ଝିଅ ପାଇଁ ଏକାଠି ହେଲେ ଜୁହି-ସଚିନ !

ମୁମ୍ବାଇ: ଧାରାବାହିକ ‘କୁମ୍‌କୁମ୍‌’ ଯୋଗେ ଘରେ ଘରେ ଲୋକପ୍ରିୟ ହୋଇଥିବା ଜୁହି ପରମାରଙ୍କ ଜୀବନକୁ ପୁଣି ଫେରିପାରନ୍ତି ସ୍ବାମୀ ସଚିନ ଶ୍ରଫ୍‌। ନିକଟରେ ଅଲାଦିନର ସ୍ପେଶାଲ୍‌ ସ୍କ୍ରିନିଂ ଅବସରରେ ଉଭୟଙ୍କୁ ଏକା ସାଙ୍ଗରେ ଦେଖାଯାଇଥିଲା। ଫଳରେ ଅଲଗା ହେବା ପରେ ଆଉ ଥରେ ଉଭୟ ଏକାଠି ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ତେବେ ଏହାକୁ କିନ୍ତୁ ଖଣ୍ଡନ କରିଛନ୍ତି ଜୁହି। ସେମାନେ ଝିଅ ପାଇଁ ଏକାଠି ହୋଇଥିବା ପ୍ରତିକ୍ରିୟାରେ କହିଛନ୍ତି।

ମେ ୨୨ରେ ଅଲାଦିନର ସ୍ପେଶାଲ ସ୍କ୍ରିନିଂ ରଖାଯାଇଥିଲା। ଜୁହି ଓ ସଚିନ ଝିଅ ପାଇଁ ଏଠାରେ ପହଞ୍ଚିଥିଲେ। ମାତ୍ର ଉଭୟ ଗଣମାଧ୍ୟମ ପ୍ରତିନିଧିଙ୍କୁ ଦେଖି ପଛ ଗେଟ୍‌ରେ ଥିଏଟରରେ ପହଞ୍ଚିଥିଲେ। ଫିଲ୍ମ ଦେଖିବା ପରେ ଉଭୟଙ୍କୁ ଏକାଠି କ୍ୟାମେରା ସ୍ପଟ୍‌ କରିଥିଲା। ଏହାକୁ ନେଇ ଅନେକେ ପ୍ରଶ୍ନ କରିଥିଲେ। ତେବେ ସେମାନେ ପ୍ରଥମେ ପିତାମାତା ଏବଂ ପରେ ଆଉ କିଛି ବୋଲି ମତ ରଖିଥିଲେ। ଉଭୟ ସମ୍ପର୍କର ତିକ୍ତତାକୁ ଭୁଲି ଝିଅକୁ ଭଲରେ ଲାଳନପାଳନ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ଛାଡ଼ପତ୍ର ନେଇଥିଲେ ମଧ୍ୟ ଝିଅଠାରୁ ଦୂର ହୋଇନାହୁଁ ବୋଲି ସେମାନେ କହିଥିଲେ। ଏଣୁ ଉଭୟ ପୁଣି ଥରେ ଏକାଠି ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ...

୨ ବର୍ଷ ଡେଟିଂ ପରେ ଅନନ୍ୟାଙ୍କ ସହ ବ୍ରେକ୍‌ଅପ୍‌ କଲେ ଆଦିତ୍ୟ!

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅନନ୍ୟା ପାଣ୍ଡେ- ଆଦିତ୍ୟ ରୟ କପୁର। ଦୀର୍ଘ ୨ ବର୍ଷ ଧରି ଡେଟ୍‌ କରିଆସୁଥିଲେ ଦୁହେଁ।...

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ...

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ...

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri