ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ ବୋଝେଇ ଏକ ୭୦୯ ଟ୍ରକ୍‌ ଜବତ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର ସହରରେ ଏକ ଆଧାତ୍ମିକ ପରିବେଶ ସୃଷ୍ଟି…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ। ଏହି…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ମଧ୍ୟରେ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନା ଦେଖିବାକୁ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ ନୁହେଁ ବରଂ ଏ ରାଜ୍ୟର ମୁଖ୍ୟମନ୍ତ୍ରୀ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଏହି ନିଷ୍ପତ୍ତି କେବଳ ବିହାରରେ ନୁହେଁ ବରଂ ସାରା ଦେଶରେ ଏକ…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ହେବେ। ସେ ରାଜନୀତି ଉତ୍ତରାଧିକାରୀ ଭାବରେ ପାଇଥିଲେ। ସମ୍ରାଟଙ୍କ…

ଏବେ ତୁର୍କୀ ଓ କ୍ୟୁବା

ଇରାନ୍‌ ଉପରେ ଆମେରିକା ଓ ଇସ୍ରାଏଲର ଆକ୍ରମଣ ଏବଂ ନିକଟରେ ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦରେ ଶାନ୍ତି ଆଲୋଚନା ବିଫଳ ହେବା ପରେ ମଧ୍ୟପ୍ରାଚ୍ୟ ପୁନର୍ବାର ଅଶାନ୍ତ। ଇରାନ୍‌କୁ ଖୁବ୍‌ କମ୍‌ ସମୟରେ ଭୂପତିତ କରିଦେଇ ତା’ ଉପରେ ରାଜୁତି କରିବ ବୋଲି…

ଭାରତୀୟଙ୍କ ପାଇଁ ପୁଣି ବନ୍ଧୁତ୍ୱର ହାତ ବଢାଇଲା ଇରାନ, କଲା ବଡ଼ ଘୋଷଣା ଟ୍ରମ୍ପ ଚକିତ

ତେହରାନ,୧୪।୪: ହର୍ମୁଜ ପ୍ରଣାଳୀକୁ ନେଇ ସୃଷ୍ଟି ହୋଇଥିବା ଅଶାନ୍ତି ମଧ୍ୟରେ, ଭାରତ ପାଇଁ ଏକ ଖୁସି ଖବର ଆସିଛି। ତେହରାନ ସ୍ପଷ୍ଟ କରିଛି ଯେ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରୁଥିବା ଭାରତୀୟ ଜାହାଜଗୁଡ଼ିକ ଉପରେ କୌଣସି ଟୋଲ ଆଦାୟ କରାଯାଉନାହିଁ।…

ଆଜି ମହାବିଷୁବ ସଂକ୍ରାନ୍ତି, ପଣା ପିଇ ନବବର୍ଷ ପାଳିବେ ଓଡ଼ିଆ

ଭୁବନେଶ୍ବର,୧୪।୪; ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି । ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି କୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ଆଜିର ପବିତ୍ର ଦିନକୁ ନେଇ ପ୍ରତି ଓଡ଼ିଆ ଘର ଚଳଚଞ୍ଚଳ ହୋଇପଡ଼ିଛି। ଓଡ଼ିଆ ପରମ୍ପରାନୁଯାୟୀ…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବିଲ୍‌ ବାକିଥିଲେ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହେବନି

ଭୁବନେଶ୍ୱର,୧୪।୪(ସୁନିତ୍‌ ମିଶ୍ର): ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ସୋମବାର ନିର୍ଦ୍ଦେଶ ଦେଇଛନ୍ତି, ୨୦୨୬ର ପ୍ରଚଣ୍ଡ ଗ୍ରୀଷ୍ମ ସମୟରେ ମୌସୁମୀ ଆସିବା ପର୍ଯ୍ୟନ୍ତ ବକେୟା ବିଦ୍ୟୁତ୍‌ ବିଲ୍‌ ଥିଲେ ମଧ୍ୟ କୌଣସି ଘରୋଇ ଗ୍ରାହକଙ୍କ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରାଯିବ ନାହିଁ। ବିଲ୍‌…

ଘନଉଛି ବଡ଼ ଯୁଦ୍ଧ! ହର୍ମୁଜ ସମେତ ଇରାନ ବନ୍ଦରଗୁଡ଼ିକୁ ଘେରି ଗଲେଣି ଆମେରିକାର ଯୁଦ୍ଧ ବିମାନ; ଚକ୍କର କାଟୁଛି MV-22

ତେହରାନ,୧୪।୪: ଇରାନର ବନ୍ଦର ଏବଂ ସାମୁଦ୍ରିକ ଅଞ୍ଚଳ ଚାରିପାଖରେ ଅବରୋଧ ଜାରି କରିବା ପାଇଁ ଯୁକ୍ତରାଷ୍ଟ୍ର ଆମେରକିକା ୧୫ରୁ ଅଧିକ ଯୁଦ୍ଧଜାହାଜ ନିୟୋଜିତ କରିଛି; ଏହି ନୌବାହିନୀରେ USS ତ୍ରିପୋଲି (LHA 7) ଭଳି ଜାହାଜ ଅନ୍ତର୍ଭୁକ୍ତ, ଯାହା ଆରବ ସାଗରରେ…

ଭୋଟିଂ ପାଇଁ ଫିଙ୍ଗରପ୍ରିଣ୍ଟ: କେନ୍ଦ୍ର, ଇସିକୁ ଜବାବ ତଲବ

ନୂଆଦିଲ୍ଲୀ,୧୪ା୪(ପି.ଟି./ଲାଇଭ୍‌ ଲ): ଦେଶରେ ଭବିଷ୍ୟତରେ ଅନୁଷ୍ଠିତ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନଗୁଡ଼ିକରେ ମତଦାନ କେନ୍ଦ୍ରରେ ଭୋଟିଂ ଜାଲିଆତି ଏଡ଼ାଇବା ପାଇଁ ଫିଙ୍ଗରପ୍ରିଣ୍ଟ (ଅଙ୍ଗୁଳିଚିହ୍ନ) ସହ (ଆଇରିସ୍‌) ଚକ୍ଷୁପଟଳ ଆଧାରିତ ବାୟୋମେଟ୍ରିକ୍‌ ବ୍ୟବସ୍ଥା କରାଇବା ଉପରେ ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର…

୫୨ ପଇସା ଦୁର୍ବଳ ହେଲା ଭାରତୀୟ ମୁଦ୍ରା

ମୁମ୍ବାଇ,୧୪।୪:(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଭୂରାଜନୈତିକ ଉତ୍ତେଜନା ଭାରତୀୟ ମୁଦ୍ରାକୁ ପୁଣି ଦୁର୍ବଳ କରିଦେଇଛି । ଇଣ୍ଟରବ୍ୟାଙ୍କ ଫରେନ୍‌ ଏକ୍ସଚେଞ୍ଜରେ ସୋମବାର ଟଙ୍କା ୫୨ ପଇସା ଦୁର୍ବଳ ହୋଇଛି। ଆମେରିକୀୟ ଡଲାର ତୁଳନାରେ ଏହାର ବିନିମୟ ମୂଲ୍ୟ ୯୩.୩୫ ଟଙ୍କା ରହିଛି।…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି। ଇରାନ ଯୁଦ୍ଧ ଯୋଗୁ ମୁଦ୍ରାସ୍ଫୀତି ବଢ଼ିଥିବାବେଳେ କମ୍‌ ବୃଷ୍ଟିପାତ ହେଲେ କୃଷି ଉତ୍ପାଦନ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View
Odisha: Today’s pics April 9, 2026

View
ଓଡ଼ିଶା: ଆଜିର ଫଟୋ ( ୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri