Posted inଜାତୀୟ

ପିଇବା ପାଣି ପାଇଁ ହିଂସାକାଣ୍ଡ: ୧୨ ରାଜ୍ୟରେ ଗଡ଼ିଛି ୫୦ ମୁଣ୍ଡ; ମଧ୍ୟପ୍ରଦେଶ-ମହାରାଷ୍ଟ୍ରରେ ସର୍ବାଧିକ

ନୂଆଦିଲ୍ଲୀ,୨୩।୧୦: ପିଇବା ପାଣି ଏବେ ମୁଖ୍ୟ ସମସ୍ୟା ଭାବେ ଦେଖାଦେଇଛି। ଏହାକୁ ନେଇ ୨୦୧୭ରେ ଦେଶର ୧୨ଟି ରାଜ୍ୟରେ ୫୦ ଜଣଙ୍କୁ ହତ୍ୟା କରାଯାଇଥିବା ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ(ଏନ୍‌ସିଆର୍‌ବି) ପକ୍ଷରୁ ପ୍ରକାଶ ପାଇଥିବା ଏକ ରିପୋର୍ଟରେ ଦର୍ଶାଯାଇଛି। ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ର ଏହି ତାଲିକାରେ ଏକ ନମ୍ବର ସ୍ଥାନରେ ରହିଛନ୍ତି। ପିଇବା ପାଣି ପାଇଁ ଘଟିଥିବା ହିଂସାକାଣ୍ଡରେ ମଧ୍ୟପ୍ରଦେଶରେ ୧୪ ଏବଂ ମହାରାଷ୍ଟ୍ରରେ ୧୪ ଜଣ ଲୋକଙ୍କୁ ହତ୍ୟା କରାଯାଇଛି। ସେହିପରି ଗୁଜରାଟ, ପଞ୍ଜାବ, ବିହାର, କର୍ନାଟକ, ଉତ୍ତରପ୍ରଦେଶ, ଛତିଶଗଡ଼, ହିମାଚଳପ୍ରଦେଶ, ଜମ୍ମୁ-କଶ୍ମୀର, ତାମିଲନାଡୁ ଏବଂ ତେଲେଙ୍ଗାନାରେ ୨୨ ଜଣଙ୍କୁ ହତ୍ୟା କରାଯାଇଛି। ଜଳ ସଙ୍କଟ ଯୋଗୁ ଏସବୁ ରାଜ୍ୟରେ ଅଧିକାଂଶ ସମୟରେ ହଂସାକାଣ୍ଡ ଘଟୁଥିବା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଏବରେଲି, ଆମେଠିରୁ କିଏ ହେବେ ପ୍ରାର୍ଥୀ? ଆଜି ରାତି ସୁଦ୍ଧା ପ୍ରିୟଙ୍କା, ରାହୁଲ ନେବେ ଶେଷ ନିଷ୍ପତ୍ତି

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ୨୦୨୪ ତୃତୀୟ ପର୍ଯ୍ୟାୟ ଭୋଟ ମେ’ ୭ରେ ଅନୁଷ୍ଠିତ ହେବ। କିନ୍ତୁ ଆଜିକାଲି ପଞ୍ଚମ ପର୍ଯ୍ୟାୟ (ମେ ୨୦)ରେ ମତଦାନ...

ରାଏବରେଲି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ଘୋଷଣା କରିଛି। ଭାଜପା ଦୀନେଶ ପ୍ରତାପ...

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ ସମସ୍ତ ରାଜ୍ୟରେ ପ୍ରସ୍ତୁତ ମସଲାର ହେବ ଯାଞ୍ଚ

ନୂଆଦିଲ୍ଲୀ,୨।୫: ଭାରତୀୟ ମସଲା ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟକୁ ନେଇ ଉଠିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟର ସରକାରଙ୍କୁ ଏକ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ...

ଅଶ୍ଲୀଳ ଭିଡିଓ ମାମଲାରେ ଗିରଫ ହୋଇପାରନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି: ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି

ନୂଆଦିଲ୍ଲୀ,୨।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭାନ୍ନାଙ୍କୁ ଗିରଫ କରିବା ପାଇଁ ନୋଟିସ ଜାରି କରାଯାଇଛି। ଏହି ମାମଲା...

ବ୍ରିଜ ଭୁଷଣ ନୁହେଁ ପୁଅ କରଣ ଭୁଷଣ ସିଂଙ୍କୁ ଟିକେଟ ଦେଲା ଭାଜପା!

ନୂଆଦିଲ୍ଲୀ,୨।୫: ଉତ୍ତର ପ୍ରଦେଶର ଏକ ଉଚ୍ଚ ପ୍ରୋଫାଇଲ ଆସନ ମଧ୍ୟରୁ ଗୋଣ୍ଡା ଜିଲାର କେସରଗଞ୍ଜ ଆସନରେ ଭାଜପା ପ୍ରାର୍ଥୀଙ୍କ ଉପରେ ସସପେନ୍ସ ଶେଷ ହେବା ପରି...

ଏପଟେ କଂଗ୍ରେସ ହାରୁଛି, ସେପଟେ ପାକିସ୍ତାନ କାନ୍ଦୁଛି, କାହିଁକି ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨।୫: ଗୁରୁବାର ଗୁଜୁରାଟର ଆନନ୍ଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ସେ କଂଗ୍ରେସ ଦଳକୁ କଡା...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ହାଇକୋର୍ଟରେ ଏମିତି ଦାବି କଲେ ସିସୋଡିଆ, ଜଜ କହିଲେ କାଲିକି ଆସନ୍ତୁ…

ନୂଆଦିଲ୍ଲୀ,୨।୫: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ପୁଣିଥରେ ଦିଲ୍ଲୀ ହାଇକୋର୍ଟରେ ହାଜର ହୋଇଛନ୍ତି। ଦିଲ୍ଲୀର ମଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri