ସ୍ମିତାରାଣୀଙ୍କୁ ମାରି ଟାଙ୍ଗି ଦିଆଯାଇଛି: ସୁର

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ସ୍ମିତାରାଣୀଙ୍କୁ ଦିନ ଦ୍ୱିପ୍ରହରରେ ମାରି ଟାଙ୍ଗି ଦିଆଯାଇଛି। ଘଟଣାର ସିବିଆଇ ତଦନ୍ତ କରାଗଲେ ପ୍ରକୃତ ସତ ସମ୍ମୁଖକୁ ଆସିବ। ହତ୍ୟାକାରୀଙ୍କୁ ତୁରନ୍ତ ଧରି ଦଣ୍ଡ ଦିଆଯାଉ। ଏହି ସରକାରଙ୍କ ଅମଳରେ ମହିଳା ଏବଂ ନାବାଳିକା ସୁରକ୍ଷିତ ନାହାନ୍ତି। ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ନେଇ ଶନିବାର ଏଭଳି ପ୍ରତିକ୍ରିୟା ରଖିଛନ୍ତି କଂଗେସ ବିଧାୟକ ସୁର ରାଉତରାୟ।

ପ୍ରକାଶଯୋଗ୍ୟ, ସ୍ମିତାରାଣୀଙ୍କୁ ହତ୍ୟା କରାଯାଇଥିବା ତାଙ୍କ ବାପା ଏବଂ ସ୍ବାମୀ ଅଭିଯୋଗ କରିଥିବା ବେଳେ ସେମାନଙ୍କୁ ରାଜ୍ୟ ଭାଜପା ଏବଂ କଂଗ୍ରେସ ପକ୍ଷରୁ ପୃଥକ୍‌ ଟିମ୍‌ ଭେଟି ସମବେଦନା ଜଣାଇଛନ୍ତି। ଏଥିସହ ଭାଜପା ଓ କଂଗ୍ରେସ ଟିିମ୍‌ ଯାଜପୁର ଏସ୍‌ପିଙ୍କୁ ଭେଟି ତଦନ୍ତ ସମ୍ପର୍କରେ ପଚାରି ବୁଝିଛନ୍ତି। ଏହି ମୃତ୍ୟୁ ମାମଲାକୁ ନେଇ ପ୍ରଥମେ କଂଗ୍ରେସ ଏବଂ ଏବେ ଭାଜପା ସିବିଆଇ ତଦନ୍ତ କରାଯାଉ ବୋଲି ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ଅପରାଧିକ ମାମଲା, ସବୁଠାରୁ ଏହି ପ୍ରାର୍ଥୀଙ୍କ ନାଁରେ ରହିଛି ଅଧିକ

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ...

ସବୁଠାରୁ ଗରିବ ପ୍ରାର୍ଥୀ, ପାଖରେ ଅଛି ଏତିକି ଟଙ୍କା, ଏଡିଆର ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ...

ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

ଭୁବନେଶ୍ୱର,୬।୫: କାଳବୈଶାଖୀ ପବନ ଯୋଗୁ ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର। ଯାହା ପରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରକୁ ଝାରସୁଗୁଡ଼ା ନିଆଯାଇଛି। ସେଠାରେ ସୁରକ୍ଷିତ...

ଆଦୌ ପାଠ ପଢିନାହାନ୍ତି ୪ ପ୍ରାର୍ଥୀ, ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ...

୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା! ଆଜି ପାଇଁ ୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୬।୫: ଆଜିଠୁ ରାଜ୍ୟବାସୀଙ୍କୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ଏ ନେଇ ପୂବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ,...

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

Video: ମୋଦିଙ୍କ ଦୃଢ଼ୋକ୍ତି ପରେ ନବୀନଙ୍କ କାଉଣ୍ଟର: ‘ଦିନରେ ସ୍ବପ୍ନ ଦେଖୁଛି ଭାଜପା’

ଭୁବନେଶ୍ୱର,୬।୫: ଓଡ଼ିଶାରେ ଭାଜପା ସରକାର ନେଇ ପ୍ରଧାନମନ୍ତ୍ରୀଙ୍କ ଦୃଢ଼ୋକ୍ତି ପରେ ଭିଡିଓ ଜାରି କରି କାଉଣ୍ଟର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ”ବହୁତ ଦିନ ହେଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri