ଟଙ୍କାର ଅବମୂଲ୍ୟାୟନକୁ ନେଇ ଷ୍ଟକ୍‌ ବଜାର ଅସ୍ଥିର

ମୁମ୍ବାଇ,୧୯।୫: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଏବେ ଭୂ-ରାଜନୈତିକ ସ୍ତରରେ ବିବାଦ ଲାଗି ରହିଥିଲାବେଳେ ଅନ୍ତର୍ଜାତୀୟ ବଜାରରେ ତୈଳଦର ମଧ୍ୟ ବୃଦ୍ଧି ପାଇ ଚାଲିଛି। ଏହାକୁ ନେଇ ବୈଶ୍ୱିକ ଅର୍ଥନୀତି ଏବଂ ଅଭିବୃଦ୍ଧି ଧାରା…

ମମତାଙ୍କ ଆସନ ଯିବାର ୧୦ ଦିନ ଭିତରେ ଅଭିଷେକଙ୍କୁ ଦ୍ୱିତୀୟ ଝଟକା, ଶୁଭେନ୍ଦୁ ସରକାର ନେଲେ…

କୋଲକାତା,୧୯।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀ କ୍ଷମତାରୁ ବିଦାୟ ନେବାର ମାତ୍ର ୧୦ ଦିନ ମଧ୍ୟରେ, ଟିଏମସି ମହାସଚିବ ଅଭିଷେକ ବାନାର୍ଜୀଙ୍କୁ ଦ୍ୱିତୀୟ ବଡ଼ ଝଟକା ଲାଗିଛି। ନିର୍ବାଚନ ସମୟରେ ଉତ୍ତେଜନାପୂର୍ଣ୍ଣ ବୟାନ ଦେବା ଏବଂ…

୪୦ ଡିଗ୍ରୀ ଉପରେ ୧୭ ସହରର ତାପମାତ୍ରା, ଆସନ୍ତା ୫ଦିନ ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର,୧୯।୫(ବନ୍ଦନା ସେଠୀ): ପ୍ରବଳ ଗ୍ରୀଷ୍ମ ତାପରେ ଜଳୁଛି ସାରା ଓଡ଼ିଶା। ପଶ୍ଚିମରୁ ଉପକୂଳ ସବୁଠି ଅସହ୍ୟ ତାତି ସହ କଲବଲ କରୁଛି ଗୁଳୁଗୁଳି । ସକାଳ ପ୍ରାୟ ୭ଟାରୁ ତାତି ଅସହ୍ୟ ହେବା ସହ…

ଧୋନିଙ୍କୁ ନେଇ ଏମିତି କହିଲେ ସଞ୍ଜୟ ମାଞ୍ଜେରେକର, ସଭିଏଁ ଚକିତ

ଧୋନିଙ୍କୁ ନେଇ ଏମିତି କହିଲେ ସଞ୍ଜୟ ମାଞ୍ଜେରେକର, ସଭିଏଁ ଚକିତ ନୂଆଦିଲ୍ଲୀ,୧୯।୫: ସୋମବାର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳାଯିବାକୁ ଥିବା ମ୍ୟାଚ ପାଇଁ ଏମଏସ ଧୋନିଙ୍କୁ ପ୍ଲେଇଂ ଇଲେଭେନରେ ସାମିଲ କରାଯାଇପାରେ ବୋଲି ଅନେକ କଳ୍ପନାଜଳ୍ପନା କରାଯାଉଥିଲା, ବିଶେଷକରି କାରଣ ଏହା ଚେପକରେ ଚେନ୍ନାଇ ସୁପର…

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ । ଫଳରେ ଶ୍ବଶୁର…

ଅଧା ବିଶ୍ୱ ପାଇଁ ଜଳସଙ୍କଟ

ସମଗ୍ର ପରିବେଶ ଓ ପାଣିପାଗ ଏକ ବଡ଼ ବିପର୍ଯ୍ୟୟକୁ ସାମ୍ନା କରିବା ପାଇଁ ଯାଉଛି। ଆମ୍ଭମାନଙ୍କର କାର୍ଯ୍ୟକଳାପ ଯୋଗୁ ସାରା ବିଶ୍ୱ ବର୍ତ୍ତମାନ ଅସନ୍ତୁଳନର ଗୋଟାଏ ବିପଜ୍ଜନକ ପର୍ଯ୍ୟାୟରେ ପ୍ରବେଶ କରିଛି ବୋଲି ବୈଜ୍ଞାନିକ…

ତୃଷାର୍ତ୍ତକୁ ପାଣି ମନା

ଉତ୍ତରପ୍ରଦେଶର କାନପୁର ଅଞ୍ଚଳର ଏକ ଗ୍ରାମରେ ଜଣେ ୧୬ ବର୍ଷୀୟ ଦଳିତ ବାଳକ କ୍ଷେତରେ କାମ କରୁଥିଲେ। ଘଟଣାଟି ୨ ମେ’ର। ତାଙ୍କୁ ଅତ୍ୟଧିକ ଶୋଷ ଲାଗିବାରୁ ସେ ଉଚ୍ଚଜାତିର ବ୍ୟକ୍ତିଙ୍କ ଘର ସାମ୍ନାରେ ଥିବା ଏକ ସର୍ବସାଧାରଣଙ୍କ ପାଇଁ ଉଦ୍ଦିଷ୍ଟ…

ଇରାନ ସହ ଯଦି କୌଣସି ଚୁକ୍ତି ନ ହୁଏ, ତେବେ କ’ଣ କରିବେ ଟ୍ରମ୍ପ? ସେନାକୁ ଦେଲେ ଏମିତି ନିର୍ଦ୍ଦେଶ

ଓ୍ବାଶିଂଟନ,୧୯।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ମଙ୍ଗଳବାର ହେବାକୁ ଥିବା ଇରାନ ଉପରେ ଯୋଜନାବଦ୍ଧ ଆକ୍ରମଣକୁ ସେ ଅସ୍ଥାୟୀ ଭାବରେ ସ୍ଥଗିତ ରଖିଛନ୍ତି, କାରଣ ଏକ ଚୁକ୍ତିନାମାରେ ପହଞ୍ଚିବା ପାଇଁ ପ୍ରୟାସ ଜାରି ରହିଛି। ସୋମବାର ସୋସିଆଲ ମିଡିଆରେ…

ହର୍ମୁଜ୍‌ ପରିଚାଳନା କରିବ ଇରାନର ନୂଆ ସଂସ୍ଥା

ତେହରାନ୍‌,୧୯ା୫: ଇରାନ ବିରୋଧରେ ଆମେରିକା ଓ ଇସ୍ରାଏଲ୍‌ ଯୁଦ୍ଧ ଆରମ୍ଭ କରିବା ପରେ ଇନ୍ଧନ ପରିବହନର ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ତେହରାନ୍‌ ବନ୍ଦ କରି ରଖିଥିଲାବେଳେ ଜାହାଜ ଚଳାଚଳ ପାଇଁ ଅନୁମତି ଦେବାକୁ ଦେୟ ଚାହୁଁଛି। ହର୍ମୁଜ୍‌ ପରିଚାଳନା…

ପେଟ୍ରୋଲ-ଡିଜେଲ ଦର ପୁଣି ବୃଦ୍ଧି, ପାଞ୍ଚ ଦିନରେ ଦ୍ବିତୀୟ ଥର ପାଇଁ ବଢ଼ିଲା

ନୂଆଦିଲ୍ଲୀ,୧୯।୫: ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପୁଣି ଥରେ ବୃଦ୍ଧି ଘଟିଛି । ଏହା ଗତ ପାଞ୍ଚ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ମୂଲ୍ୟ ବୃଦ୍ଧି ପାଇଛି । ପେଟ୍ରୋଲର ମୂଲ୍ୟ ଲିଟର ପିଛା ୮୬ ପଇସା ବୃଦ୍ଧି ପାଇଛି,…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ପ୍ରସ୍ତାବ ନୋଟିସ: ଅପମାନଜନକ ମନ୍ତବ୍ୟ ଦେଇ…

ନୂଆଦିଲ୍ଲୀ,୧୮ା୫:ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ ହେବାକୁ ପଡ଼ିପାରେ। ପ୍ରଶ୍ନପତ୍ର ଲିକ୍‌ ପରେ ଏକ ଖବରଦାତା ସମ୍ମିଳନୀରେ ସେ ଦେଇଥିବା…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୂର୍ବରୁ କହିଥିଲେ, ଦେଶର ପ୍ରଥମ ବୁଲେଟ ଟ୍ରେନ…

ଆଶାକର୍ମୀଙ୍କ ବଢିଲା ଦରମା, ମହିଳାଙ୍କ ମାଗଣା ବସ୍‌ ଯାତ୍ରା…ସରକାରଙ୍କ ବଡ଼ ଘୋଷଣା

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ର ନୂତନ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ ଶପଥ ଗ୍ରହଣ କରିଛନ୍ତି। ଏହି ସମାରୋହରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ୟୁଡିଏଫ ସରକାର ଏହାର ପ୍ରଥମ କ୍ୟାବିନେଟ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନେଇଛି। ସତିସନ ଜନସାଧାରଣଙ୍କୁ…

ନୂଆ ମୁଖ୍ୟମନ୍ତ୍ରୀ କାନରେ ଏମିତି କିଛି କହିଦେଲେ ରାହୁଲ ଗାନ୍ଧୀ: ତା’ପରେ ତୁରନ୍ତ ଘଟିଲା…

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ରେ କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୦ ବର୍ଷର ବ୍ୟବଧାନ ପରେ କ୍ଷମତାକୁ ଫେରିଛି। ସୋମବାର ତିରୁଭାନନ୍ତପୁରମର ସେଣ୍ଟ୍ରାଲ ଷ୍ଟାଡିୟମରେ ଭି.ଡି. ସତିସନ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଶପଥ ଗ୍ରହଣ ସମାରୋହର ଏକ ବିଶେଷ…

ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା

କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ ସହାୟତା, ବସ୍‌ରେ ମାଗଣା ଯାତ୍ରା ଏବଂ ୭ମ ରାଜ୍ୟ ବେତନ କମିଶନ ଗଠନ…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା ବେଳେ ରାଜ୍ୟରେ ତେଲ ସଂକଟ ନାହିଁ ବୋଲି ସେ କହିଛନ୍ତି । ଗତ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri