ହାତୀ ଉପଦ୍ରବ, ଧାନ ଫସଲ ନଷ୍ଟ

 

ଦଶପଲ୍ଲା,୨୦ା୧୦(ଡି.ଏନ୍‌.ଏ.): ଦଶପଲ୍ଲା ବ୍ଲକ ତେଣ୍ଡାବାଡ଼ି ପଞ୍ଚାୟତର ବରସାହି ଅଞ୍ଚଳରେ ହାତୀ ଉପଦ୍ରବ ଯୋଗୁ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଛି। ହାତୀ ଉପସ୍ଥିତି ନେଇ ଜନସାଧାରଣ ଭୟଭୀତ ହୋଇପଡ଼ିଛନ୍ତି। ହାତୀପଲ ଗ୍ରାମର ସୁବାସ ନାୟକ ଓ କୃଷ୍ଣଚନ୍ଦ୍ର ମୁଦୁଲିଙ୍କ ଏକ ଏକର ଲେଖାଏ ଧାନ ଫସଲ ନଷ୍ଟ କରିଛନ୍ତି। କ୍ଷତିପୂରଣ ପାଇଁ ସେମାନେ ବନ ବିଭାଗକୁ ଅବଗତ କରାଇଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ନିକଟସ୍ଥ ଜଙ୍ଗଲରୁ ଧାନ ବିଲକୁ ଆସି ଖାଇବା ସହ ଦଳିଚକଟି ନଷ୍ଟ କରୁଥିବା ଜଣାଯାଇଛି। ବନ ବିଭାଗ ତରଫରୁ ହାତୀ ଘଉଡାଇବା ପାଇଁ ଉଦ୍ୟମ ଚାଲିଥିବା ବନପାଳ ମନୋଜ ପ୍ରଭାକର ସାହୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri