Posted inଖେଳ

ବ୍ରାଡ୍‌ମ୍ୟାନଙ୍କ ୭୧ ବର୍ଷର ରେକର୍ଡକୁ ଟପିଲେ ରୋହିତ୍‌

ରାଞ୍ଚତ୍, ୨୧।୧୦- ଭାରତୀୟ ଷ୍ଟାର୍‌ ବ୍ୟାଟ୍ସମ୍ୟାନ ରୋହିତ୍‌ ଶର୍ମା (୨୧୨ ରନ) କ୍ୟାରିୟରର ପ୍ରଥମ ଟେଷ୍ଟ ଦ୍ୱିଶତକ ହାସଲ କରିବା ଅବସରରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛନ୍ତି। ଘରୋଇ ମାଟିରେ ସର୍ବାଧିକ ଟେଷ୍ଟ ଆଭରେଜ ହାସଲ କରିବାରେ ସେ ଅଷ୍ଟ୍ରେଲିଆର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସାର୍‌ ଡନ୍‌ ବ୍ରାଡ୍‌ମ୍ୟାନଙ୍କ ନାମରେ ରହିଥିବା ୭୧ ବର୍ଷର ରେକର୍ଡକୁ ପଛରେ ପକାଇ ଦେଇଛନ୍ତି। ଘରୋଇ ମାଟିରେ ଅତିକମ୍‌ରେ ୧୦ଟି ଟେଷ୍ଟ ଇନିଂସ ଖେଳି ସର୍ବାଧିକ ଆଭରେଜ ହାସଲ କରିବାରେ ଏବେ ରୋହିତ୍‌ ତାଲିକାର ଶୀର୍ଷରେ ରହିଛନ୍ତି। ଘରୋଇ ମାଟିରେ ରୋହିତ୍‌ ବର୍ତ୍ତମାନ ସୁଦ୍ଧା ୧୮ ଟେଷ୍ଟ ଇନିଂସରୁ ୧୨୯୮ ରନ୍‌ ସଂଗ୍ରହ କରିଛନ୍ତି। ତାଙ୍କ ଆଭରେଜ ୯୯.୮୪ ରହିଛି। ଏହି ତାଲିକାର ୨ୟ ସ୍ଥାନରେ ବ୍ରାଡ୍‌ମ୍ୟାନ (୯୮.୨୨) ରହିଛନ୍ତି। ବ୍ରାଡ୍‌ମ୍ୟାନ ୫୦ ଟେଷ୍ଟ ଇନିଂସରୁ ୪୩୨୨ ରନ କରିଛନ୍ତି। ଯଦି ପରବର୍ତ୍ତୀ ଘରୋଇ ଟେଷ୍ଟ ମ୍ୟାଚ୍‌ରେ ରୋହିତ୍‌ ବଡ଼ ସ୍କୋର କରିବାରେ ବିଫଳ ହୁଅନ୍ତି ତେବେ ଶୀର୍ଷ ସ୍ଥାନ ହରାଇବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri