ପଞ୍ଚାୟତ ନିର୍ବାଚନ ପାଇଁ ପାଗଭିଡ଼ା, ଭାଜପାରେ ସାମିଲ ହେଲେ ବହୁ….

ଗଞ୍ଜାମ,୧୩ା୫ (ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନ ମଣ୍ଡଳୀର ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ବଳରାମଚନ୍ଦ୍ର ପୁର ଗ୍ରାମର ନୀଳକଣ୍ଠେଶ୍ଵର ମନ୍ଦିର ପ୍ରାଙ୍ଗଣରେ ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ବିଧାୟକ…

ବାସନ ଧୋଉଥିଲେ ମହିଳା, ଟାଣିନେଲା କୁମ୍ଭୀର, ଦୀର୍ଘ ସମୟ ଲଢ଼େଇ ପରେ…

ମହାକାଳପଡ଼ା,୧୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଦଳିଛି ସରକାର। ବଦଳିନି ଜଙ୍ଗଲଘେରୀ ଶବରପଡ଼ାର ଚିତ୍ର। ଏମିତି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ପେଟଛେଲା ପଞ୍ଚାୟତ ସ୍ଥାନୀୟ ଜଙ୍ଗଲଘେରି ଗାଁରେ। …

ପ୍ରତୀକ ଯାଦବଙ୍କ ମୃତ୍ୟୁକୁ ନେଇ ବଡ଼ ଖୁଲାସା, ପୋଷ୍ଟମର୍ଟମ ରିପୋର୍ଟ….

ଲକ୍ଷ୍ନୌ,୧୩।୫: ଭାଜପାର ନେତ୍ରୀ ଏବଂ ମହିଳା କମିଶନର ଉପାଧ୍ୟକ୍ଷ ଅପର୍ଣ୍ଣା ଯାଦବଙ୍କ ସ୍ୱାମୀ ପ୍ରତୀକ ଯାଦବଙ୍କ ପୋଷ୍ଟମର୍ଟମ୍ ରିପୋର୍ଟ ସାମ୍ନାକୁ ଆସିଛି । ରିପୋର୍ଟରେ ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ସାନ ଭାଇଙ୍କ…

ବସ୍‌ରେ ଯାତ୍ରା କରିବେ ନୀତିନ ଗଡକରୀ, ମୋଦିଙ୍କ ଅପିଲ ପରେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ଼୍ବାନ ପରେ, କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଇନ୍ଧନ ସଂରକ୍ଷଣ ପାଇଁ, ଗଡକରୀ ତାଙ୍କର ସରକାରୀ କାଫଲାର ଆକାର ହ୍ରାସ କରିବେ ଏବଂ…

ରାଜଧାନୀରେ ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର, ରୁମକୁ ଡାକି ପୁରୁଷ ବନ୍ଧୁ…..

ଭୁବନେଶ୍ବର,୧୩ା୫ : ରାଜଧାନୀ ଭୁବନେଶ୍ବରରୁ ପୁଣି ଥରେ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଘରୋଇ ଇଞ୍ଜେନିୟରିଂ କଲେଜ ଛାତ୍ରୀଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି। ଇନଫୋଭାଲି ଥାନା ଅଞ୍ଚଳ ଏକ…

ସରକାରୀ ଓଜନ କଣ୍ଟାରେ ଲାଗିଲା ନିଆଁ: ଜଳିଗଲା ଗୁରୁତ୍ୱପୂର୍ଣ୍ଣ ନଥିପତ୍ର

କେନ୍ଦୁଝର,୧୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଡ଼କାଳିମାଟିତଠାରେ ଥିବା ସରକାରୀ ଓଜନ କଣ୍ଟାରେ ବୁଧବାର ନିଆଁ ଲାଗିଯିବାରୁ ଏହା ଭିତରେ ଥିବା ବହୁ କାଗଜପତ୍ର ଓ ଅନ୍ୟାନ୍ୟ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି।…

ପ୍ରଧାନମନ୍ତ୍ରୀଙ୍କ କଥା ମାନିଲେ ମୁଖ୍ୟମନ୍ତ୍ରୀ, କମାଇଲେ ବ୍ୟକ୍ତିଗତ ସୁରକ୍ଷା ଗାଡ଼ି ସଂଖ୍ୟା, ରାଜ୍ୟବାସୀଙ୍କୁ ଆହ୍ବାନ ଦେଇ…

ଭୁବନେଶ୍ୱର,୧୩ା୫: ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁ ସମଗ୍ର ବିଶ୍ୱରେ ଦେଖାଦେଇଥିବା ତୈଳ ସଂକଟ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ବିଭିନ୍ନ ଖର୍ଚ୍ଚକାଟ, ବିଶେଷକରି ପେଟ୍ରୋଲ ବ୍ୟବହାର କମ୍‌ କରିବାକୁ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ ଏହି…

ତେଲ ସଂକଟ: ୨୯ ରୁଟ୍‌ ପାଇଁ ବିମାନ ଉଡ଼ାଣରେ ଲାଗିଲା କଟକଣା

ନୂଆଦିଲ୍ଲୀ,୧୩ା୫: ତେଲ ସଂକଟ ନେଇ ଉଡ଼ାଣ କମ୍‌ ପାଇଁ ସୂଚନା ଜାରି କରିଛି ଏୟାର ଇଣ୍ଡିଆ। ୨୯ଟି ଅନ୍ତର୍ଜାତୀୟ ରୁଟ୍‌ରେ ଉଡ଼ାଣ କମ୍‌ ଓ ବାତିଲ ନେଇ ସୂଚନା ଦେଇଛି। ଜୁନ୍‌ରୁ ଅଗଷ୍ଟ ମଧ୍ୟରେ କଟକଣା ନେଇ ବିଧିବଦ୍ଧ ସୂଚନା ଦେଇଛି…

ଚାଷୀଙ୍କ ପାଇଁ ଖୁସି ଖବର, ଧାନର MSP ବଢ଼ାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୩ା୫: କେନ୍ଦ୍ର କ୍ୟାବିନେଟର ବୈଠକରେ ଚାଷୀ, ଭିତ୍ତିଭୂମି ଏବଂ ଶକ୍ତି କ୍ଷେତ୍ର ସହ ଜଡିତ ଅନେକ ପ୍ରମୁଖ ନିଷ୍ପତ୍ତିକୁ ମଞ୍ଜୁରୀ ମିଳିଛି । ୨୦୨୬-୨୭ ଖରିଫ ଋତୁ ପାଇଁ ସର୍ବନିମ୍ନ ସହାୟକ ମୂଲ୍ୟ (MSP) ବୃଦ୍ଧିକୁ କ୍ୟାବିନେଟ୍ ଅନୁମୋଦନ କରିଛି ।…

ପଶ୍ଚିମବଙ୍ଗର କେଉଁ ଆସନ ଛାଡ଼ିଲେ, କେଉଁ ଆସନ ରଖିଲେ ନିଜେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ…

କୋଲକାତା,୧୩ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ବିଧାନସଭା ନିର୍ବାଚନରେ ନନ୍ଦୀଗ୍ରାମ ଏବଂ ଭବାନୀପୁର ଉଭୟ ଆସନରେ ବିଜୟୀ ହୋଇଥିଲେ, ଯାହା ପରେ ତାଙ୍କୁ ଗୋଟିଏ ଆସନ ଛାଡ଼ିବାକୁ ପଡ଼ିଛି। ସେ ନନ୍ଦୀଗ୍ରାମ ଆସନ ଛାଡ଼ିଛନ୍ତି ଏବଂ ଭବାନୀପୁରର ବିଧାୟକ ରହିବେ। ସେ…

CBSEର ଦ୍ୱାଦଶ ପରୀକ୍ଷା ରେଜଲ୍ଟ ପ୍ରକାଶ

ନୂଆଦିଲ୍ଲୀ,୧୩ା୫: ବୁଧବାର ପ୍ରକାଶ ପାଇଛି CBSE ଦ୍ୱାଦଶ ପରୀକ୍ଷା ରେଜଲ୍ଟ। results.cbse.nic.inରେ ରେଜଲ୍ଟ ଉପଲବ୍ଧ। ଡିଜିଲକର୍‌ ଓ ଉମଙ୍ଗ ଆପ୍‌ରେ ମଧ୍ୟ ଛାତ୍ରୀଛାତ୍ର ରେଜଲ୍ଡ ଦେଖିପାରିବେ। ୧୮.୫ ଲକ୍ଷରୁ ଊର୍ଦ୍ଧ୍ବ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ । ସେଥିମଧ୍ୟରୁ ୧୦ ଲକ୍ଷରୁ ଊର୍ଦ୍ଧ୍ବ…

ବଢିବ ପେଟ୍ରୋଲ ଦାମ୍‌! RBI ଗଭର୍ନର ଦେଲେ ବଡ଼ ସଙ୍କେତ

ନୂଆଦିଲ୍ଲୀ,୧୩।୫: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ଭାରତର ଅର୍ଥନୀତି ଉପରେ ମଧ୍ୟ ଦେଖାଯାଉଛି। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଗଭର୍ନର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯଦି ଏହି ଉତ୍ତେଜନା ଦୀର୍ଘ ସମୟ ପାଇଁ ଜାରି ରହେ, ତେବେ…

ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌: ଉତ୍ତ୍ୟକ୍ତ ଲୋକେ ଭାଙ୍ଗିଲେ…

ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌: ଉତ୍ତ୍ୟକ୍ତ ଲୋକେ ଭାଙ୍ଗିଲେ…

ଭୁବନେଶ୍ୱର,୧୩।୫: ଭୁବନେଶ୍ବରରେ ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ବାଇକ ଆରୋହୀଙ୍କୁ ପଛରୁ ଧକ୍କା ଦେଲା, ତାଙ୍କ ଅବସ୍ଥା ଗୁରୁତର ହୋଇଛି। ଜୟଦେବବିହାର ଓ ଆଚାର୍ଯ୍ୟବିହାର ମଧ୍ୟରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି। ଅନ୍ୟପକ୍ଷେ ଉତ୍ତ୍ୟକ୍ତ ଲୋକେ…

ଏନ୍‌ଇଇଟି ବାତିଲ

ମେଡିକାଲ, ଇଞ୍ଜିନିୟରିଂ ଭଳି ଅତି ପ୍ରତିଦ୍ୱନ୍ଦ୍ୱିତାମୂଳକ ପ୍ରବେଶିକା ପରୀକ୍ଷାରେ ବାରମ୍ବାର ଅନିୟମିତତା ଦେଖାଦେବା ଦେଶର ଶିକ୍ଷା ବ୍ୟବସ୍ଥା ଓ ପରିଚାଳନା ସହିତ ଶିକ୍ଷା ମନ୍ତ୍ରଣାଳୟର ଅପାରଗତାକୁ ବାରମ୍ବାର ପଦାରେ ପକାଉଛି। ସଦ୍ୟ ଘଟଣା ହେଲା ୩ ମେ’ ୨୦୨୬ରେ ସର୍ବଭାରତୀୟ ସ୍ତରରେ…

ସୁନା-ରୁପାକୁ ନେଇ କେନ୍ଦ୍ର ସରକାର କଲେ ବଡ଼ ଘୋଷଣା: ମୋଦିଙ୍କ ଅପିଲ ପରେ…

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ନାଗରିକମାନଙ୍କୁ ଅତି କମରେ ଗୋଟିଏ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ନିବେଦନ କରିଛନ୍ତି। ଏହି ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ସରକାର ସୁନା ଏବଂ ରୂପା ସମେତ ମୂଲ୍ୟବାନ ଧାତୁ ଉପରେ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣା ପ୍ରଶ୍ନ ଶୁଣି ଏମିତି ପ୍ରତିକ୍ରିୟା ଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୩ା୫(ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ହେବା ଘଟଣାକୁ ନେଇ ଦେଶବ୍ୟାପୀ ଛାତ୍ରୀଛାତ୍ରମାନେ ଜୋର୍‌ଦାର ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାଦ୍ୱାରା ଦେଶର ୨୨ ଲକ୍ଷରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀଙ୍କ ପରିଶ୍ରମ ଏବଂ ଭବିଷ୍ୟତ ସହ ବିଶ୍ୱାସଘାତକତା ହୋଇଥିବା ଚର୍ଚ୍ଚା ହେଉଛି। ଚଳିତ ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ହେବା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri