Odisha Elections 2024

ଗଞ୍ଜାମରେ ସ୍କୁଲ ବନ୍ଦ

ବ୍ରହ୍ମପୁର ଅଫିସ/ଛତ୍ରପୁର(ଡି.ଏନ.ଏ.)୨୪।୧୦: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେଇଥିବା ଯୋଗୁଁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ଗଞ୍ଜାମ ଜିଲାରେ ବୁଧବାରଠାରୁ ପ୍ରବଳ ବର୍ଷା ହେଉଛି। ଏଥିପାଇଁ ଗଞ୍ଜାମ ଜିଲାପାଳଙ୍କ ପକ୍ଷରୁ ଗୁରୁବାର ଜିଲାର ସମସ୍ତ ବିଦ୍ୟାଳୟକୁ ବନ୍ଦ ଘୋଷଣା କରାଯାଇଛି। ଏନେଇ ଜିଲା ଶିକ୍ଷା ଅଧିକାରୀ ସନାତନ ପଣ୍ଡା ସୂଚନା ଦେଇଛନ୍ତି। ତେବେ ସ୍କୁଲ ବନ୍ଦ ରହୁଥିଲେ ମଧ୍ୟ ଶିକ୍ଷୟତ୍ରୀ ଶିକ୍ଷକମାନେ ସ୍କୁଲରେ ଉପସ୍ଥିତ ରହିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କନକବର୍ଦ୍ଧନଙ୍କ ଭବିଷ୍ୟବାଣୀ: ଏତିକି ଆସନ ସହ ଓଡ଼ିଶାରେ ସରକାର ଗଢିବ ଭାଜପା

ଭୁବନେଶ୍ୱର, ୨୬।୫: ଓଡ଼ିଶାରେ ୩ୟ ପର୍ଯ୍ୟାୟ ନିର୍ବାଚନ ସରିଛି। ଏଥର ଭାଜପା ଦୁଇ ତୃତୀୟାଂଶ ସଂଖ୍ୟା ଗରିଷ୍ଠତାରେ ସରକାର ଗଢ଼ିବାକୁ ଯାଉଛି ବୋଲି ଗଣମାଧ୍ୟମ ଏବଂ...

ମାନସିକ ସ୍ଥିତି ହରାଇ ବସିଲେଣି ମୋଦି: କାହିଁକି ଏମିତି କହିଲେ କଂଗ୍ରେସ ପ୍ରଭାରୀ

ଭୁବନେଶ୍ୱର, ୨୬।୫: ପରାଜୟ ଭୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାନସିକ ସ୍ଥିତି ହରାଇ ବସିଲେଣି। ସେଥିପାଇଁ ସେ ଅତ୍ୟନ୍ତ ନିମ୍ନରୁଚିର କଥାବାର୍ତ୍ତା କରୁଛନ୍ତି। ଆଶାରାମ ବାପୁ,...

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ପୁରୁଷୋତ୍ତମପୁର,୨୬ା୫( ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ତଥା କବିସୂର୍ଯନଗର ଥାନା ଅନ୍ତର୍ଗତ ବଡଖରିଡା କାଳେଶ୍ବର ମନ୍ଦିର ନିକଟରେ ରବିବାର ରାତିରେ ଜଣେ ଯୁବକଙ୍କୁ...

ବାଘଛାଲ ବିକ୍ରି ପାଇଁ ଚାଲିଥିଲା ଡିଲ୍‌: ଗ୍ରାହକ ସାଜି ମାଡ଼ି ବସିଲା ବନବିଭାଗ

ଖଡ଼ିଆଳ,୨୬।୫(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବନାଞ୍ଚଳ ପକ୍ଷରୁ ଚଢ଼ାଉ କରାଯାଇ ଏକ କଲରାପତରିଆ ବାଘଛାଲ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୫ଜଣଙ୍କୁ ଗିରଫ...

୧୬ ନମ୍ବର ଜାତୀୟ ରାଜପଥରେ ସିରିଜ ଦୁର୍ଘଟଣା

ଛତ୍ରପୁର୨୬।୫(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ହୁମ୍ମା ଫାଣ୍ଡି ଅଧୀନ ୧୬ ନମ୍ବର ଜାତୀୟ ରାଜପଥରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଭାରସାମ୍ୟ...

ଜଙ୍ଗଲରୁ ରାସ୍ତାକୁ ଚାଲି ଆସିଥିଲା ହରିଣ ଛୁଆ: ଆଉ ତାପରେ…

ମୋହନା,୨୬ା୫(ମନ୍ମଥ ମିଶ୍ର୍ର): ମୋହନା ସଦର ମହକୁମାର ତାରିଣୀ ମନ୍ଦିର ସାମ୍ନାରେ ଥିବା ଜଙ୍ଗଲରୁ ରାସ୍ତାକୁ ଚାଲି ଆସିଥିବା ଏକ ହରିଣ ଛୁଆକୁ କେତେକ ବୁଲା କୁକୁର...

ଯାତ୍ରୀ ଓହ୍ଲାଇବା ବେଳେ ସବାରୀ ଗାଡ଼ି ଉପରକୁ ମାଡିଗଲା ଟ୍ରକ: ଜଣେ ମୃତ, ୮ ଆହତ

ବାରିପଦା,୨୬।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅଧୀନ ଅସନଯୋଡ଼ା ନିକଟ ୧୮ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି।...

ମଧ୍ୟରାତିରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ରେମାଲ’: ବର୍ଷା, ପବନର ମୁକାବିଲା ପାଇଁ ଜିଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୨୬।୫: ପୂର୍ବ କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ରେମାଲ’ ରବିବାର ମଧ୍ୟରାତିରେ ସାଗର ଦ୍ୱୀପ ଏବଂ ବାଂଲାଦେଶର ଖେପୁପରା ମଝିରେ ବାଂଲାଦେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri