ଧନୁଯାତ୍ରା ମହୋତ୍ସବର ନବମ ଦିନ: ବେନିଭାଇଙ୍କୁ ମେଲାଣୀ, ଭାବବିହ୍ବଳ ହେଲେ ଗୋପପୁରବାସୀ

ମଥୁରାନଗରୀ/ଗୋପପୁର,୧୧।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଶନିବାର ଥିଲା ନବମ ଦିବସ। ଗୋପପୁରରୁ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ଧରି ଅକ୍ରୂର ମଥୁରାନଗରୀ ଅଭିମୁଖେ ବାହାରିଥିଲେ।

ସେତେବେଳେ ବେନିଭାଇଙ୍କୁ ମେଲାଣି ସମୟରେ ଗୋପପୁରବାସୀ ଭାବବିହ୍ବଳ ହୋଇ ପଡିଥିବା ବେଳେ ଶ୍ରୀକୃଷ୍ଣଙ୍କ ବିରହରେ ରାଧା ଭାଙ୍ଗି ପଡିଥିଲେ। ଏହି ଦୃଶ୍ୟାଭିନୟ ଦେଖିବା ପାଇଁ ପ୍ରବଳ ଭିଡ଼ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୮ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର, ୨୧ା୧: ଚାଳିତମାସରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ଓଡିଶା ଆସିବେ। ପ୍ରଧାନମନ୍ତ୍ରୀ ପୂର୍ବାହ୍ନ...

ଜଙ୍ଗଲରୁ ମୃତ ଶରୀର ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ସୋରଡା, ୨୧ା୧ (ରଜନୀ ମହାପାତ୍ର): ସୋରଡା ବଡଗଡ ଥାନା ଇଲାକାରେ ପୁଣି ଠାରେ ଏକ ହତ୍ୟା ଘଟଣା ସାମ୍ନାକୁ ଆସିଛି। ବଡଗଡ ଥାନା ଅନ୍ତରଗତ ଓରା...

ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ମିଳିବ ୫ଲକ୍ଷ ଟଙ୍କା…

ଭୁବନେଶ୍ୱର,୨୧।୧: ରାଜ୍ୟରେ ଚାଷୀ ଓ ଅନ୍ୟାନ୍ୟ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ସମବାୟ ମାଧ୍ୟମରେ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟରେ ପ୍ରାଥମିକ କୃଷି ସମବାୟ...

ପାଚକ,ପାଚିକା ମାନଙ୍କ ପାରିଶ୍ରମିକ ୩୦୦୦ ଟଙ୍କାକୁ ବୃଦ୍ଧି, ଉପକୃତ ହେବେ ୧.୧୨ ଲକ୍ଷ କର୍ମଚାରୀ

ଭୁବନେଶ୍ୱର, ୨୧ା୧: ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକା ମାନଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ...

ରାସ୍ତା ନଥିବାରୁ ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ: ଆମ୍ବୁଲାନ୍ସ କର୍ମଚାରୀଙ୍କ ପ୍ରଚେଷ୍ଟାରେ ମେଡିକାଲ ପହଞ୍ଚିଲେ

ମୋହନା, ୨୧ା୧( ମନ୍ମଥ ମିଶ୍ର): ରାସ୍ତା ନଥିବାରୁ ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା...

ନବଦାସଙ୍କ ପୋଷ୍ଟମର୍ଟମ ରିପୋର୍ଟରୁ ଜଣାପଡିଲା ସାଂଘାତିକ କଥା, ନବ ଜୀବିତ ଥିଲେ…

ଭୁବନେଶ୍ୱର,୨୧।୧: ନବ ଦାସ ହତ୍ୟାକାଣ୍ଡକୁ ନେଇ ଏବେ ରାଜ୍ୟ ରାଜନୀତି ଏବେ ଜୋର ଧରିଛି। ବର୍ତ୍ତମାନ ନବଙ୍କର ପୋଷ୍ଟମର୍ଟମ ରିପୋର୍ଟ ମଧ୍ୟ ଭିନ୍ନ ଭିନ୍ନ ମିଳିଛି।...

ଦେହ ବ୍ୟବସାୟ ଘଟଣାର ପର୍ଦ୍ଦାଫାଶ: କାମ ଦେବା ବାହାନାରେ ଦେହ ବ୍ୟବସାୟରେ ଲଗାଉଥିଲେ

କେନ୍ଦୁଝର,୨୧ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଜିଲାରୁ ଜଣେ ୧୬ ବର୍ଷ ବୟସ୍କା ପିତୃମାତୃହୀନ ନାବାଳିକାଙ୍କୁ ଭୁବନେଶ୍ୱର ଚାଲାଣ କରି ଦେହ ବ୍ୟବସାୟରେ ଲଗାଯାଇଥିଲା।...

ଫେବୃଆରୀ ୧୩ରୁ ବଜେଟ ଅଧିବେଶନ

ଭୁବନେଶ୍ୱର, ୨୧।୧: ଫେବୃଆରୀ ୧୩ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ। ୧୭ ରେ ବଜେଟ ଉପସ୍ଥାପନ ହେବ। ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହୋଇ ଅଧିବେଶନ ଏପ୍ରିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri