ଆମେରିକା ପ୍ରତିବନ୍ଧକ ବିରୋଧରେ ଲଢ଼ିବାକୁ ସଂକଳ୍ପ ନେଲେ କିମ୍‌

ସିଓଲ,୧୬।୧୦: ଆମେରିକା ଲଗାଇଥିବା ପ୍ରତିବନ୍ଧକ ବିରୋଧରେ ଲଢ଼ିବାକୁ ସଂକଳ୍ପ ନେଇଛନ୍ତି ଉତ୍ତର କୋରିଆନ ନେତା କିମ୍‌ ଜଙ୍ଗ ଅନ୍‌। ସଂକଳ୍ପ ନେବା ସହ ପ୍ରତିବନ୍ଧକ ଯୋଗୁ ଦେଶକୁ ବହୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି ବୋଲି ବୁଧବାର ଗୋଟାଏ ଧଳାଘୋଡ଼ାରେ ଚଢ଼ି କିମ୍‌ ଏଭଳି ବୟାନ ଦେଇଛନ୍ତି। ସରକାରୀ ଗଣମାଧ୍ୟମ ରିପୋର୍ଟ ଅନୁସାରେ ବୁଧବାର କିମ୍‌ଙ୍କୁ ଧଳା ଘୋଡା ଉପରେ ବସି ମାଉଣ୍ଟ ପିକ୍‌ଟୁକୁ ଯାଉଥିବାର ଦେଖିବାକୁ ମିଳିଛି। କୋରିଆର ପ୍ରାୟଦ୍ୱୀପର ଉଚ୍ଚତମ ଶୃଙ୍ଗକୁ ଉତ୍ତର କୋରିଆବାସୀ ପବିତ୍ର ବୋଲି ବିଶ୍ୱାସ କରିଥାନ୍ତି। ଉଚ୍ଚତମ ଶୃଙ୍ଗକୁ ଧଳା ଘୋଡାରେ ଗସ୍ତ କଲେ ଏହା କୌଣସି କାର୍ଯ୍ୟ କିମ୍ବା ଅପରେଶନ ଆରମ୍ଭର ସଙ୍କେତ ବୋଲି ଦର୍ଶାଇଥାଏ।

କିମ୍‌ଙ୍କ ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଫଟୋରେ କିମ୍‌ ଚଷମା ପିନ୍ଧି, ଗୋଟିଏ ଲମ୍ବା ଓ ଈଷତ୍‌ ବାଦାମୀ ରଙ୍ଗର କୋଟ୍‌ ପରିଧାନ କରି ତୁଷାର ଆବୃତ୍ତ ଶୃଙ୍ଗ ଉପରକୁ ଯାଉଥିବା ଦେଖିବାକୁ ମିଳିଛି। ଧଳାଘୋଡ଼ା ହେଉଛି ସାତ ଦଶନ୍ଧି ଧରି ଉତ୍ତର କୋରିଆ ଶାସନ କରୁଥିବା କିମ ପରିବାରର ପ୍ରଚାର ସଙ୍କେତ। ତେବେ କିମ୍‌ଙ୍କ ଏହି ଘୋଡା ଚଢ଼ାକୁ ନେଇ ଅନ୍ତର୍ଜାତୀୟ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଗଣେଶ୍ୱରଙ୍କ ବଡ଼ ବୟାନ: ସୁଜାତାଙ୍କ କଥା ଦଳ ବିଚାର କରିବ

ଭୁବନେଶ୍ୱର,୨୯।୧୨: କେନ୍ଦ୍ରାପଡ଼ା ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏକ ବଡ଼ ବୟାନ ଦେଇଛନ୍ତି। ସୁଜାତା କାର୍ତ୍ତିକେୟନଙ୍କ କଥା ଦଳ ବିଚାର କରିବ ବୋଲି ଗଣେଶ୍ୱର ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଅଟକି ରହିବ ଆପଣଙ୍କ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...

ଜାନୁଆରୀ ୧୧ ସୁଦ୍ଧା ଏହି ୩ ରାଶିର ହେବାକୁ ଯାଉଛି ବଡ଼ ପରିବର୍ତ୍ତନ, ଗ୍ରହଙ୍କ ରାଜା ‘ସୂର୍ଯ୍ୟ’ କଲେ ନକ୍ଷତ୍ର ଗୋଚର

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ, ଯାହାକୁ ସୂର୍ଯ୍ୟ ଦେବତା ଏବଂ ଗ୍ରହମାନଙ୍କର ରାଜା ଉଭୟ ଭାବରେ ବିବେଚନା କରାଯାଏ, ୨୦୨୫ରେ ତାଙ୍କର ଶେଷ ଗୋଚର ସମାପ୍ତ କରିଛି।...

କାହା ପାଇଁ ପ୍ରଭାତ ପିନ୍ଧୁଛନ୍ତି ଲାଲ ପୋଷାକ, କିଏ ସଜାଇଛନ୍ତି ତାଙ୍କୁ ନାଲି ବାବା, ସବୁ ଗୁମର ଖୋଲିଦେଲେ…

ଭୁବନେଶ୍ୱର,୨୯।୧୨: ଦେବାଶିଷ ସାମନ୍ତରାୟଙ୍କ ଆକ୍ଷେପ ଉପରେ କଡ଼ା ଜବାବ ରଖିଲେ ପ୍ରଭାତ ବିଶ୍ୱାଳ। ପ୍ରଭାତ କହିଛନ୍ତି, ମୁଁ କେଉଁଭଳିଆ ନେତା କଟକବାସୀ ଜାଣନ୍ତି। ଦେବାଶିଷଙ୍କ ନାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri