Posted inଜାତୀୟ

ହାରିଗଲେ ରାହୁଲ ଗାନ୍ଧୀ: ସ୍କୃତିଙ୍କୁ ଜଣାଇଲେ ଶୁଭେଚ୍ଛା

ଆମେଠି, ୨୩।୫: ଉତ୍ତର ପ୍ରଦେଶର ଆମେଠି ଲୋକ ସଭା ଆସନରୁ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପରାସ୍ତ ହୋଇଛନ୍ତି। ସେ ନିଜର ନିକଟତମ ପ୍ରତିଦ୍ୱନ୍ଦୀ ସ୍ମୃତି ଇରାନୀଙ୍କଠାରୁ ପଛରେ ପଡିଯାଇଛନ୍ତି। ସ୍ମୃତି ଇରାନୀ ୧ ଲକ୍ଷ ୪ ହଜାର ୪୯୮ ଖଣ୍ଡ ଭୋଟ ପାଇଥିବା ବେଳେ ରାହୁଲ ଗାନ୍ଧୀ ୯୪, ୭୩୨ ଖଣ୍ଡ ଭୋଟ ପାଇଛନ୍ତି। ୨୦୧୪ରେ ରାହୁଲ ଗାନ୍ଧୀ ପ୍ରାୟ ୨ ଲକ୍ଷରୁ ଅଧିକ ଭୋଟରେ ସ୍ମୃତି ଇରାନୀଙ୍କୁ ପରାସ୍ତ କରିଥିଲେ। ହାତରୁ ଆମେଠି ଯିବା ପରେ ରାହୁଲ ବିଜୟୀ ପ୍ରାର୍ଥୀ ସ୍ମୃତି ଇରାନୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ମୁଁ ଆଶା କରୁଛି ସ୍ମୃତି ଜୀ ଭଲ ଭାବେର ଆମେଠି ଜନତାଙ୍କ ଯତ୍ନ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri