୮୯ ବଛ୍‌ରିଆ ବୁରୁଧ୍‌ ଭତାରୁ ବଁଚିତ୍‌

ମନମୁଣ୍ଡା, ୨୪।୧୦ (ଡି.ଏନ.ଏ)-
ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ବିଲାସପୁର ପଁଚେତ୍‌ ଅଧୀନ ନରସିଂହପୁର ଗଁାର ଗଣ୍ଡା ପଧାନ(୮୯)। ପରିବାର କହେଲେ ମାଏକିନା ଆର ଗୁଟେ ବଲି ଝି’କେ ନେଇ ସଁସାର। ପରିବାରଟା ନିହାତି ଗରିବ। ଦୁଖ୍‌ ସୁଖ କରି ଗଣ୍ଡା ଝି’କେ ବିହାଚୁରା କରିଛନ୍‌। ଏହେଦେ ଘରେ ବୁରୁଧ୍‌ ଦମ୍ପତି ଏକଲା ରହୁଛନ୍‌। ଡୁଂଗି ଦେଖ୍‌ବାକେ କେହି ନାଇଁ। ଝି’ ବି ବହୁତ ଦୂରେ ବିହା ହେଇଛନ୍‌। ସବୁବେଲେ ଯାଆସ କରି ନାଇଁପାରବାର। ଏନ୍‌ତାଥି ବୁରୁଧ୍‌ ଦମ୍ପତି ଭତା ଆଶ୍‌ରେ ଓ୍ବାର୍ଡମେମ୍ବର, ସମିତିସଭ୍ୟ, ସରପଁଚ୍‌କୁଁ ଗୁହାରି କରି ନିରାଶ ହେଇଥିବାର କହିଛନ୍‌। ବଏସ୍‌ ଅଧ୍‌କା ଲାଗି ଗୋଡ଼ହାତ ବି ଠିକ୍‌ ସେ ନାଇଁ ଚଲବାର। ଏନ୍‌ତାଥି ଭତାର ଲାଗି କେନ୍‌କେ ନରଦିମୁ, କାହାକେ ଆର ଗୁହାରି କରମୁ। ଭତା ମିଲ୍‌ଲେ ଟିକେ ଭଲ ସେ ଚଲିପାରତୁଁ, ନାଇଁ ମିଲ୍‌ଲେ କାଣା କରମୁ ବଲି ବୁରୁଧ୍‌ ଦମ୍ପତି ମନ୍‌ଦୁଖ୍‌ କରି କହିଥିଲେ। ଜିଲାପାଳ ଇ ବୁରୁଧ୍‌ ଦମ୍ପତି ଉପରେ ଦୁରୁଷ୍‌ଟି ଦେଇ ଯେତେ ଜଲଦି ହେବା ଭତା ଯୁଗେଇ ଦେବାକେ ବୁଧିଜୀବୀ ମହଲରେ ଦାବି ହେଉଛେ।


Enter your email to get our daily news in your inbox.

All Right Reserved By Dharitri.Com

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

ଘରକୁ ଘର ବୁଲି ନିର୍ବାଚନ ପ୍ରଚାର କଲେ ଭକ୍ତ ଦାସ

କେସିଙ୍ଗା,୬।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ୯ ପଞ୍ଚାୟତରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭକ୍ତ ଚରଣ ଦାସ ଜନସମ୍ପର୍କ ପଦଯାତ୍ରା କରିବା ସହ ନିର୍ବାଚନୀ...

ମାଉସୀଙ୍କ ହାତରେ ପ୍ରସ୍ତୁତ ପୋଡ଼ ପିଠା ଖାଇ ମନ୍ଦିର ଫେରିଲେ ମା’ଠାକୁରାଣୀ

ଦାରିଙ୍ଗବାଡ଼ି,୬।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଚାଲିଥିବା ମା’ଠାକୁରାଣୀଙ୍କ ଯାତ୍ରାର ପୂର୍ଣ୍ଣାହୁତି ହୋଇଯାଇଛି। ରବିବାର ମା’ଙ୍କ ଘଟ ପରିକ୍ରମାର ଶେଷ ଦିବସ ରହିଥିବା ବେଳେ ମା’ଙ୍କୁ...

କଂଗ୍ରେସ ଗଡ଼ରେ ବିଜେଡିର ରଣହୁଙ୍କାର: ଡବଲ ଶଙ୍ଖ ଚି଼ହ୍ନରେ ଭୋଟ ଦେବାକୁ ନିବେଦନ

ଦାରିଙ୍ଗବାଡି, ୬।୫ (ଅରୁଣ ସାହୁ ):କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ୧୧ ନଂ ଜିଲାପରିଷଦ ଜୋନ ଝିଞ୍ଜିରୀଗୁଡାରେ ସୋମବାର ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।...

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri