ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ ଖୋଲାଖୋଲି ପକ୍ଷପାତ ଢଙ୍ଗରେ କାର୍ଯ୍ୟ କରିବା…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ ହୋଇଥିବାବେଳେ ଅନ୍ୟ ଜଣେ ଜୀବନ ସହ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର ଏନଏନଏମଏସ୍‌ ଆପ୍‌ରେ ଅପ୍‌ଲୋଡ ହେଉଥିବା ଫଟୋ…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ ଥାନା ପୋଲିସ କୋର୍ଟଚାଲାଣ କରିଛି ।…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ ଜଣେ ଯୁବକ ବଳପୂର୍ବକ ଅପହରଣ କରିନେଇଥିବା…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା ନାବାଳିକାଙ୍କ ମା’ଙ୍କ ଅଭିଯୋଗ ଆଧାରରେ ପୋଲିସ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ ଦେଢ଼ମାସ ଧରି ଚାଲିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କୁ କିଭଳି ମୌଳିକ ସୁବିଧା ସୁଯୋଗ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ ନ୍ୟୁଜିଲାଣ୍ଡର ମାଇକେଲ ବ୍ରେସୱେଲ୍ ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟରୁ ବାଦ୍ ପଡ଼ିଛନ୍ତି। ଅନ୍ୟପଟେ, ନାମିବିଆ ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ (PCB)କୁ କିଛି ଗୁପ୍ତ ସୁବିଧା ବା ‘କନସେସନ’ ଦେବାକୁ ପ୍ରତିଶ୍ରୁତି ଦେବା ପରେ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ ଏବେ ଯେକୌଣସି ଆପତ୍ତିଜନକ ବିଷୟବସ୍ତୁକୁ ମାତ୍ର ୩ ଘଣ୍ଟା ମଧ୍ୟରେ ହଟାଇବାକୁ ପଡ଼ିବ।…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’କୁ ନେଇ ସଂସଦରୁ ରାଜପଥ ପର୍ଯ୍ୟନ୍ତ ବିବାଦ ତେଜିବାରେ…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି ଟଙ୍କାର ୨୩ଟି ଶିଳ୍ପ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ରାଜ୍ୟରେ…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ ଚାଲାଣ ପଇଠ କରିବାକୁ ପଡ଼ିବ। ଏକ ଜନସ୍ୱାର୍ଥ ମାମଲା (PIL) ର ଶୁଣାଣି…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ ଅନେକ କର୍ମଚାରୀଙ୍କ ଖାତାକୁ ଏକା ସାଙ୍ଗରେ ଲକ୍ଷାଧିକ ଟଙ୍କା ଆସିବାକୁ ଯାଉଛି। ଯାହାକୁ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି ବାରାବଙ୍କିଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗୀ ସ୍ପଷ୍ଟ କରିଛନ୍ତି ଯେ। ଯେଉଁମାନେ ଏଭଳି…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର ଟଙ୍କାରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ଆୟୁଷ ଡାକ୍ତରମାନଙ୍କ ସର୍ବନିମ୍ନ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri