ବଜ୍ରପାତରେ ଗାଈ ଜଗୁଆଳି ମୃତ

ଲଖନପୁର, ୭।୧୦(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଅଞ୍ଚଳରେ ବଜ୍ରପାତରେ ଜଣେ ଗାଈ ଜଗୁଆଳିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖଲିଆବାହାଳ ଗ୍ରାମର ଡୋଲାମଣି ବାଗ(୫୫)।
ସୂଚନାଥାଉକି, ଡୋଲାମଣି ପ୍ରତିଦିନ ଭଳି ଗତ ରବିବାର ଗାଈ ଚରାଇବାକୁ ଯାଇଥିଲେ। ଗାଈଚରାଇ ଅପରାହ୍ନରେ ଘରକୁ ଫେରିବା କଥା। କିନ୍ତୁ ସା ପର୍ଯ୍ୟନ୍ତ ସେ ଘରକୁ ଫେରି ନ ଥିଲେ ମଧ୍ୟ ଗାଈଗୁଡ଼ିକ ଫେରି ଆସିଥିଲେ। ଫଳରେ ପରିବାର ଲୋକଙ୍କ ମନରେ ସନ୍ଦେହ ହୋଇଥିଲା। ରାତିରେ ପରିବାର ଲୋକେ ଗ୍ରାମବାସୀଙ୍କ ସହ ଆଖପାଖ ଅଞ୍ଚଳରେ ଖୋଜାଖୋଜି କରିଥିଲେ। ଗାଁଠାରୁ କିଛି ଦୂରରେ ଥିବା ଏକ ମହୁଲ ଗଛମୂଳରେ ଡୋଲାମଣିଙ୍କ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ। ତାଙ୍କ ପିଠିର କିଛିଅଂଶ ପୋଡିଯାଇଛି। ମହୁଲଗଛଟି ମଧ୍ୟ ବଜ୍ରପାତରେ ପୋଡିଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି, ମମତା ବାନାର୍ଜୀ-ଶାହାରୁଖଙ୍କୁ କରିବେ ସାକ୍ଷାତ

ନୂଆଦିଲ୍ଲୀ,୧୩।୧୨: ଭାରତରେ କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି। ତିନି ଦିନିଆ ଗସ୍ତରେ ଭାରତ ଗସ୍ତରେ ଲିଓନେଲ ମେସି। କୋଲକାତା ବିମାନବନ୍ଦରରେ ମେସିଙ୍କୁ ଭବ୍ୟ ସ୍ବାଗତ...

ହୃଦୟ ବିଦାରକ ଘଟଣା, ଜୀବନ ହାରିଲେ ମାଆ ଓ ଦୁଇ ପୁଅ

ନୂଆଦିଲ୍ଲୀ,୧୩।୧୨: ରାଜଧାନୀ ଦିଲ୍ଲୀର କାଲକାଜି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ଆସିଛି । ଗୋଟିଏ ପରିବାରର ତିନି ଜଣଙ୍କ ମୃତଦେହ ଜବତ କରାଯାଇଛି । ମୃତକଙ୍କ...

ନିଜ ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ

ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଭିତରେ ଥିବା ଢେକୁନପାଣି ସିଆର୍‌ପିଏଫ୍‌ କ୍ୟାମ୍ପରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ସାରା ଦେଶରେ ଓଡ଼ିଶାର ବିଧାୟକଙ୍କ ଦରମା ସବୁଠାରୁ ଅଧିକ, ଜାଣନ୍ତୁ କେତେ…

ଭୁବନେଶ୍ୱର,୧୨।୧୨: ସାରା ଦେଶରେ ଓଡ଼ିଶାର ବିଧାୟକଙ୍କ ଦରମା ସବୁଠାରୁ ଅଧିକ। ସବୁଠାରୁ ବଡ଼ କଥା ହେଉଛି ଅଟୋମେସନ ପ୍ରୋସେସରେ ପ୍ରତି ୫ ବର୍ଷରେ ବିଧାୟକଙ୍କ ଦରମା...

ମଣ୍ଡିରୁ ଉଠୁନି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା

ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର...

PM Kisan ଟଙ୍କା ହେବ ୨ଗୁଣା? ସରକାର ଦେଲେ ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ସହିତ ଜଡିତ ଏକ ପ୍ରମୁଖ ପ୍ରଶ୍ନ ଚାଷୀଙ୍କ ମଧ୍ୟରେ ବ୍ୟାପକ ଭାବରେ ଆଲୋଚନା ହେଉଛି। ସରକାର କ’ଣ...

ପାଣି ଆଣିବାକୁ ଯାଇ ହାତୀ ହାବୁଡରେ ପଡ଼ିଲେ, ଦୌଡୁଥିଲେ ହେଲେ…

ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ତୋଲଡି ନୂଆଁସାହିରେ ଶୁକ୍ରବାର ଅପରାହ୍ନରେ ହାତୀଆକ୍ରମଣରେ ଜଣେ ମହିଳା ଚାଷୀ ମୃତ୍ୟୁବରଣ କରିଛନ୍ତି। ସେ ହେଲେ...

ଧନୁ ସଂକ୍ରାନ୍ତିରେ ୫ରାଶିଙ୍କ ହାତକୁ ଅଚାନକ ଆସିବ ଟଙ୍କା! ନୂଆ ଗହଣା କିଣିବେ…

୨୦୨୫ର ଶେଷ ସଂକ୍ରାନ୍ତି ହେଉଛି ଧନୁ ସଂକ୍ରାନ୍ତି, ଯାହା ମଙ୍ଗଳବାର, ଡିସେମ୍ବର ୧୬ ତାରିଖରେ ପଡୁଛି। ଦ୍ରିକ ପାଞ୍ଜି ଅନୁସାରେ, ସୂର୍ଯ୍ୟଙ୍କର ଧନୁ ରାଶିରେ ପ୍ରବେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri