ଛତ୍ରପୁରରେ ଓଡିଶା ମାନବାଧିକାର କମିଶନଙ୍କ କ୍ୟାମ୍ପ କୋର୍ଟ : ୨୨ ମାମଲାର ତତ୍କାଳ ସମାଧାନ, ୭ଟିର ତଦନ୍ତ ରିପୋର୍ଟ ତଲବ

ଛତ୍ରପୁର,୨୨ା୫(ଦିଲୀପ ସାମଲ): ଓଡିଶା ମାନବାଧିକାର କମିଶନ ତରଫରୁ ଶୁକ୍ରବାର ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଠାରେ ଏକ କ୍ୟାମ୍ପ କୋର୍ଟ ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳଙ୍କ ସଦ୍ଭାବନା ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ଏହି…

‘ଭାଜପା ବିଜେଡିକୁ ମହିଳା ବିରୋଧୀ ବୋଲି କରୁଛି ଅପପ୍ରଚାର’

ଆନନ୍ଦପୁର/ହାଟଡିହୀ/ଛେନାପଦୀ, ୨୨/୦୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ / ନିରାକାର ପରିଡା):କେନ୍ଦୁଝର ଜିଲାର ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀଠାରେ ବିଜେଡି ପକ୍ଷରୁ ଶୁକ୍ରବାର ଏକ ବିଶାଳ ମହିଳା ସମାବେଶ ଓ…

ଭାଜପା ପକ୍ଷରୁ ମିଶ୍ରଣ ପର୍ବ: ୭୦୦ରୁ ଅଧିକ ଜଣ ସାମିଲ

ହାଟଡିହୀ/ଛେନାପଦୀ, ୨୨।୫ (ଶୁଭକାନ୍ତ ନାୟକ / ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀଠାରେ ଭାଜପା ପକ୍ଷରୁ ବିଧାନସଭା ନେତା ଆଲୋକ ସେଠୀଙ୍କ ନେତୃତ୍ୱରେ ଶୁକ୍ରବାର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

ଜଙ୍ଗଲରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଅଂଶୁଘାତ ସନ୍ଦେହ, : ବନ୍ୟ ପ୍ରାଣୀ ଖାଉଥିବା ଦେଖି…

ଆନନ୍ଦପୁର/ହାଟଡିହୀ, ୨୨।୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରେ ଗତ ଗୁରୁବାରଠାରୁ ନିଖୋଜ ଥିବା ଗଙ୍ଗାଧର ନାୟକ (୬୨)ଙ୍କ ମୃତଦେହ ନିକଟସ୍ଥ ପଥରକୁଣ୍ଡି…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସେ ଆନ୍ତର୍ଜାତୀୟ କ୍ରିକେଟ୍, ଘରୋଇ…

ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଉଦ୍‌ଘାଟିତ ୬୯୨ ପେନ୍‌ସନ, ଭବିଷ୍ୟନିଧି ଅଭିଯୋଗର ଶୁଣାଣି

କୋରାପୁଟ,୨୨ା୫(ଅମିତାଭ ବେହେରା)-କୋରାପୁଟ ସଦ୍‌ଭାବନା ଗୃହରେ ୨ଦିନିଆ ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପେନ୍‌ସନ ଓ ଭବିଷ୍ୟନିଧି ସମ୍ବନ୍ଧୀୟ ବକେୟା ସମସ୍ୟାର ତ୍ୱରିତ ସମାଧାନ ଉଦ୍ଦେଶ୍ୟରେ କୋରାପୁଟ,…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ ପହଞ୍ଚିଛନ୍ତି। ଏହାର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁଯାୟୀ,…

OBC ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ: ଯଦି ମାତାପିତା ଆଇଏଏସ ଅଧିକାରୀ ତେବେ…

ନୂଆଦିଲ୍ଲୀ,୨୨।୫: ସୁପ୍ରିମକୋର୍ଟ ଓବିସି ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି କରିଛନ୍ତି। କୋର୍ଟ ଟିପ୍ପଣୀ କରିଛନ୍ତି ଯେ, ଯଦି ମାତାପିତା ଆଇଏଏସ ଅଧିକାରୀ, ତେବେ ସେମାନେ କାହିଁକି ସଂରକ୍ଷଣ ପାଇବାକୁ ହକଦାର ହେବେ। ପଛୁଆ ବର୍ଗ ମଧ୍ୟରେ ‘କ୍ରିମି ଲେୟାର’…

୨୪ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା: ଏହି ଦିନ ହେବ ଭୋଟିଂ

ନୂଆଦିଲ୍ଲୀ,୨୨।୫: ଜୁନ-ଜୁଲାଇରେ ଖାଲି ପଡୁଥିବା ୨୪ଟି ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ଏହା ସହିତ ମହାରାଷ୍ଟ୍ର ଏବଂ ତାମିଲନାଡୁର ଦୁଇଟି ରାଜ୍ୟ ସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଜୁନ ୧୮ରେ…

ଇନ୍‌ଷ୍ଟାଗ୍ରାମରେ ଭାଜପାକୁ ପଛରେ ପକାଇଲା ‘କକ୍‌ରୋଚ ଜନତା ପାର୍ଟି’: ନୂଆ ଆକାଉଣ୍ଟ ସହ ଫେରିଲେ ପ୍ରତିଷ୍ଠାତା

ନୂଆଦିଲ୍ଲୀ,୨୨ା୫(ପି.ଟି.):ସୋସିଆଲ ମିଡିଆରେ ହଲଚଲ ସୃଷ୍ଟି କରିଥିବା ବ୍ୟଙ୍ଗାତ୍ମକ ଡିଜିଟାଲ ଆନ୍ଦୋଳନ ‘କକ୍‌ରୋଚ ଜନତା ପାର୍ଟି’ (ସିଜେପି) ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର ଏହି ପାର୍ଟିର ଅଫିସିଆଲ ‘X’ ଆକାଉଣ୍ଟକୁ ଭାରତରେ ପ୍ରତିବନ୍ଧିତ କରାଯାଇଛି। ତେବେ ଏହି ଡିଜିଟାଲ କାର୍ଯ୍ୟାନୁଷ୍ଠାନର…

ପୁଅ ବିବାହରେ ଯୋଗଦେଲେ ମୋତେ ମାରି ଦିଆଯିବ: କାହିଁକି ଏମିତି କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୨।୫: ଇରାନ ସମ୍ପର୍କରେ ପରିସ୍ଥିତିରେ ବ୍ୟସ୍ତ ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଖରେ ତାଙ୍କ ନିଜ ପୁଅର ବିବାହରେ ଯୋଗଦେବା ପାଇଁ ସମୟ ନାହିଁ। ଟ୍ରମ୍ପ ତାଙ୍କ ବଡ଼ ପୁଅ ଡୋନାଲ୍ଡ ଟ୍ରମ୍ପ ଜୁନିଅରଙ୍କ ବିବାହ ସମ୍ପର୍କରେ ଏକ ବିବୃତ୍ତି…

ଫିଲ୍ମରେ ଅଭିନୟ କରୁଥିଲେ ଫେରାର କଏଦୀ: ୧୨ ବର୍ଷ ପରେ…

ଅହମ୍ମଦାବାଦ, ୨୨/୫ (ପି.ଟି.):ସିନେମା ଜଗତର ଚମକପ୍ରଦ ଦୁନିଆରେ ନିଜ ପରିଚୟ ଲୁଚାଇ ବୁଲୁଥିବା ଜଣେ କଏଦୀକୁ ଶେଷରେ ଗିରଫ କରିଛି ଗୁଜରାଟ ପୋଲିସ। ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡାଦେଶ ପାଇଥିବା ଏହି ଅଭିଯୁକ୍ତ ଜଣକ ୨୦୧୪ରୁ ପାରୋଲ୍‌ରେ ଆସି ଫେରାର ହୋଇଯାଇଥିଲା।…

ଇବୋଲା ଭୟ: ଭାରତ-ଆଫ୍ରିକା ଫୋରମ ସମ୍ମିଳନୀ ସ୍ଥଗିତ

ନୂଆଦିଲ୍ଲୀ, ୨୨ା୫ (ପି.ଟି.):ଆଫ୍ରିକୀୟ ଦେଶଗୁଡ଼ିକରେ କାୟା ମେଲାଇଥିବା ମାରାତ୍ମକ ‘ଇବୋଲା’ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ଏବଂ ଆଫ୍ରିକୀୟ ୟୁନିୟନ (ଏୟୁ) ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚଳିତ ମେ ୨୮ରୁ ୩୧ ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀରେ ହେବାକୁ ଥିବା ଚତୁର୍ଥ…

ସଂସ୍କାର ଆଣି ଲୋକଙ୍କ ଜୀବନକୁ ସହଜ କର, ମନ୍ତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨।୫(ପି.ଟି.): ଜନସାଧାରଣଙ୍କ ଜୀବନକୁ ଆରାମଦାୟକ କରିବା ପାଇଁ ପରବର୍ତ୍ତୀ ପିଢ଼ିର ସଂସ୍କାରମୂଳକ ପଦକ୍ଷେପ ନେବାକୁ ଗୁରୁବାର ମନ୍ତ୍ରୀ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି । ମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇ ସେ କହିଛନ୍ତି ଯେ, ଆଗାମୀ ପିଢ଼ିର ସଂସ୍କାର…

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି) କିଣିବେ; ଯାହାଦ୍ୱାରା ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଦେଶରେ ଉପୁଜିଥିବା ତୈଳ ସଙ୍କଟକୁ ଏଡ଼ାଯାଇ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ, ଟେଣ୍ଟ ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ୍ ଥାନା ଅନ୍ତର୍ଗତ ନରଣପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ପ୍ରଚଣ୍ଡ ପବନରେ ଟେଣ୍ଟ ଭୁଶୁଡ଼ିବାରୁ ଚାପି ହୋଇ ୩ଜଣଙ୍କ ମୃତ୍ୟୁ ହୋଇଛି । ଘରର ଛାତ ଉପରେ ଟେଣ୍ଟ ମାରି ଶୋଇଥିବା ବେଳେ ଭୁଶୁଡ଼ିପଡିଥିଲା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri