ସୁଧୀର ୧୩୫୩୦ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩।୫-ଢେଙ୍କାନାଳ ବିଧାନସଭା ଆସନରେ ୧୫ତମ ରାଉଣ୍ଡ ସୁଦ୍ଧା ୧ଲକ୍ଷ ୦୪ ହଜାର ୧୦୪ ଭୋଟ କାଉଣ୍ଟିଂ ହୋଇଛି। ସେଥିରୁ ବିଜେଡିର ସୁଧୀର ସାମଲ ୪୮,୦୫୮ ଖଣ୍ଡ ଭୋଟ ସହ ପ୍ରଥମ ସ୍ଥାନରେ ଅଛନ୍ତି। ଭାଜପାର କୃଷ୍ଣଚନ୍ଦ୍ର ପାତ୍ର ୩୪,୫୨୮ ଏବଂ କଂଗ୍ରେସର ନବୀନ ନନ୍ଦ ୧୬,୭୪୯ ଖଣ୍ଡ ଭୋଟ ସହ ଯଥାକ୍ରମେ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ରହିଛନ୍ତି। ବିଜେଡି ପ୍ରାର୍ଥୀ ସୁଧୀର ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର କୃଷ୍ଣଚନ୍ଦ୍ର ପାତ୍ରଙ୍କଠାରୁ ୧୩,୫୩୦ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି।


All Right Reserved By Dharitri.Com

୨ କାର ମୁହାଁମୁହିଁ ଧକ୍କା : ସ୍ବାମୀ, ସ୍ତ୍ରୀଙ୍କ ଜୀବନ ଗଲା, ୪ ଗୁରୁତର

ଭାପୁର,୨୨।୬(ଡି.ଏନ.ଏ.)-ଢେଙ୍କାନାଳ ଜିଲା ସଦର ଥାନା ପୁରୁଣା କଟକ-ସମ୍ବଲପୁର ରାସ୍ତାର ଜରିପାଳ ନିକଟରେ ଶନିବାର ଅପରାହ୍ନରେ ୨ଟି କାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଅବସରପ୍ରାପ୍ତ ବାୟୁସେନା...

ଅନୁଗୋଳ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର: ଏ ୧ରେ ୧୧ ଜଣ ପାସ

ବନ୍ତଳା,୨୧।୫(ଡି.ଏନ.ଏ.)- ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ମଙ୍ଗଳବାର ସକାଳେ ପ୍ରକାଶ ପାଇଛି। ଅନୁଗୋଳ ଜିଲା ଗାନ୍ଧିମାର୍ଗରେ ଥିବା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ସମୁଦାୟ ୧୫୨...

ଅର୍ଥ ବ୍ୟବସ୍ଥାକୁ ନେଇ ମୋଦିଙ୍କ ଉପରେ ବର୍ଷିଲେ ମନମୋହନ

ମୁମ୍ବାଇ,୧୭।୧୦: ଦେଶର ଆର୍ଥିିକ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। ମହାରାଷ୍ଟ୍ରରେ ସେ ଯୋଗ ଦେଇଥିବା ଏକ...

ଢେଙ୍କାନାଳରେ ଭୁଶୁଡ଼ିଲା ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରୀ: ୪ ମୃତ, ୨ ଗୁରୁତର

ଢେଙ୍କାନାଳ ଅଫିସ,୯।୬: ଢେଙ୍କାନାଳ ସହର ଅଳସୁଆ ହାଟ ନିକଟରେ ଥିବା ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରୀ ଭୁଶୁଡ଼ି ପଡ଼ିବାରୁ ରବିବାର ୪ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ...

ହିନ୍ଦୋଳରେ ସୀମାରାଣୀ ୮୧୯୩ ଭୋଟରେ ଆଗୁଆ

ହିନ୍ଦୋଳ, ୨୩।୫(ଡି.ଏନ୍‌.ଏ.)-ହିନ୍ଦୋଳ ବିଧାନସଭା ଆସନରେ ୨୨ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ତଥା ବିଧାୟିକା ସୀମାରାଣୀ ନାୟକ ୫୧,୦୬୧ ଖଣ୍ଡ ଭୋଟ ପାଇ ଆଗୁଆ ଅଛନ୍ତି।...

ହୃଦୟ ଜିତିଲେ କେଜରିଓ୍ବାଲଙ୍କ ଫ୍ୟାନ୍‌ କୁନି ‘ମଫଲରମ୍ୟାନ’

ନୂଆଦିଲ୍ଲୀ,୧୧।୨: ଗୋଟିଏ ପଟେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଆମ ଆଦମୀ ପାର୍ଟି(ଏଏପି) ଦିଲ୍ଲୀ ବିଧାନସଭା ନିର୍ବାଚନରେ ବହୁମତରେ ବିଜୟ ପଥେ ଅଗ୍ରସର ହେଉଥିବା ବେଳେ...

ଷ୍ଟ୍ରଙ୍ଗ ରୁମ୍‌ ବାହାରେ କଡା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୯।୨: ସରିଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏବେ ଅପେକ୍ଷା ଫଳାଫଳକୁ। ଆସନ୍ତା ୧୧ ତାରିଖରେ ଭୋଟ ଗଣତି ହେବାକୁ ଥିବା ବେଳେ ଏବେ ସମସ୍ତ ଇଭିଏମ୍‌କୁ...

କେନ୍ଦ୍ରାପଡ଼ାରେ ଅନୁଭବ ଅଗରେ

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ୧୨ ରାଉଣ୍ଡ ଶେଷ ସୁଦ୍ଧା ୩୨,୩୦୩ ଭୋଟରେ ଆଗରେ ଅଛନ୍ତି।...

Leave a comment

Your email address will not be published. Required fields are marked *