ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା ମିଳିବ। ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନବମ ଶ୍ରେଣୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା ସାଙ୍ଗକୁ ବଜ୍ରପାତର ଶିକାର ହୋଇ ଜଣେ…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ ପକାଇ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ ଏକ ଚେକ୍‌ ଡ୍ୟାମ ନିର୍ମାଣ କାର୍ଯ୍ୟକୁ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ ବିଭିନ୍ନ ଅସ୍ତ୍ରଶସ୍ତ୍ର ଜବତ କରିବା ସହ…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା (Restricted Category)ରେ ସାମିଲ କରିଛନ୍ତି। ଏହାର ଅର୍ଥ ହେଉଛି, ଏଣିକି ଏହି ସବୁ…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ ଯୋଗୁଁ ସହରର ଷ୍ଟେଚୁ ନିକଟ ଟେଲିଫୋନ ଭବନ ପାଖରେ ଏକ ଗଛ ଭାଙ୍ଗି…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ ମାସିକ ବଜେଟ ଉପରେ ସବୁଠାରୁ ଅଧିକ ଅନୁଭୂତ ହୁଏ। ଏହି ପୃଷ୍ଠଭୂମିରେ, ଶୁକ୍ରବାର…

ମମତା ପଶ୍ଚିମବଙ୍ଗରେ ପ୍ରଦାନ କରିଥିଲେ ୧.୬୯ କୋଟି SC-ST-OBC ପ୍ରମାଣପତ୍ର, କଡ଼ା ଯାଞ୍ଚ ନିର୍ଦ୍ଦେଶ ଦେଲେ ଶୁଭେନ୍ଦୁ ସରକାର

କୋଲକାତା,୧୬ା୫: ୨୦୧୧ରୁ ଜାରି ହୋଇଥିବା ସମସ୍ତ ୧.୬୯ କୋଟି SC-ST-OBC ବର୍ଗ ପ୍ରମାଣପତ୍ରକୁ ପୁନଃ ଯାଞ୍ଚ କରିବାକୁ ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ଜିଲା ମାଜିଷ୍ଟ୍ରେଟ୍‌ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କାରଣ ଗତ କିଛି ବର୍ଷ ମଧ୍ୟରେ ଡକ୍ୟୁମେଣ୍ଟଗୁଡ଼ିକର ପ୍ରାମାଣିକତା ଉପରେ ପ୍ରଶ୍ନ ଉଠିଛି।…

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ ଛୁଇଁଛି ମୌସୁମୀ। ଆଣ୍ଡାମାନ ସାଗରରେ ପହଞ୍ଚିବା ପରେ, ମୌସୁମୀ କେରଳ ଉପକୂଳ ଆଡକୁ…

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ ନାଇଜେରିଆ ସୈନ୍ୟବାହିନୀର ମିଳିତ ସହଯୋଗରେ ଏହା ଘଟିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି…

ପୋଲିସ ଡିଜି ଦୌଡ଼ରେ ୧୧ ବରିଷ୍ଠ ଆଇପିଏସ୍‌ ଅଧିକାରୀ, ଶର୍ଟଲିଷ୍ଟ ଦାଖଲ: ଜାଣନ୍ତୁ କିଏ କିଏ ଅଛନ୍ତି…

ଭୁବନେଶ୍ୱର,୧୬ା୫(ତ୍ରିନାଥ ମହାନ୍ତି):ଆସନ୍ତା ଅଗଷ୍ଟ ୩୧ରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଆଗୁଆ ନୂଆ ପୋଲିସ ଡିଜି ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ଜଣେ ବରିଷ୍ଠ ଅଧିକାରୀ ନୂଆଦିଲ୍ଲୀ ଯାଇ…

ମହଜୁଦ ଅଛି ତେଲ, ତଥାପି ପମ୍ପ ବନ୍ଦ, ଭିଡ଼: ଭୟର ବାତାବରଣ

ଭୁବନେଶ୍ୱର,୧୬ା୫(ସୁନିତ୍‌ ମିଶ୍ର):ରାଜ୍ୟରେ ପେଟ୍ରୋଲ, ଡିଜେଲକୁ ନେଇ ଦେଖାଦେଇଥିବା ସମସ୍ୟା ସମାଧାନ ହୋଇପାରି ନାହିଁ। ରାଜ୍ୟର ପ୍ରାୟ ସବୁ ପମ୍ପରେ ଘଣ୍ଟା ଘଣ୍ଟା ଧରି ଲୋକମାନଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଛି। ଏପରିକି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପେଟ୍ରୋଲ, ଡିଜେଲର ବ୍ୟବହାର କମ୍‌…

ଯାତ୍ରୀଙ୍କ ପକେଟ୍‌କୁ ଝଟ୍‌କା: ରାଜ୍ୟରେ ବଢ଼ିଲା ଘରୋଇ ବସ୍‌ ଭଡ଼ା, ଜାଣନ୍ତୁ କାହା ପାଇଁ କେତେ?

ଭୁବନେଶ୍ୱର,୧୫।୫: ରାଜ୍ୟରେ ଯାତ୍ରୀବାହୀ ଘରୋଇ ବସ ଭଡ଼ା ବୃଦ୍ଧି ପାଇଛି। ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବସ ଭଡ଼ା ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ସ୍ବୟଂଚାଳିତ ଭଡ଼ା ବୃଦ୍ଧି ପ୍ରକ୍ରିୟା ଅନୁଯାୟୀ, ବିଭିନ୍ନ ବର୍ଗର ବସ ଭଡ଼ାରେ କିଲୋମିଟର…

NEET ପେପର ଲିକ୍‌ ମାମଲାରେ CBIର ବଡ଼ କାର୍ଯ୍ୟାନୁଷ୍ଠାନ: ମାଷ୍ଟରମାଇଣ୍ଡ ପି.ଭି. କୁଲକର୍ଣ୍ଣି ଗିରଫ

ନୂଆଦିଲ୍ଲୀ/ପୁଣେ,୧୫।୫: NEET-UG 2026 ପ୍ରଶ୍ନପତ୍ର ଲିକ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (CBI)କୁ ଏକ ବଡ଼ ସଫଳତା ମିଳିଛି। ତଦନ୍ତକାରୀ ସଂସ୍ଥା ଏହି ସାରା ଘଟଣାର ମାଷ୍ଟରମାଇଣ୍ଡ କୁହାଯାଉଥିବା ପି.ଭି. କୁଲକର୍ଣ୍ଣିଙ୍କୁ ଗିରଫ କରିଛି। CBI ଅନୁଯାୟୀ, କୁଲକର୍ଣ୍ଣି ହିଁ ପେପର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri