆପଡା ବ୍ଲକ କନିଷ୍ଠ ଯନ୍ତ୍ରୀ ସୁଧୀର କୁମାର ହୋତାଙ୍କ ମୃତ୍ୟୁ ଘଟିଛି। ଅଂଶୁଘାତରେ ତାଙ୍କର ମୃତ୍ୟୁ ଘଟିଥିବା...

ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି: ପଦଯାତ୍ରାରେ ଭୁବନେଶ୍ୱର ବାହାରିଲେ ସେବାୟତ

ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ବୋଲି କୁହାଯାଏ। ହେଲେ ସରକାରୀ ସ୍ତରରେ ଏହା ମାନ୍ୟତା ପାଇ ନାହିଁ। ସରକାରୀ ସ୍ତରରେ ଏହି...

Leave a comment

Your email address will not be published. Required fields are marked *