Posted inଜାତୀୟ

ପ୍ରଥମଥର ପାଇଁ ଲୋକ ସଭାରେ ଖାତା ଖୋଲିପାରିଲାନି ଲାଲୁଙ୍କ ଦଳ

ପାଟନା, ୨୪।୫: ଲୋକ ସଭା ନିର୍ବାଚନରେ ଏଥର ଖାତା ଖୋଲିପାରି ନାହିଁ ଲାଲୁ ପ୍ରସାଦ ଯାଦବଙ୍କ ନେତୃତ୍ୱଧୀନ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି)। ବିହାରରେ ମୋଦି ଲହରରେ ଭୁଷୁଡି ପଡିଛି ବିରୋଧୀ ଗଡ। ୪୦ଟି ଲୋକ ସଭା ଆସନରୁ ମୋଦିଙ୍କ ନେତୃତ୍ୱାଧୀନ ଏନଡିଏ ୪୦ଟି ଆସନରୁ ୩୦ଟିରେ ବିଜୟ ହାସଲ କରିଛି। କେବଳ ଗୋଟିଏ ସିଟ୍‌ କିଶନଗଞ୍ଜରେ କଂଗ୍ରେସ ବିଜୟ ହାସଲ କରିଛି। ସୂଚନାଯୋଗ୍ୟ, ୧୯୯୭ରେ ଆରଜେଡି ଗଠନ ହେବା ପରଠାରୁ ପ୍ରଥମଥର ପାଇଁ ଲୋକ ସଭା ନିର୍ବାଚନରେ ଖାତା ଖୋଲିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...

ନିତିନ ଗଡ଼କରୀଙ୍କୁ ଭେଟିଲେ ପ୍ରିୟଙ୍କା ଗାନ୍ଧୀ: ଆଲୋଚନାରେ ଉଠିଲା ‘ଭାଇ-ଭଉଣୀ’ କଥା

ନୂଆଦିଲ୍ଲୀ,୧୮ା୧୨: କେରଳର ବିକାଶମୂଳକ କାର୍ଯ୍ୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ଭେଟିଛନ୍ତି ୱାୟାନାଡ୍ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭାଦ୍ରା।...

ବଲାଙ୍ଗୀରରେ ଗଠନ ହେଲା ଭାଜପାର ୯୦ ଜଣିଆ ଟିମ୍‌, ସୁଦୃଢ଼ ହେବ…

ବଲାଙ୍ଗୀର,୧୮ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭାରତୀୟ ଜନତା ପାର୍ଟି ତରଫରୁ ଗୁରୁବାର ଜିଲା ସ୍ତରରେ ଏକ ବୈଠକ ପଥରଚେପା ଭାଜପା କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି। ଭାଜପା...

ବଡ଼ ଜାଲିଆତିର ଖୁଲାସା: ଗାଁରେ ଜନସଂଖ୍ୟା ୧୫୦୦, ତିନି ମାସରେ ୨୭,୦୦୦ ଶିଶୁ ଜନ୍ମ!

ମୁମ୍ବାଇ,୧୮ା୧୨: ମହାରାଷ୍ଟ୍ରର ଏକ ଛୋଟ ଗାଁରେ ଏପରି ଏକ ଘଟଣା ଘଟିଛି, ଯାହା ପ୍ରଶାସନର ନିଦ ହଜାଇ ଦେଇଛି। ୟବତମାଲ ଜିଲାର ଆର୍ନି ତହସିଲ ଅନ୍ତର୍ଗତ...

ପାରିବାରିକ ବିବାଦର କରୁଣ ପରିଣତି, ସ୍ବାମୀଙ୍କୁ ଗାମୁଛାରେ ହତ୍ୟାକଲେ ସ୍ତ୍ରୀ

ସମ୍ବଲପୁର,୧୮।୧୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଏମସିଏଲ ଜାଗୃତିବିହାର ଠାରେ ଜଣେ ଏମସିଏଲ କର୍ମଚାରୀଙ୍କୁ ତାଙ୍କ ଧର୍ମପତ୍ନୀ ତଣ୍ଟି ଚିପି ହତ୍ୟା କରିଛନ୍ତି । ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri