ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ହେଉଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ ଆଦିବାସୀ ସଂପ୍ରଦାୟ ଅନ୍ଧାରରେ ରହୁଛନ୍ତି ।…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ ଚାଳିତ ଚାଟବଟ୍ “ଆମର ସହାୟକ” ର…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)। ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ କରଞ୍ଜିଆ…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ ସହ ପାକିସ୍ତାନ ଚଳିତ ବିଶ୍ୱକପ୍‌ର ସୁପର-୮…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା କରିଛି। ଭାରତୀୟ ମଧ୍ୟକ୍ରମର ବ୍ୟାଟର ଶିବମ ଦୁବେଙ୍କ ଧୂଆଁଧାର ବ୍ୟାଟିଂ ବଳରେ ଦଳ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ ସେଠାରେ ଫସିଥିବା ଅଭିଯୋଗ ହୋଇଛି। ଏକ ପ୍ଲାଏଉଡ୍ କାରଖାନାରେ କାମ କରୁଥିବା ଏହି…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ବାଛିଥିବା ବେଳେ ଦଳରେ ଦୁଇଟି ପ୍ରମୁଖ ପରିବର୍ତ୍ତନ କରାଯାଇଛି। ସୁପର-୮ ପୂର୍ବରୁ ଏହି…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ସାଙ୍ଗମାନେ ମିଶି ଭୋଜି କଲା ବେଳେ ସ୍ପଷ୍ଟ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ପରୀକ୍ଷା କରାଯାଇଥିବା ମୋଟ ୮୮ଟି ନମୁନା ମଧ୍ୟରୁ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ ରସୁଲଗଡ଼ ପର୍ଯ୍ୟନ୍ତ ନିର୍ମାଣ ହେବ ଏକ ବିଶାଳ ସ୍କାଏୱାକ୍‌। ବୁଧବାର NHAI ଆଞ୍ଚଳିକ…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ପଟ୍ଟାଙ୍ଗି/କୋରାପୁଟ,୧୮।୨(ଶରତ କୁମାର ଧଳ/ଅମିତାଭ ବେହେରା): କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି । ତେବେ ଦଳ ଛାଡିବାର ସେ ଏକ ରୋଚକ କାରଣ…

ଯେତିକି ପାରିବ ସେତିକି

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା ଏବେ ମଣିଷର ପ୍ରତିଟି ପଦକ୍ଷେପକୁ ପରିଚାଳନା କଲାଣି। ପରିବେଶ ପରିସଂସ୍ଥାନକୁ ଇକୋସିଷ୍ଟମ ବୋଲି କହିଥାଉ। ଏବେ ଏଆଇ ଇକୋସିଷ୍ଟମ ବିଷୟରେ ଅନେକ ଚର୍ଚ୍ଚା ହେଉଛି। ଯେଉଁ ଦେଶ କୃତ୍ରିମ ବୁଦ୍ଧିମତ୍ତାକୁ ବ୍ୟବହାର କରି…

୩ ଘଣ୍ଟାରେ ବୈଠକ ଶେଷ, ଫଳ ଶୂନ: ଯୁଦ୍ଧ ଆଶଙ୍କା ମଧ୍ୟରେ…

ଜେନେଭା,୧୮ା୨:ଆମେରିକା-ଇରାନ ଯୁଦ୍ଧ ଆଶଙ୍କା ମଧ୍ୟରେ ଉଭୟ ପକ୍ଷଙ୍କ ଭିତରେ ଦ୍ୱିତୀୟ ପର୍ଯ୍ୟାୟ ବୈଠକ ମଙ୍ଗଳବାର ଜେନେଭାରେ ଶେଷ ହୋଇଛି। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ ଉଭୟ ପକ୍ଷର ପ୍ରତିନିଧି ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଆଲୋଚନା କରିଥିଲେ…

ଅସୀମାଙ୍କ ଗୀତରେ ମତୁଆଲା ଦର୍ଶକ

ଚଣ୍ଡିଖୋଲ,୧୮।୨(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ୍‌ ଅଧୀନ ଚଣ୍ଡିଖୋଲ ମହାବିନାୟକ ପୀଠରେ ୩ ଦିନ ଧରି ଚାଲୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମଙ୍ଗଳବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ସାଂସ୍କୃତିକ ପରିଷଦ ସଭାପତି ପବିତ୍ର କୁମାର ରାଉତଙ୍କ ଅଧ୍ୟକ୍ଷତା ଓ ପ୍ରମୋଦ କୁମାର ଜେନାଙ୍କ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ରାଶିଫଳ: ଗୁରୁବାର, ଫେବୃଆରୀ ୧୯ ତାରିଖ – Daily Horoscope

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri