Posted inଫୁରସତ

କିନ୍ନରଙ୍କୁ ଦାନ କରନ୍ତୁ କଉଡି

ସମାଜରେ ତୃତୀୟ ଲିଙ୍ଗ ଭାବେ ପରିଚିତ କିନ୍ନରଙ୍କ ଆଶୀର୍ବାଦ ହେଉ ଅବା ଅଭିଶାପ ଏହା ସାଧାରଣ ବ୍ୟକ୍ତିଙ୍କ ଜୀବନ ଉପରେ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି। ଜ୍ୟୋତିର୍ବିଦଙ୍କ ମତରେ ଏମାନଙ୍କୁ ଦାନ ଦେଲେ ଶୁଭଫଳ ପ୍ରାପ୍ତି ହୋଇଥାଏ। ମଙ୍ଗଳ ଓ ବୁଧ ଗ୍ରହକୁ ପ୍ରସନ୍ନ କରିବାକୁ ହେଲେ କିନ୍ନରଙ୍କ ସେବା କଲେ ଏହା ଶୀଘ୍ର ପ୍ରାପ୍ତି ହୋଇଥାଏ। ସେହିପରି ଦୀର୍ଘଦିନ ଅସୁସ୍ଥ ଥିବା ବ୍ୟକ୍ତି କିନ୍ନରଙ୍କୁ ଦାନ କଲେ ଶୁଭଫଳ ମିଳିଥାଏ। ଝିଅଙ୍କ ବିବାହ ବିଳମ୍ବ ହେଉଥିଲେ କିନ୍ନରଙ୍କୁ ସବୁଜ ରଙ୍ଗର କାଚ ଚୁଡି ଦାନ କଲେ ବିବାହ ରାଶି ଖୋଲି ଯାଇଥାଏ ବୋଲି କୁହାଯାଏ। ବ୍ୟବସାୟରେ ଉନ୍ନତି ପାଇଁ କିନ୍ନରଙ୍କୁ କଉଡି ଦାନ କରିବା ଭଲ। ଏମିତି କଲେ ଅର୍ଥର ଅଭାବ ରୁହେନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁରରେ ରୁଦ୍ଧଦ୍ୱାର ବୈଠକ ପରେ ମୁହଁ ଖୋଲିଲେ ମୋକିମ୍‌: କହିଲେ…

ଯାଜପୁର,୨୩।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆରେ ବନ୍ଧୁମିଳନ ପରେ ପ୍ରତିକ୍ରିୟା ରଖିଲେ ମୋକିମ। କହିଲେ, କଂଗ୍ରେସରେ ଅନେକ ନେତା ଓ କର୍ମୀ...

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବଶୀଘ୍ର ହେବ ଅଳଙ୍କାର ଗଣତି ମଣତି

କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ...

ଚାଲିଗଲା ମା’ ଛେଉଣ୍ଡ ଛୁଆହାତୀ ଶମ୍ଭୁର ଜୀବନ

ବାରଙ୍ଗ,୨୩।୧୨(ଲିଙ୍ଗରାଜ ରାଉତ): ଚନ୍ଦକା ଜଙ୍ଗଲର କୁମାରଖୁଣ୍ଟିରେ ରହୁଥିବା ୬ମାସର ମା’ଛେଉଣ୍ଡ ହାତୀ ଛୁଆ ଶମ୍ଭୁ ମଙ୍ଗଳବାର ମୃତ୍ୟୁବରଣ କରିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର...

ଅବସରବେଳେ ଦରକାର ୧କୋଟି ଟଙ୍କା? ଏହି ଫର୍ମୂଲାରେ ୫ମାସରେ ମିଳିଯିବ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୩।୧୨:ଲୋକମାନେ ପ୍ରାୟତଃ ଅବସର ସମୟରେ କୋଟି କୋଟି ଟଙ୍କାର କର୍ପସ ପାଇବାର ସ୍ୱପ୍ନ ଦେଖନ୍ତି, କିନ୍ତୁ କେବଳ କିଛି ଲୋକ ଏହି ସୱପ୍ନକୁ ପୂରଣ କରିପାରିବେ।...

ଶଙ୍ଖ ଭବନରେ ଅଣ୍ଟା ଭିଡିଲେଣି ମହିଳା ନେତ୍ରୀ: ଏପଟେ ଶ୍ରୀମୟୀଙ୍କ ମିଛେଇ ଭାଣିଜି ବାଣ…

ଭୁବନେଶ୍ୱର,୨୩।୧୩: ଶଙ୍ଖ ଭବନରେ ଚାଲିଛି ବିଜେଡି ମହିଳା ନେତ୍ରୀଙ୍କ ବୈଠକ। ଶଙ୍ଖ ଭବନରେ ସାମିଲ ହେଲେ ଏକାଧିକ ମହିଳା ନେତ୍ରୀ। ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଅଧ୍ୟକ୍ଷତାରେ...

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri