ଚୋରା କୋଇଲା ବୋଝେଇ ଗାଡ଼ି ଜବତ, ଚାଳକ ଫେରାର

ଭଦ୍ରକ ଅଫିସ/ପଦ୍ମପୁର,୧୮।୧୦(ଡି.ଏନ୍‌.ଏ.): ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ ଫାଣ୍ଡି ପୋଲିସ ଓ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ମିଳିତ ଚଢ଼ାଉ କରି ଶୁକ୍ରବାର ଭୋର ସମୟରେ ଏକ ଚୋରା କୋଇଲା ଗାଡ଼ିି(ଓଆର୍‌-୩୪ଡି ୯୬୨୯)କୁ ଜବତ କରିଛନ୍ତି। ପୋଲିସକୁ ଦେଖି ଗାଡ଼ି ଚାଳକ ନିକଟସ୍ଥ ଧାନ ବିଲକୁ ଦୌଡ଼ି ପଳାଇଥିଲେ। ଗାଡ଼ିରେ ୫୦ ବସ୍ତାରୁ ଊର୍ଦ୍ଧ୍ୱ କୋଇଲା ଥିବା ବେଳେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ତେବେ ଗାଡ଼ିଟି ତିହିଡ଼ି ଆଡ଼କୁ ଯାଉଥିବା ବେଳେ ସେରପୁର କୁଣ୍ଡି ଛକ ନିକଟରେ ପୋଲିସ ହାତରେ ଧରା ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଯାଉଥିଲେ ଯୁବକ, ଅଗରୁ ଜଗି ରହିଥିଲେ ଦୁର୍ବୃତ୍ତ: ପେଟରେ ଛୁରି ପୁରାଇ …

ଆସିକା,୧୧।୧୨(ସୁରେନ୍ଦ୍ରନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଗବନଳା-ଅତରଙ୍ଗ ରାସ୍ତା ତତରାନାଳ ନିକଟରେ ଜଣେ ଯୁବକଙ୍କୁ ସଙ୍ଘ ବଧ୍ୟ ଆକ୍ରମଣ ହୋଇଛି। ଦୁର୍ବୃତ୍ତ ଛୁରିରେ...

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ଅସହ୍ୟ, ଅସମ୍ଭାଳ  ହୋଇପଡ଼ିଲାଣି ଶୀତ: ଥରୁଛି  ଓଡ଼ିଶାର କଶ୍ମୀର 

ଦାରିଙ୍ଗବାଡି,୧୧।୧୨ (ଅରୁଣ ସାହୁ ): ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଏବେ ଶୀତ ଯେମିତି ଦାଉ ସାଧୁଛି ।ଏଭଳି ସ୍ଥିତି...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଚନ୍ଦାହାଣ୍ଡି ଧରିତ୍ରୀ ଖବରଦାତା ଦିଲୀପ ଦାସଙ୍କ ପରଲୋକ

ନବରଙ୍ଗପୁର,୧୧।୧୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍‌ ଧରିତ୍ରୀ ଖବରଦାତା ଦିଲୀପ ଦାସ (୫୪)ଙ୍କ ବୁଧବାର ସକାଳ ୯ଟାରେ ପରଲୋକ ଘଟିଛି। ସେ ୨୦୦୯ରୁ ଧରିତ୍ରୀ ଖବରଦାତାଭାବେ...

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri