Posted inଖେଳ

ଜଉନାଙ୍କୁ ୪୦୦ ମିଟର ହର୍ଡଲ୍ସ ଟାଇଟଲ

ଭୁବନେଶ୍ୱର, ୧୨।୧୦(କ୍ରୀଡ଼ା ପ୍ରତିନିଧି)-
ରାଞ୍ଚତ୍ରେ ଚାଲିଥିବା ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଓଡ଼ିଶା ଖେଳାଳି ଚମକ ଦେଖିବାକୁ ମିଳିଛି। ମହିଳା ୧୦୦ ଓ ପୁରୁଷ ୧୦୦ ମିଟର ଇଭେଣ୍ଟରେ ଯଥାକ୍ରମେ ଦୂତୀ ଚାନ୍ଦ ଓ ଅମିୟ କୁମାର ମଲିକ ସ୍ବର୍ଣ୍ଣ ପଦକ ହାସଲ କରିଥିବାବେଳେ ୪୦୦ ମିଟର ହର୍ଡଲ୍ସରେ ଜଉନା ମୁର୍ମୁ ସ୍ବର୍ର୍ଣ୍ଣିମ ସଫଳତା ପାଇଛନ୍ତି। ଓଏନ୍‌ଜିସି ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଜଉନା ୫୦.୦୮ ସେକେଣ୍ଡ ସମୟ ନେଇ ପ୍ରଥମସ୍ଥାନ ଅଧିକାର କରିଛନ୍ତି। ପଞ୍ଜାବର ବୀରପାଲ କୌର ୫୮.୫୩ ଓ ରେଲଓ୍ବେର ଅର୍ପିତା ମଞ୍ଜୁନାଥ ୫୯.୭୫ ସେକେଣ୍ଡ ସମୟ ନେଇ ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ପୂର୍ବଦିନ ହିଟ୍‌ ନଂ-୧ରେ ଜଉନା ୧:୦୦.୩୫ ସେକେଣ୍ଡ ସମୟ ନେଇ ପ୍ରଥମସ୍ଥାନ ସହ ଫାଇନାଲରେ ପ୍ରବେଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ଫ୍ରାନ୍ସରେ ପ୍ରବେଶ କରିବ ଅଲିମ୍ପିକ୍ସ ମଶାଲ

ପ୍ୟାରିସ୍‌, ୮ା୫ : ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ର ଅଲିମ୍ପିକ୍ସ ମଶାଲ ଶେଷରେ ଫ୍ରାନ୍ସରେ ପ୍ରବେଶ କରିବାକୁ ଯାଉଛି। ବୁଧବାର ଫ୍ରାନ୍ସର ଦକ୍ଷିଣ ପଟରେ ଥିବା ମାର୍ସେଲେ...

ସୂର୍ଯ୍ୟ ୩ନଂ.ରେ ଖେଳିବା ଉଚିତ: ଲାରା

ନୂଆଦିଲ୍ଲୀ, ୮।୫ : ଆସନ୍ତା ମାସରେ ହେବାକୁ ଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସୂର୍ଯ୍ୟକୁମାର ଭାରତୀୟ ବ୍ୟାଟିଂ କ୍ରମରେ ୩ ନମ୍ବରରେ ଆସିବା ଉଚିତ ବୋଲି...

‘ଟି୨୦ ବିଶ୍ୱକପ୍‌ ପୂର୍ବରୁ ରୋହିତଙ୍କୁ ବିଶ୍ରାମ ଆବଶ୍ୟକ’

ମୁମ୍ବାଇ, ୮ା୫ : ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମାଙ୍କୁ ଟି୨୦ ବିଶ୍ୱକପ୍‌ ପୂର୍ବରୁ ବିଶ୍ରାମ ଆବଶ୍ୟକ ବୋଲି ମତ ଦେଇଛନ୍ତି ପୂର୍ବତନ ଅଷ୍ଟ୍ରେଲୀୟ...

ଓଡ଼ିଶାର ଜୁଲି, ପ୍ୟାରୀ, ଲିନ୍‌ଡା ସାମିଲ

ନୂଆଦିଲ୍ଲୀ, ୮।୫: ତାସକେଣ୍ଟଠାରେ ମେ’ ୩୧ ଓ ଜୁନ୍‌ ୪ରେ ଭାରତୀୟ ସିନିୟର ମହିଳା ଫୁଟବଲ ଦଳ ଉଜ୍‌ବେକିସ୍ତାନ ବିପକ୍ଷରେ ୨ଟି ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ ଖେଳିବ।...

‘ବିରାଟ କି ବୁମ୍‌ରା ନୁହନ୍ତି, ଟିମ୍‌ ଇଣ୍ଡିଆକୁ ବିଶ୍ୱକପ୍‌ ଜିତାଇବେ ଏହି ୨ ଖେଳାଳି ’

ନୂଆଦିଲ୍ଲୀ,୭।୫:ଆଇପିଏଲ୍‌ ପରେ ଟି୨୦ ବିଶ୍ୱକପ୍‌ ହେବାକୁ ଯାଉଛି। ୨ ଜୁନ୍‌ରୁ ହେବାକୁ ଥିବା ଏହି ଟୁର୍ନାମେଣ୍ଟରେ ଭାରତ ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ମୁକାବିଲା ଖେଳିବ। ଏହି...

VIDEO: ଶାହାରୁଖ ଖାନ୍‌ଙ୍କୁ ଦେଖି ଖୁସିରେ ନାଚି ଉଠିଲେ ପୃଥ୍ବୀ ଶ’ଙ୍କ ପ୍ରେମିକା, କଲେ ଏଭଳି…

ନୂଆଦିଲ୍ଲୀ,୭।୫: ଆଇପିଏଲ୍‌ର କିଛି ଟିମ୍‌ର ମାଲିକ ହେଉଛନ୍ତି ସେଲିବ୍ରିଟି। ଏଣୁ ଉକ୍ତ ଦଳର ମ୍ୟାଚ୍‌ ସମୟରେ କଳାକାରଙ୍କୁ ଦେଖିବାକୁ ମିଳିଥାଏ। ପଞ୍ଜାବରୁ ପ୍ରିତି ଜିଣ୍ଟା ହୁଅନ୍ତୁ...

ବିରାଟ-ଗାଭାସ୍କର ବିବାଦକୁ ଡେଇଁଲେ ଅକ୍‌ରମ୍‌; କୋହଲିଙ୍କୁ କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୭।୫: ନିକଟରେ ଦେଖାଦେଇଥିବା ବିରାଟ କୋହଲି ଏବଂ ସୁନୀଲ ଗାଭାସ୍କରଙ୍କ ମଧ୍ୟର ବିବାଦ ମଧ୍ୟକୁ ଡେଇଁ ପଡ଼ିଛନ୍ତି ପାକିସ୍ତାନର ପୂର୍ବତନ ଅଧିନାୟକ ଓ୍ବାସିମ ଅକରମ୍‌। ବିରାଟଙ୍କୁ...

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସିଖବର

ନୂଆଦିଲ୍ଲୀ,୭।୫: ଭାରତୀୟ କ୍ରିକେଟ ଦଳର କିଛି ଖେଳାଳି ଟି-୨୦ ବିଶ୍ୱକପ ଘୋଷଣା ପରେ ଫ୍ଲପ ହୋଇଥିବାର ନଜର ଆସିଥିଲେ। କିନ୍ତୁ ବର୍ତ୍ତମାନ ଦଳ ପାଇଁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri